ନୂଆବର୍ଷରେ ରାତି ୧ଟା ପର୍ଯ୍ୟନ୍ତ ଖୋଲା ରହିବ ମଦଦୋକାନ: ମଦ ପିଇ ଗାଡ଼ି ଚଲାଇଲେ ଫାଇନ୍ କାଟିବ ପୋଲିସ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ନୂଆବର୍ଷକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ନୂଆବର୍ଷ ରାତି ଗୋଟାଏ ପର୍ଯ୍ୟନ୍ତ କଟକ ମହାନଗର ନିଗମ ଅଞ୍ଚଳ, ଭୁବନେଶ୍ୱର ଏବଂ ପୁରୀ ପୌରାଞ୍ଚଳରେ ମଦ ଦୋକାନ ଖୋଲା ରହିବ। ଅବକାରୀ...
୮ରେ ‘ଅଶୀରେ ବସନ୍ତ ଉତ୍ସବ’
ଭୁବନେଶ୍ୱର, ୩୧ା୧୨ (ବ୍ୟୁରୋ): ଖବରଦାତା, ସ୍ତମ୍ଭକାର ଏବଂ ‘ଓଡ଼ିଶା ସାହିତ୍ୟ ଏକାଡ଼େମୀ’ ପୁରସ୍କାରପ୍ରାପ୍ତ ସାହିତି୍ୟକ ବସନ୍ତ ଦାସଙ୍କ ଅଶୀ ବର୍ଷ ଜନ୍ମଦିନ ଉପଲକ୍ଷେ ‘ଅଶୀରେ ବସନ୍ତ ଉତ୍ସବ’ ଆୟୋଜନ ହେଉଛି। ଜାନୁୟାରୀ ୮ରେ ସ୍ଥାନୀୟ ଇଡ୍କଲ ଅଡିଟୋରିୟମରେ ହେବାକୁ ଥିବା...
ରାଜ୍ୟରେ ବୃଦ୍ଧି ପାଇଛି ହେନ୍ତାଳ ବନ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଗତ ଦୁଇବର୍ଷରେ ରାଜ୍ୟରେ ୮ କିଲୋମିଟର ହେନ୍ତାଳ ବନ ବୃଦ୍ଧି ପାଇଛି। ‘ଇଣ୍ଡିଆ ଷ୍ଟେଟ୍ ଅଫ୍ ଫରେଷ୍ଟ ରିପୋର୍ଟ-୨୦୧୯’ରୁ ଏହି ସୂଚନା ମିଳିଛି। ରିପୋର୍ଟ ଅନୁସାରେ, ଦେଶରେ ହେନ୍ତାଳ ବନ ବୃଦ୍ଧି କରିଥିବା ରାଜ୍ୟ ମଧ୍ୟରେ ଓଡ଼ିଶା...
ପ୍ରିୟଦର୍ଶୀ ନାୟକ ଆଇସିଏସ୍ଆଇ ଚେୟାରମ୍ୟାନ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): କମ୍ପାନୀ ସେକ୍ରେଟାରୀ ପ୍ରିୟଦର୍ଶୀ ନାୟକ ୨୦୨୦ ବର୍ଷ ପାଇଁ ଇନ୍ଷ୍ଟିଚ୍ୟୁଟ ଅଫ୍ କମ୍ପାନୀ ସେକ୍ରେଟାରିିଜ୍ ଅଫ୍ ଇଣ୍ଡିଆ (ଆଇସିଏସ୍ଆଇ)ର ପୂର୍ବ ଭାରତ ଆଞ୍ଚଳିକ ପରିଷଦର ଚେୟାରମ୍ୟାନ ଭାବେ ନିର୍ବାଚିତ ହୋଇଛନ୍ତି। ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଅନ୍ୟ...
ଭାଗବତ ଓଡ଼ିଆ ଜାତିର ଆଦର୍ଶ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଅତିବଡ଼ୀ ଶ୍ରୀ ଜଗନ୍ନାଥ ଦାସକୃତ ‘ଶ୍ରୀମଦ୍ଭାଗବତ’ ଏକ ସାତ୍ତ୍ବିକ ମହାପୁରାଣ ଏବଂ ଓଡ଼ିଆ ଜାତିର ଆଧ୍ୟାତ୍ମିକ ଅନୁଭୂତିର ପ୍ରାମାଣିକ ଗ୍ରନ୍ଥ। ଏହା ଓଡ଼ିଆ ଜାତିର ଆଦର୍ଶ ଏବଂ ଓଡ଼ିଆଙ୍କ ଜାଗରଣର ସୂତ୍ରଧର। ଓଡ଼ିଆ ଜାତିକୁ ଦାର୍ଶନିକ ଜାତିରେ...
‘ଜିରୋ ନାଇଟ୍’ ପାଇଁ ପ୍ରସ୍ତୁତ ରାଜଧାନୀ: କାଉଣ୍ଟଡାଉନ୍ ଆରମ୍ଭ
ଭୁବନେଶ୍ୱର, ୩୧ା୧୨(ବ୍ୟୁରୋ): ଇଂଲିଶ୍ କ୍ୟାଲେଣ୍ଡର ଅନୁସାରେ ପୁରୁଣା ବର୍ଷ ଶେଷ ହୋଇ ନୂଆବର୍ଷ ଆରମ୍ଭ ହେବାକୁ ଆଉ ମାତ୍ର କେଇ ଘଣ୍ଟା ବାକି ରହିଛି। ତେଣୁ ନୂଆବର୍ଷକୁ ଧୁମ୍ଧାମ୍ରେ ପାଳନ କରିବା ପାଇଁ ଏବେଠାରୁ କାଉଣ୍ଟଡାଉନ୍ ଆରମ୍ଭ ହୋଇଗଲାଣି। ବିଶେଷକରି...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜଗନ୍ନାଥ ହେରିଟେଜ କରିଡର ଚିଠା ଆର୍କିଟେକ୍ଚରାଲ ପ୍ଲାନ ଲୋକାର୍ପିତ, ଲୋକଙ୍କ ମତାମତ ଅନୁଯାୟୀ ହେବ ଚୂଡାନ୍ତ ପ୍ଲାନ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ଜୋର୍ଦାର କାର୍ଯ୍ୟକ୍ରମ ଆରମ୍ଭ କରିଦେଇଛନ୍ତି। ଏଥିପାଇଁ ମନ୍ଦିର ଚାରିପାଖରୁ ବିଭିନ୍ନ ଦୋକାନ ଏବଂ ଘରଗୁଡିକୁ ସରକାର ଉଚ୍ଛେଦ କରି ସେମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଉଛନ୍ତି। ସୋମବାର ଏନେଇ ଲୋକସେବା...
ଲାଞ୍ଚ ନେଇ ଧରାପଡ଼ିଲେ ଆଇଏଏସ୍ ଅଫିସର
ଭୁବନେଶ୍ୱର, ୩୦ା୧୨(ବ୍ୟୁରୋ)- ଲାଞ୍ଚ ନେଇ ଧରାପଡ଼ିଛନ୍ତି ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ। ୨୦୦୯ ବ୍ୟାଚ୍ର ଆଇଏଏସ୍ ବିଜୟ କେତନ ୧ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ...
ଯୁବତୀଙ୍କୁ ପ୍ରତାରଣା: ସରପଞ୍ଚ ଗିରଫ
ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ବୌଦ୍ଧ ଜିଲା ମୁଣ୍ଡିପଦର ସରପଞ୍ଚ ଅନ୍ତର୍ଯାମୀ ସାହୁଙ୍କୁ ଚନ୍ଦ୍ରଶେଖରପୁର ପୋଲିସ ସୋମବାର ଗିରଫ କରିଛି। ଜଣେ ଯୁବତୀଙ୍କୁ ପ୍ରତାରଣା ଦେଇଥିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି। ଡମଣା ଅଞ୍ଚଳରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଅନୁଯାୟୀ,...
ଆରପାରିରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆ
ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଓଡ଼ିଆ ସିନେ ଜଗତର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ପୂର୍ଣ୍ଣ ଖୁଣ୍ଟିଆଙ୍କ ପରଲୋକ ଘଟିଛି। ସୋମବାର ଭୋର ୩ଟା ସମୟରେ ହୃଦ୍ଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ...
ଡିଅର ୨୦୧୯: ହସାଇ ନାକେଦମ୍ କଲେ
ଭୁବନେଶ୍ୱର, ୩୦।୧୨ (ବ୍ୟୁରୋ) ରସଗୋଲା ପଶ୍ଚିମବଙ୍ଗର, ତାଙ୍କୁ ଦେଇ ଦିଅ। ରସଗୋଲା ପରି ବେଙ୍ଗଲୀ ଲୋକ ମଧ୍ୟ ଧଳା ଓ ନରମ। ସେ ଦୃଷ୍ଟିରୁ ରସଗୋଲା ତାଙ୍କର ବୋଲି ଭୁବନେଶ୍ୱର କମେଡିଆନ୍ କ୍ଲବ୍ର ଆକାଶ ବାଘଲ କହିବା ସହ ଉପସ୍ଥିତ ଦର୍ଶକଙ୍କୁ...
ଦିବ୍ୟାଙ୍ଗ, ବରିଷ୍ଠ ନାଗରିକଙ୍କୁ ଶୋଷଣ; ଶ୍ରୀଜୀଉଙ୍କ ଦର୍ଶନ କରାଇବା ପାଇଁ ଦାବି କରୁଛନ୍ତି ମୋଟା ଅଙ୍କର ଟଙ୍କା
ପୁରୀ ଅଫିସ, ୩୦।୧୨: ଶ୍ରୀମନ୍ଦିରକୁ ଆସୁଥିବା ଦର୍ଶନାର୍ଥୀଙ୍କ ପାଇଁ ସବୁ ପ୍ରକାର ସୁବିଧା କର। ଭକ୍ତମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ ସେଥିଲାଗି ବ୍ୟବସ୍ଥା କର। ଶ୍ରଦ୍ଧାଳୁମାନେ ଯେପରି ଶୋଷଣ ନ ହୁଅନ୍ତି, ସେଥିପ୍ରତି ବି ନଜର ରଖିବାକୁ ସୁପ୍ରିମ୍କୋର୍ଟଙ୍କ...
Archives


