ମେଟ୍ରୋ

ବାଲୁକା କଳାରେ ହାତୀଙ୍କ ବାସସ୍ଥଳ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ,୩୦।୧୨:  ଦିନକୁ ଦିନ ବଢୁଛି କଂକ୍ରିଟ ଜଙ୍ଗଲ। ସେପଟେ ହ୍ରାସ ପାଉଛି ପ୍ରାକୃତିକ ଜଙ୍ଗଲ। ଘର ଓ କଳକାରଖାନା ପ୍ରତିଷ୍ଠା ପାଇଁ ବ୍ୟାପକ ସଂଖ୍ୟାରେ ଗଛ କଟାଯାଉଛି। ଏମିତି ଅନେକ ଜାଗାରେ ଜଙ୍ଗଲ  ଧ୍ୱଂସ ପାଉଛି । ଫଳରେ...

୬୦ତମ ନନ୍ଦନକାନନ ପ୍ରତିଷ୍ଠା ଦିବସ: ୫ ଏନ୍‌କ୍ଲୋଜର ଲୋକାର୍ପଣ

ବାରଙ୍ଗ,୩୦।୧୨(ଡି.ଏନ.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନ ରବିବାର ୬୦ ପୂରି ୬୧ ବର୍ଷରେ ପଦାର୍ପଣ କରିଛି। ଏ ନେଇ ନନ୍ଦନକାନନ ତା’ର ୬୦ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ୬୦ବର୍ଷ ମଧ୍ୟରେ ବହୁ ଜୀବଜନ୍ତୁ ହରାଇଛି ସତ କିନ୍ତୁ କଳାଲୋମଯୁକ୍ତ...

ଚିଲିକା ଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼; ଡଙ୍ଗା ନ ପାଇ ନିରାଶରେ ଫେରିଲେ

ବାଲୁଗାଁ, ୩୦ା୧୨(ଡି.ଏନ.ଏ.):  ନୂତନବର୍ଷର ଆଗମନ ସଙ୍ଗେ ସଙ୍ଗେ ବିଦାୟବର୍ଷର ଶେଷ ରବିବାର ଚିଲିକା ପରିଭ୍ରମଣରେ ଲକ୍ଷାଧିକ ପର୍ଯ୍ୟଟକଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଚିଲିକା ମଧ୍ୟରେ ଥିବା ମା’ କାଳିଜାଈଙ୍କ ପୀଠ, ପକ୍ଷୀ ଅଭୟାରଣ୍ୟ ନଳବଣ ସମେତ ମା’ ନାରାୟଣୀ ପୀଠ,...

ମୋ ସରକାର କାର୍ଯ୍ୟକ୍ରମର ପ୍ରଭାବ; ଗତବର୍ଷ ତୁଳନାରେ ବଢିଛି ମାମଲା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ):  ଆଉ ଦିନ କେଇଟା ପରେ ଆସିବ ନୂଆବର୍ଷ। ହେଲେ ୨୦୧୯ରେ ବିଭିନ୍ନ ଥାନାରେ ବଢିଥିବା ମାମଲା ସଂଖ୍ୟା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟଛି। କାରଣ ମୋ‘ ସରକାର କାର୍ଯ୍ୟକ୍ରମ ପରଠୁ କମିଶନରେଟ ପୋଲିସର ଏକାଧିକ ଥାନାରେ...

ଜିରୋ ଆଓ୍ବାର ପାଳନ ପ୍ରସ୍ତୁତି ଜୋର୍‌ଦାର: ବଲିଉଡ ଗାୟକଙ୍କ ସହ ରସିଆନ୍‌ ବେଲି ଡ୍ୟାନ୍ସ

କଟକ ଅଫିସ, ୩୦।୧୨- ବୁଧବାର ନୂଆବର୍ଷ। ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ଧୁମ୍‌ଧାମ୍‌ରେ ସ୍ବାଗତ କରିବେ ସହରବାସୀ। ଏଥିପାଇଁ କଟକର ବିଭିନ୍ନ କ୍ଲବରେ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଭିନ୍ନ କ୍ଲବ୍‌ରେ ବଲିଉଡ ଗାୟକଙ୍କ ସଙ୍ଗୀତ...

ରାଜ୍ୟ ସଂଗ୍ରହାଳୟର ପ୍ରତିଷ୍ଠା ଉତ୍ସବ ପାଳିତ ଅତୀତର ସଂରକ୍ଷଣ ଏକାନ୍ତ ଆବଶ୍ୟକ: ରାଜ୍ୟପାଳ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ଓଡ଼ିଶାର ଇତିହାସ ଓ ଐତିହ୍ୟ ବେଶ୍‌ ସମୃଦ୍ଧ। ଏହା ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଭବିଷ୍ୟତର ପଥ ନକ୍ସା ପ୍ରସ୍ତୁତିରେ ଅତୀତର ବିଶେଷ ଭୂମିକା ରହିଛି। କାଳଜୟୀ ସଂସ୍କୃତି ଓ ପରମ୍ପରା ଆମ ଅସ୍ମିତା ଓ...

ଶୀତରେ ଥରୁଛି ସାରା ଓଡ଼ିଶା; ନୂଆବର୍ଷରେ ବର୍ଷା

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ଅସହ୍ୟ ଶୀତରେ ଥରୁଛି ସାରା ଓଡ଼ିଶା। ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ କେଉଁଠାରେ ବି ଶୀତ ଦାଉରୁ ଲୋକଙ୍କୁ ନିସ୍ତାର ମିଳୁନାହିଁ। ତେବେ ଏହିଭଳି ଶୀତର ଲହରୀ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଲାଗିରହିବ। ଅନ୍ୟପଟେ ନୂଆବର୍ଷରେ...

୬୫,୨୧୦ଟଙ୍କା ଆଦାୟ କରି ରେକର୍ଡ କଲା ପ୍ଲାନେଟାରିୟମ

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ)- ପଠାଣି ସାମନ୍ତ ପ୍ଲାନେଟାରିୟମ ପୁଣି ଏକ ରେକର୍ଡ ସୃଷ୍ଟି କରିଛି। ଗତ ୨୨ ତାରିଖରେ ପ୍ଲାନେଟାରିୟମ ଗୋଟିଏ ଦିନରେ ସର୍ବାଧିକ ୫୫ହଜାର ୩୩୦ ଟଙ୍କା ସଂଗ୍ରହ କରି ରେକର୍ଡ ସୃଷ୍ଟି କରିଥିଲା। କିନ୍ତୁ ରବିବାର ପ୍ଲାନେଟାରିୟମ ପୁଣି...

ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣା: ୨ ଗିରଫ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଏସ୍‌ପ୍ଲାନାଡେ ଶପିଂ ମଲ୍‌ରେ ସାମ୍ବାଦିକାଙ୍କୁ ଆକ୍ରମଣ ସହ ଅସଦାଚରଣ ଘଟଣାକୁ ନେଇ ରାଜ୍ୟ ସମେତ ରାଜଧାନୀରେ ପ୍ରବଳ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ସାମାଜିକ କର୍ମୀ, ମାନବାଧିକାର କର୍ମୀ, ରାଜନୈତିକ ଦଳର ନେତା ଓ ଛାତ୍ରୀମାନେ ସାମ୍ବାଦିକାଙ୍କ ଉପରେ...

ନୂଆବର୍ଷରେ ଭିଜିବ ଓଡ଼ିଶା

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ନୂଆବର୍ଷରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି। ଆସନ୍ତା ୧ରୁ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ୧ରେ ଉତ୍ତର-ପଶ୍ଚିମ ଓଡ଼ିଶାରେ ହାଲୁକା ବର୍ଷା ହେବ। ୧ ତାରିଖରେ ବରଗଡ଼, ନୂଆପଡ଼ା,...

ଏସିଆନ ସିଂହ ପିଛାନର ମୃତ୍ୟୁ

ବାରଙ୍ଗ,୨୯ା୧୨(ଡି.ଏନ.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଶନିବାର ମଧ୍ୟାହ୍ନରେ ସିଂହ ସଫାରିରେ ରହୁଥିବା ଏସିଆନ ଅଣ୍ଡିରାସିଂହ ପିଛାନର ମୃତ୍ୟୁ ଘଟିଛି। ଗତ କିଛିଦିନ ହେବ ବାର୍ଦ୍ଧକ୍ୟଜନିତ କାରଣରୁ ଖାଇବାପିଇବା ଠିକଭାବେ କରୁ ନ ଥିବାରୁ ରୁଗ୍‌ଣ ହୋଇଯାଉଥିଲା। ଏହି କାରଣରୁ ନନ୍ଦନକାନନର...

ଶ୍ରୀ ଲିଙ୍ଗରାଜ ମନ୍ଦିର ପୂର୍ବଦିଗ ଉଚ୍ଛେଦ ଜାରି

ପୁରୁଣା ଭୁବନେଶ୍ୱର,୨୯ା୧୨(ଡି.ଏନ.ଏ)- ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ସୁରୁଖୁରୁରେ ଜାରି ରହିଛି। ଶୁକ୍ରବାର ବ୍ୟାଖ୍ୟାନ କେନ୍ଦ୍ର ଉଚ୍ଛେଦ ଶେଷ ହୋଇଥିବାବେଳେ ଶନିବାର ମନ୍ଦିରର ପୂର୍ବଦିଗରୁ ଉଚ୍ଛେଦ କାର୍ଯ୍ୟ ଚାଲିଛି। ଅନ୍ୟପଟେ ମନ୍ଦିର ସମ୍ମୁଖ ଦେବୀପାଦହରା ନିକଟ ସରକାରୀ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri