ମେଟ୍ରୋ

ପୁଣି ଟୁଇନ୍‌ସିଟିରୁ ଧରାହେଲେ ୧୩୫୫ ଅମାନିଆ ଚାଳକ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସଂକ୍ରମଣ ରୋକିବାକୁ କମିଶନରେଟ ପୋଲିସ ଯେତେ କଡ଼ା ଆଭିମୁଖ୍ୟ ଗ୍ରହଣ କଲେ ମଧ୍ୟ ଅମାନିଆଙ୍କୁ କାଟୁ କରୁନି। ଲକ୍‌ଡାଉନ୍‌ ସତ୍ତ୍ୱେ ଗାଡ଼ି ଧରି ରାସ୍ତାକୁ ବାହାରୁଛନ୍ତି। ନିୟମ ଓ କଟକଣା ନ ମାନି ନାନା ବାହାନାରେ ଘୂରି ବୁଲୁଛନ୍ତି। ଇତିମଧ୍ୟରେ…

ବିଶୋଧନ ହେଲା ଝାରପଡ଼ା କେଶୁରା ଅଞ୍ଚଳ

କଟକରୋଡ,୯ା୪(ଡି.ଏନ.ଏ.): ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କରୋନା ଆକ୍ରାନ୍ତରେ ମୃତ୍ୟୁ ପରେ ବୁଧବାର ସକାଳୁ ଉକ୍ତ ଅଞ୍ଚଳରେ ବିଶୋଧନ କାର୍ଯ୍ୟକୁ ବ୍ୟାପକ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ସାନିଟାରି ଇନ୍ସପେକ୍ଟର ବିଜୟ ମହାପାତ୍ର ଓ ଅଗ୍ନିଶମ ବିଭାଗ ଡେପୁଟି ଫାୟାର ଅଫିସର…

ରାଜଧାନୀରେ ଘରେ ପହଞ୍ଚିବ ମେଡ଼ିସିନ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଲକ୍‌ଡାଉନ୍‌ କଟକଣା ପାଇଁ ଲୋକେ ବାହାରକୁ ବାହାରିପାରୁ ନ ଥିବାରୁ ଏବେ ଭୁବନେଶ୍ୱରବାସୀ ଔଷଧ ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ନଜରକୁ ଆସିବା ପରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଔଷଧର ହୋମ୍‌ ଡେଲିଭରି ବ୍ୟବସ୍ଥା ଆରମ୍ଭ…

ମୋ ବସ୍‌ ଷ୍ଟାଣ୍ଡ୍‌ ଏବେ ପରିବା ଦୋକାନ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ସାମାଜିକ ଦୂରତ୍ୱକୁ ବଜାୟ ରଖିବା ସହ ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଲୋକଙ୍କ ପାଇଁ ନୂଆ ବ୍ୟବସ୍ଥା କରିଛି। ଭୁବନେଶ୍ୱରର ପ୍ରାୟ ସମସ୍ତ ମୋ ବସ୍‌ ଷ୍ଟାଣ୍ଡ୍‌କୁ ପରିବା ଦୋକାନ ଭାବେ ବ୍ୟବହାର କରାଯାଇଛି।…

ଦିଲ୍ଲୀରେ ଓଡ଼ିଆ ଶ୍ରମିକଙ୍କ ପାଇଁ ଲଢୁଛି ଓଡ଼ିଆ ସମାଜ

ଭୁବନେଶ୍ୱର,୯ା୪(ବ୍ୟୁରୋ): କୋଭିଡ-୧୯ ଏବେ ବିଶ୍ୱ ମହାମାରୀ ରୂପ ନେଇଥିବାବେଳେ ଏହାର କଡ଼ା ମୁକାବିଲା କରିବା ନିମନ୍ତେ ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଛି। ରୋଜଗାର ପାଇଁ ଯାଇ ବିଭିନ୍ନ ରାଜ୍ୟରେ କାର୍ଯ୍ୟ କରୁଥିବା ହଜାର ହଜାର ଓଡ଼ିଆ ଲକ୍‌ଡାଉନ୍‌ରେ…

ଆବଦ୍ଧ ଅଞ୍ଚଳର ଦୈନିକ ୫୦ ପ୍ରତିଶତ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେଉଛି

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରରେ ୩୪ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୂର୍ଯ୍ୟନଗର, ବମିଖାଲ, ସତ୍ୟନଗର, ସୁନ୍ଦରପଦା ଓ ଯଦୁପୁର ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା ସହ ସିଲ୍‌ କରାଯାଇଛି। ଏଥିସହ କେନ୍ଦ୍ରିୟ ଗୋଇନ୍ଦା…

ଆଜିଠୁ ରାଜମହଲରୁ ମାଷ୍ଟରକ୍ୟାଣ୍ଟିନ୍‌ ରାସ୍ତା ପାର୍ଶ୍ୱରେ ବସିବେ ୩୫ ବ୍ୟବସାୟୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): ଗୁରୁବାରଠାରୁ ରାଜ ମହଲଠାରୁ ମାଷ୍ଟରକ୍ୟାଣ୍ଟିନ୍‌ ରାସ୍ତା ପାର୍ଶ୍ୱରେ ୩୫ ବ୍ୟବସାୟୀଙ୍କୁ ବ୍ୟବସାୟ କରିବାକୁ ଅନୁମତି ମିଳିଛି। ଏଥିମଧ୍ୟରେ ୨୨ ପରିବା ଦୋକାନ, ୯ ଗ୍ରସେରି ଦୋକାନ ଏବଂ ୨ଟି ଲେଖାଏ ଫଳ ଓ କ୍ଷୀର ଦୋକାନ ରହିବ ବୋଲି ଭୁବନେଶ୍ୱର…

ଲକ୍‌ଡାଉନ: ଅସହାୟଙ୍କ ପାଇଁ ଅଭିଶାପ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ ବଳବତ୍ତର ରହିଛି। ରାଜ୍ୟ ତଥା ବାହାର ରାଜ୍ୟର ପ୍ରାୟ ୪୭ହଜାର ଅତିଥି ଶ୍ରମଜୀବୀ ଏବଂ ଅସହାୟଙ୍କୁ ବିଭିନ୍ନ ଜିଲାର ୧୭୬୫ ଶିବିରରେ ରଖାଯାଇଛି। ସେମାନଙ୍କ ରହିବା ଏବଂ ଖାଇବା ବ୍ୟବସ୍ଥା ସରକାରଙ୍କ ତରଫରୁ ଯୋଗାଇ…

ରିଲିଫ ପାଣ୍ଠିକୁ ଡାଲମିଆ ସିମେଣ୍ଟର ଦାନ

ଭୁବନେଶ୍ୱର,୯ା୪: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ ପକ୍ଷରୁ କୋଭିଡ-୧୯ ବିରୋଧୀ ଲଢେଇ ଲାଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁନ୍ଦରଗଡ ଜିଲାର ରାଜଗାଙ୍ଗପୁର ଏବଂ କଟକ ଜିଲାର ବିଶ୍ୱାଳୀଠାରେ ଥିବା ମାନୁଫାକଚରିଂ ୟୁନିଟ ଆଖପାଖର…

ନାଲ୍‌କୋ ପକ୍ଷରୁ ୧୦.୨ କୋଟି ପ୍ରଦାନ

ଭୁବନେଶ୍ୱର,୯ା୪: ରାଷ୍ଟ୍ରାୟତ୍ତ ଆଲୁମିନିୟମ କମ୍ପାନୀ ଲିମିଟେଡ ନାଲ୍‌କୋ ପକ୍ଷରୁ କୋଭିଡ-୧୯ ଲଢେଇ ଲାଗି ୧୦.୨ କୋଟି ଟଙ୍କା ସରକାରଙ୍କୁ ପ୍ରଦାନ କରାଯାଇଛି। କମ୍ପାନୀ ପକ୍ଷରୁ ପିଏମ୍‌ କେୟାର୍ସ ପାଣ୍ଠିକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଛି। କମ୍ପାନୀର କର୍ମଚାରୀମାନେ ସେମାନଙ୍କ ଗୋଟିଏ…

ଟେଲିକମ୍‌ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି: ମୋବାଇଲ୍‌ ସଂଯୋଗ ନ କାଟିବାକୁ ଅନୁରୋଧ

ଭୁବନେଶ୍ୱର,୯ା୪: କରୋନା ଭୂତାଣୁ ସଂକ୍ରମଣ ଲାଗି କରାଯାଇଥିବା ଲକ୍‌ଡାଉନ୍‌ ଯୋଗୁ ମୋବାଇଲ୍‌ ବିଲ୍‌ ପଇଠ ଏବଂ ରିଚାର୍ଜ କରିବାରେ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଣୁ ବିଲ୍‌ ପଇଠ ନ କାରିପାରିଲେ ମଧ୍ୟ ସଂଯୋଗ ନ କାଟିବା ପାଇଁ ବୁଧବାର କେନ୍ଦ୍ର…

ସ୍ବତନ୍ତ୍ର କାର୍ଗୋ ବିମାନରେ ଆସିଲା କୋଭିଡ୍‌-୧୯ କିଟ୍‌

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ ସ୍ବତନ୍ତ୍ର କାର୍ଗୋ ବିମାନରେ କୋଭିଡ୍‌-୧୯ ପାଇଁ ଟେଷ୍ଟିଂ କିଟ୍‌ ସହ ଅନ୍ୟ ମେଡିକାଲ ସରଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?