ମେଟ୍ରୋ

ଓଡ଼ିଶାର ୮ ଜିଲାରେ ଆବଦ୍ଧ ଅଞ୍ଚଳ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ସୁଦ୍ଧା ୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେଣୁ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ରାଜ୍ୟର ମୋଟ ୮ ଜିଲାରେ ସଂକ୍ରମିତ ଥିବା କେତେକ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ବା…

ମଧୁସୂଦନ ନଗର, ଝାରପଡ଼ା ଆବଦ୍ଧ ଅଞ୍ଚଳ ଘୋଷଣା ନେଇ ଚାଲିଛି ଆଲୋଚନା

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଭୁବନେଶ୍ୱରର ୟୁନିଟ୍‌-୪ ଅନ୍ତର୍ଗତ ମଧୂସୂଦନ ନଗର ଓ ଝାରପଡ଼ା ଅଞ୍ଚଳରୁ ଜଣେ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ତେବେ ସମ୍ପୃକ୍ତ ଅଞ୍ଚଳକୁ ଆବଦ୍ଧ ଅଞ୍ଚଳ ଘୋଷଣା କରାଯିବ କି ନାହିଁ ସେନେଇ ଆଲୋଚନା ଚାଲିଥିବା ବିଏମ୍‌ସି ପକ୍ଷରୁ…

ମନ ଶାନ୍ତ ରଖିଲେ ସଂଗ୍ରାମକୁ ଜୟ କରିହେବ: ବାଗ୍‌ଚୀ

ଭୁବନେଶ୍ୱର,୯ା୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଓ ସ୍ବଚ୍ଛତାକୁ ଅଧିକ ଗୁରୁତ୍ୱ ଦେଇ ସାରା ଦେଶ ଏବେ ଲକ୍‌ଡାଉନରେ ରହିଛି। ୨୧ ଦିନିଆ ତାଲାବନ୍ଦ ଗତ ୨୪ ତାରିଖ ମଧ୍ୟରାତ୍ରିରୁ ଜାରି ରହିଛି। ଆଉ ଓଡ଼ିଶାରେ ମଧ୍ୟ କରୋନାକୁ ହରାଇବା…

କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍‌ଏମ୍‌ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ ଜିଲା…

ଲକ୍‌ଡାଉନ୍‌ ବେଳେ ମାଲ୍‌ ପରିବହନରେ ବାଧା ନାହିଁ, ବ୍ୟବସାୟୀ ୧୦୦ ଡାଏଲ୍‌ କରିପାରିବେ: ସିପି

ଭୁବନେଶ୍ୱର,୮।୪(ବ୍ୟୁରୋ): ଛୋଟ ବ୍ୟବସାୟୀଙ୍କ ଗାଡ଼ିକୁ ତଳିଆ ପୋଲିସ କର୍ମଚାରୀ ଛାଡ଼ୁ ନ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଏ ନେଇ ଏକ ଟୁଇଟ୍‌ କରି ସେ କହିଛନ୍ତି, ଲକ୍‌ଡାଉନ୍‌ ବେଳେ ମାଲ୍‌ ପରିବହନ ପ୍ରସଙ୍ଗରେ କୌଣସି…

ଆସନ୍ତା ସପ୍ତାହରୁ ଆଇଏଲ୍‌ଏସ୍‌ରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ(ଆଇଏଲ୍‌ଏସ୍‌)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି। ରାଜ୍ୟ…

କୋଭିଡ-୧୯ ପାଇଁ କଳାକାରଙ୍କୁ ମିଳିବ ୪ ମାସର ଆଗୁଆ ଭତ୍ତା

ଭୁବନେଶ୍ୱର,୮।୪(ବ୍ୟୁରୋ): କଳାକାରଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା। ଚଳିତ ମାସ ୧୫ ତାରିଖ ମଧ୍ୟରେ ୩୪୬୫୩ ଜଣ କଳାକାରଙ୍କୁ ମିଳିବ ଏହା ପ୍ରଦାନ କରାଯିବ। ମାର୍ଚ୍ଚରୁ ଜୁନ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାର ବୁଧବାର ନିର୍ଦ୍ଦେଶ…

ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍‌ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି…

ବିଏମ୍‌ସି ସେବାକୁ ନେଇ ଲୋକଙ୍କ ଅସନ୍ତୋଷ

ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯିବା ସହ ସିଲ୍‌ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ ଭୁବନେଶ୍ୱର…

ଲାଠିମାଡ଼ ପରେ ବି ସୁଧୁରିଲେନି

ଭୁବନେଶ୍ୱର,୮ା୪ (ବ୍ୟୁରୋ): ଘାତକ କରୋନା ଭାଇରସ୍‌ଠାରୁ ରକ୍ଷା ପାଇବାକୁ ହେଲେ ଘରେ ରହିବା ହିଁ ସବୁଠୁ ଓ ଏକମାତ୍ର ଭଲ ବିକଳ୍ପ। ସରକାରଙ୍କଠାରୁ ଆରମ୍ଭ କରି ପୋଲିସ ଓ ବିଭିନ୍ନ ସଂଗଠନ ଲୋକଙ୍କୁ ବାରମ୍ବାର ବୁଝାଉଛନ୍ତି। କଟକଣା ସହ କାର୍ଯ୍ୟାନୁଷ୍ଠାନ ମଧ୍ୟ…

ଚିନ୍ତା ବଢ଼ାଇଛି ପରିବା ଦର

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟରେ ପନିପରିବା ରହିଛି। ଶଟ୍‌ଡାଉନ୍‌ ପରଠାରୁ ଏବେ ବଜାରରେ ସବୁଜ ପନିପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି। ବେପାରୀମାନେ ମନଇଚ୍ଛା ଦର ନେଉଥିଲେ ମଧ୍ୟ ସେମାନଙ୍କ ଉପରେ ଅଙ୍କୁଶ ରହୁନି। ଏପରି ଆକାଶଛୁଆଁ…

ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ ପରୀକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?