ମେଟ୍ରୋ

ଭାଙ୍ଗିଲା ଆଉଟର ସ୍ପ୍ରିଙ୍ଗ୍‌: ଦିବ୍ରୁଗଡ଼ ଏକ୍ସପ୍ରେସରେ ବଦଳିଲା କୋଚ୍‌

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଶୁକ୍ରବାର ଦିବ୍ରୁଗଡ଼ ଏକ୍ସପ୍ରେସ (୧୫୯୨୯) ରେ ଏକ କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯିବାରୁ ଭୁବନେଶ୍ୱର ଷ୍ଟେଶନରେ କୋଚ୍‌ ବଦଳାଯାଇଛି। ତାମ୍ବରମରୁ ଦିବ୍ରୁଗଡ଼ ଯାଉଥିବା ଏହି ଏକ୍ସପ୍ରେସରେ ଗୋଟିଏ ତୃତୀୟ ଶ୍ରେଣୀ ଏସି କୋଚ୍‌ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯାଇଛି...

ଜିରୋ ନାଇଟରେ ହୋଟେଲରେ ଅଶ୍ଳୀଳ ନୃତ୍ୟ: ବିରୋଧ କରିବେ କଳିଙ୍ଗସେନା, ବଜରଙ୍ଗ ଦଳ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ନୂଆବର୍ଷକୁ ଆଇ ଅଳ୍ପ ଦିନ ବାକି ଥିବାବେଳେ ସେଲିବ୍ରେଶନ ପାଇଁ ରାଜଧାନୀବାସୀ ଏବେଠୁ ପ୍ରସ୍ତୁତ ହେଲେଣି। ୨୦୧୯କୁ ବିଦାୟ ଦେଇ ଜିରୋ ନାଇଟ୍‌ରେ ନୂତନ ବର୍ଷକୁ ସ୍ବାଗତ କରିବା ସହ ବିଭିନ୍ନ ହୋଟେଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପାଇଁ...

ଭାରତୀୟ ଜଳବାୟୁ କଂଗ୍ରେସ ଉଦ୍‌ଘାଟିତ: ଜଳବାୟୁ ପରିବର୍ତ୍ତନରେ ସର୍ବାଧିକ ପ୍ରଭାବିତ ହେବ କୃଷି

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଦ୍ୱାରା କୃଷି ଉତ୍ପାଦନ ବହୁଳଭାବେ ପ୍ରଭାବିତ ହେବ। ଏହାଫଳରେ ଆଗାମୀ ଦିନରେ ବିଶ୍ୱରେ ଖାଦ୍ୟାଭାବ ସମସ୍ୟା ଗୁରୁତର ରୂପ ନେବ। ସେହିଭଳି ସମୁଦ୍ର ପତ୍ତନ ବୃଦ୍ଧି ଯୋଗୁ ଲକ୍ଷ ଲକ୍ଷ ଲୋକ ବାସହରା ହେବେ। ଏ...

ଏଥର ୨୨ କୋଟିର ବ୍ୟବସାୟ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ଅତିଥିଭାବେ ଯୋଗଦେଇ...

ଜାନୁୟାରୀ ୪ରୁ ଶିଶିର ସରସ ମେଳା: ଯୋଗଦେବେ ୨୫ ରାଜ୍ୟର କାରିଗର

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଗ୍ରାମୀଣ ଉତ୍ପାଦକମାନଙ୍କ ସାମଗ୍ରୀକୁ ବିପଣନ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଜାନୁୟାରୀ ୪ରୁ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଶିଶିର ସରସ ମେଳା। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଓର୍‌ମାସ ପକ୍ଷରୁ...

ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସମଗ୍ର ଦେଶ ପାଇଁ ରହିବ ଗୋଟିଏ ଆପତ୍‌କାଳୀନ ନମ୍ବର ୧୧୨। ୨୦୨୦ ମାର୍ଚ୍ଚ ମାସରୁ ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଇମର୍ଜେନ୍ସି ରେସ୍‌ପନ୍ସ ସପୋର୍ଟ ସିଷ୍ଟମ(ଇଆର୍‌ଏସ୍‌ଏସ୍‌) ରାଜ୍ୟରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ।...

ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍‌, ୭ଟିର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍‌ ବାତିଲ୍‌ ସହ ୭ଟିର ସମୟ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଏହି...

ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଲାଗି ପ୍ରଚଣ୍ଡ ଶୀତର ଅନୁଭୂତ ଆରମ୍ଭ ହୋଇଛି। ଆସନ୍ତା ଦୁଇ ତିନି ଦିନ ଯାଏ ଶୀତ ଲହରି ସମଗ୍ର ରାଜ୍ୟକୁ ଥଇାଇବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି। ଏହି ସମୟରେ...

ମହର୍ଷି କଲେଜ ନିକଟରେ ନିଶାସକ୍ତଙ୍କ ଆତଙ୍କ ଘଟଣା: ୩ ଦିନ ପରେ ବି ପୋଲିସ ହାତ ଖାଲି

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଧୀନ ମହର୍ଷି କଲେଜ ନିକଟରେ ଗତ ବୁଧବାର ସନ୍ଧ୍ୟାରେ ୧୫ରୁ ଊର୍ଦ୍ଧ୍ୱ ନିଶାସକ୍ତ ଯୁବକ ଆତଙ୍କ ଖେଳାଇଥିଲେ। ରାସ୍ତାରେ ଯାଉଥିବା ପଥଚାରୀଙ୍କୁ ଅଟକାଇ ଗାଳିଗୁଲଜ କରିଥିଲେ। ଏଥିସହ ବିରୋଧ କରୁଥିବା ବ୍ୟକ୍ତିଙ୍କ ବାଇକ ଓ କାର୍‌କୁ...

ଆକ୍ସିସ ବ୍ୟାଙ୍କ- ବିଏମ୍‌ସି ମଧ୍ୟରେ ବୁଝାମଣା: ହିତାଧିକାରୀଙ୍କୁ ଆକାଉଣ୍ଟରେ ମିଳିବ ଭତ୍ତା

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନାରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଭତ୍ତା ପାଉଥିବା ହିତାଧିକାରୀମାନେ ଫେବୃୟାରୀ ମାସଠାରୁ ଆକାଉଣ୍ଟ ଯୋଗେ ଅର୍ଥ ପାଇବେ। ଏ ନେଇ ଆକ୍ସିସ ବ୍ୟାଙ୍କ୍‌ ଏବଂ ବିଏମ୍‌ସି ମଧ୍ୟରେ ଶୁକ୍ରବାର ଏକ ବୁଝାମଣାପତ୍ର...

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଚଳିତବର୍ଷର ଯୁକ୍ତ ୨ ପରୀକ୍ଷା ଲାଗି ଶୁକ୍ରବାର ତାରିଖ ଘୋଷଣା କରାଯାଇଛି। ମାର୍ଚ୍ଚ ୩ରୁ ପରୀକ୍ଷା ଆରମ୍ଭ ହେବ। ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ମାର୍ଚ୍ଚ ୩ରୁ ଆରମ୍ଭ ହେବାକୁ ଥିବା ବେଳେ ମାର୍ଚ୍ଚ ୨୮ଯାଏ ଚାଲିବ। ସେହିଭଳି...

ଶିଶିର ସରସ-୨୦୨୦: ଜାନୁୟାରୀ ୪ରୁ ଆରମ୍ଭ, ୧୧ ଦିନ ଚାଲିବ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବ ଜାତୀୟସ୍ତରୀୟ ମେଳା ‘ଶିଶିର ସରସ’। ଏହି ମେଳା ଜାନୁୟାରୀ ୪ରୁ ୧୪ ତାରିଖ ଯାଏ ଭୁବନେଶ୍ୱର ୟୁନିଟ-୩ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବ। ଚଳିତ ଥର ମେଳାରେ ମୋଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri