ମେଟ୍ରୋ

ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସୁଦ୍ଧା ୩୯ରେ ପହଞ୍ଚିଥିବା ବେଳେ ଭୁବନେଶ୍ୱରର ୩୨ ଜଣ ଅଛନ୍ତି। ଏଥିରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ବାକି ୩୦ କରୋନା ପଜିଟିଭ୍‌ଙ୍କର ଚିକିତ୍ସା ଚାଲିଛି। ସେଥିରୁ ଅଧିକାଂଶ ସୂର୍ଯ୍ୟନଗର…

୨୦ଦିନ ପାଇଁ ମହଜୁଦ ରହିଛି ଅତ୍ୟାବଶ୍ୟକ ସାମଗ୍ରୀ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ହୁହୁ ହୋଇ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଲୋକଙ୍କ ମନରେ ଖାଦ୍ୟ ଚିନ୍ତାକୁ ବଢ଼ାଇ ଦେଇଛି। ଏପଟେ ଧୀରେ ଧୀରେ ଦୋକାନରୁ ଅତ୍ୟାବଶ୍ୟକ ସାମଗ୍ରୀ ସରିଆସିଲାଣି। ଆଗକୁ ରାଜଧାନୀରେ ଖାଦ୍ୟ ସମସ୍ୟା ଦେଖାଦେବ ବୋଲି…

ଖାଇବାକୁ ପାଉନାହାନ୍ତି ସ୍ଥାନାନ୍ତରିତ ବସ୍ତିବାସିନ୍ଦା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବସ୍ତି ଉଚ୍ଛେଦ ଓ ବସ୍ତିବାସିନ୍ଦାଙ୍କଙ୍କୁ ଗୋଟିଏ ଜୋନରୁ ଉଠାଇ ଅନ୍ୟ ଏକ ଜୋନକୁ ସ୍ଥାନାନ୍ତର କରୁଛନ୍ତି। କିନ୍ତୁ ବିଏମ୍‌ସି ବସ୍ତିବାସିନ୍ଦାଙ୍କ ଆଧାର ଓ ରାଶନ କାର୍ଡର ସଂଶୋଧନରେ ତତ୍ପରତା ନ ଥିବାରୁ ସେମାନେ ନାନା…

ମାସ୍କ ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମସ୍ତେ ମାସ୍କ ପିନ୍ଧିବା ପାଇଁ ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତତ୍ପର ହୋଇପଡ଼ିଛି। ବିଭାଗର ସଚିବ ନିକୁଞ୍ଜ ଧଳଙ୍କ…

କରୋନା ଛୁଟିକୁ ନେଇ ଚିନ୍ତାରେ ଶିକ୍ଷା ବିଭାଗ: ଦଶମ ପିଲାଙ୍କୁ ମିଳିପାରେ ଅନ୍‌ଲାଇନ ଶିକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ବିଶ୍ୱବ୍ୟାପୀ ମହାମାରୀର ରୂପ ନେଇଥିବା କରୋନା ବର୍ତ୍ତମାନ ସବୁକିଛି ଓଲଟପାଲଟ କରିଦେଇଛି। ସାଧାରଣ ଅବସ୍ଥା ଦେଇ କିଛି ଗତି କରୁନାହିଁ। ଏହାକୁ ରୋକିବା ଲାଗି ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ ଡାଉନ ଘୋଷଣା କରିଦିଆଯାଇଛି। ଆଗକୁ…

ବମିଖାଲରେ ତ୍ୱରାନ୍ବିତ ହେବ ବିଶୋଧନ, ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଏହି ଅଞ୍ଚଳରେ ୩ ଜଣଙ୍କଠାରେ କରୋନା ପଜେଟିିଭ ଚିହ୍ନଟ ହୋଇଥିବାବେଳେ ରବିବାର ଗୋଟିଏ ଦିନରେ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଯାହାକି ଭୁବନେଶ୍ୱର ମହାନଗର ନିଗମ…

ଭୁବନେଶ୍ୱରରେ ଏବେ ୩୦ କରୋନା ଆକ୍ରାନ୍ତ ଚିକିତ୍ସିତ: ବମିଖାଲର ସବୁ ଆକ୍ରାନ୍ତ ଗୋଟିଏ ପରିବାରର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ ମଧ୍ୟରେ…

୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବମିଖାଲ ଅଞ୍ଚଳର ୧୫ ଚିହ୍ନଟ

ଭୁବନେଶ୍ୱର,୫।୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ରବିବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ଜଣେ ଚିହ୍ନଟ ହୋଇଥିବା ବେଳେ ରାତିରେ ଆଉ ୧୫ଜଣଙ୍କ ରିପୋର୍ଟ ପଜିଟିଭ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରିଛି। ରାତିରେ ୧୬ଜଣଙ୍କ…

ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ ପର୍ଯ୍ୟନ୍ତ…

ନିଆରା କରୋନା ସଚେତନତା ବାର୍ତ୍ତା : ଘର ଆଗରେ ‘ଅତିଥିଙ୍କୁ ମନା’ ପୋଷ୍ଟର ଲଗାଇଲେ ମହିଳା

କଟକ ଅଫିସ, ୫।୪: କରୋନା ସହ ଲଢିବାକୁ ହେଲେ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ। ଏହାକୁ ନେଇ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି । ଏପରିସ୍ଥଳେ କଟକର କିଛି ମହିଳା କରୋନାକୁ ନେଇ ସଚେତନ କରିବାକୁ ଭିନ୍ନ ପ୍ରୟାସ…

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର କପିଳ ପ୍ରସାଦ ହାଉସିଂ ବୋର୍ଡ଼ କଲୋନୀ ଫେଜ-୨ର ୭୦ ବର୍ଷୀୟ ବୃଦ୍ଧ ଅଟନ୍ତି। ସେ ଗତ ୨୨ରେ ଅଷ୍ଟ୍ରେଲିଆରୁ ଫେରିଥିଲେ। ସେଠାରୁ ଫେରିବା…

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ପରିଚାଳିତ ସ୍ୱତନ୍ତ୍ର ଦଳ ରବିବାର ମଧ୍ୟାହ୍ନରେ ବିଭିନ୍ନ ସ୍ଥାନରେ ରନ୍ଧ୍ୟା ଖାଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?