ମେଟ୍ରୋ

ଦିଲ୍ଲୀ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆସନ୍ତା ୨୦୨୦ ଜନରାଜ୍ୟ ଦିବସରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ପରେଡ୍‌ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ଲାଗି ଯୋଗ୍ୟ ବିବେଚିତ ହୋଇଛି। ପ୍ରତି ବର୍ଷ କେନ୍ଦ୍ର ପ୍ରତିରକ୍ଷା ବିଭାଗ ପକ୍ଷରୁ ସମସ୍ତ ରାଜ୍ୟକୁ ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ...

୧୨ ଡିଗ୍ରୀ ଉପରେ ସବୁ ସହର: ପୁଣି ବଢ଼ିପାରେ ଶୀତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଚଳିତ ବର୍ଷ ଉତ୍ତର ଦିଗରୁ ଥଣ୍ଡା ବାୟୁ ପ୍ରବାହ ଆରମ୍ଭ ହୋଇ ନାହିଁ। ଗତ ସପ୍ତାହରେ ୫/୬ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳକୁ ଖସିଥିଲେ ମଧ୍ୟ ମଙ୍ଗଳବାର ରାଜ୍ୟର ସମସ୍ତ ସହରାଞ୍ଚଳରେ ସର୍ବନିମ୍ନ ତାପମାତ୍ରା...

ଓ୍ବାନ ନେଶନ, ଓ୍ବାନ ରାଶନ:ବଦଳିବ ରାଶନ କାର୍ଡ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):କେବଳ ରାଜ୍ୟ ନୁହେଁ, ଦେଶର ଯେ କୌଣସି ସ୍ଥାନରୁ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ(ଏନ୍‌ଏଫ୍‌ଏସ୍‌ଏ)ରେ ସାମିଲ ହୋଇଥିବା ହିତାଧିକାରୀମାନେ ସେମାନଙ୍କର ରାଶନ ନେଇପାରିବେ। ସମଗ୍ର ଦେଶ ପାଇଁ ଗୋଟିଏ ପ୍ରକାର ରାଶନକାର୍ଡ ପ୍ରଚଳନ ହେବ। ସେଥିରେ ରାଜ୍ୟ ସରକାରଙ୍କର କୌଣସି...

୨୭ରେ ହେବ ଯୁକ୍ତ୨ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଆସନ୍ତା ୨୭ ତାରିଖରେ ଯୁକ୍ତ୨ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନଠାରେ ବିଭାଗ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ...

ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଜାମିନ ହାଇକୋର୍ଟରେ ଖାରଜ

କଟକ ଅଫିସ,୨୫ା୧୨- ଗତ ସାଧାରଣ ନିର୍ବାଚନରେ ଆସ୍କା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଭଗବାନ ସାହୁଙ୍କ ଜାମିନ ଆବେଦନ ହାଇକୋର୍ଟରେ ଖାରଜ ହୋଇଛି। ହତ୍ୟାକାଣ୍ଡ ସମ୍ପର୍କିତ ପ୍ରାଥମିକ ପ୍ରମାଣ ଅଭିଯୁକ୍ତଙ୍କ ବିରୋଧରେ...

ଖଣ୍ଡଗିରି ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣା: ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ ନେଇ ସୂଚନା ଦେଲେ କମିଶନର

ଭୁବନେଶ୍ୱର,୨୪।୧୨: ଖଣ୍ଡଗିରି ଥାନା ଅଧୀନ ବାହାଦଲପୁର ଅନିଲ ଜେନା ହତ୍ୟା ଘଟଣାରେ କମିଶନରେଟ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ହତ୍ୟାକାଣ୍ଡର ଦୁଇ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଭରତ ସାହୁ ଓରଫ ବାପି ଓ ଦୁର୍ଗା ପ୍ରସାଦ ସାହୁ ଓରଫ...

୨୬ରେ ସୂର୍ଯ୍ୟୋପରାଗ: ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ସୂର୍ଯ୍ୟୋପରାଗ ଯୋଗୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସୂଚନାଯୋଗ୍ୟ, ୨୬ତାରିଖ ସକାଳେ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ।...

ବଡ଼ଦିନ ପାଇଁ ସଜେଇ ହେଲାଣି ଚର୍ଚ୍ଚ: କ୍ରିସ୍‌ମାସ୍‌ କ୍ୟାରୋଲରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ସରିଲାଣି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉ ଗୋଟିଏ ଦିନ ବାକି ଥିବାବେଳେ ରଙ୍ଗିନ ଆଲୋକମାଳାରେ ଝଲସିଲାଣି ସହର। ଚର୍ଚ୍ଚଗୁଡ଼ିକରେ ଉତ୍ସବର ପରିବେଶ ସାଙ୍ଗକୁ ଆରମ୍ଭ ହୋଇଗଲାଣି ସାଜସଜ୍ଜା ଓ କ୍ରିସ୍‌ମାସ୍‌-ଟ୍ରୀ ପ୍ରସ୍ତୁତି କାମ। ଏପଟେ ରାଜଧାନୀରେ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିବସକୁ...

ଶ୍ରୀମନ୍ଦିରରେ ଏଏସ୍‌ଆଇ ଡିଜି: ମରାମତି କାର୍ଯ୍ୟର ତଦାରଖ କଲେ

ପୁରୀ ଅଫିସ, ୨୪ା୧୨: ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି) ଉଷା ଶର୍ମା ସୋମବାର ଶ୍ରୀମନ୍ଦିର ପରିଦର୍ଶନ କରିଛନ୍ତି। ଅପରାହ୍ନରେ ଶର୍ମା ସିଂହଦ୍ୱାରରେ ପହଞ୍ଚତ୍ବା ପରେ ତାଙ୍କୁ ଏଏସ୍‌ଆଇ ଅଧିକାରୀ ସ୍ବାଗତ କରିଥିଲେ। ପରେ ଶର୍ମା ମନ୍ଦିରକୁ...

ଘରୋଇ ସଂସ୍ଥା ହାତକୁ ଗଲା ସେସୁ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିିକ ସପ୍ଲାଏ ୟୁଟିଲିଟି ଅଫ ଓଡ଼ିଶା (ସେସୁ)ର ପରିଚାଳନା ଦାୟିତ୍ୱ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ ହାତରେ ନ୍ୟସ୍ତ କରାଯାଇଛି। ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆରସି) ଟାଟାକୁ ଲେଟର ଅଫ ଇଣ୍ଟଣ୍ଟେ(ଏଓଆଇ) ପ୍ରଦାନ କରିଛନ୍ତି।...

ଶ୍ରମିକଙ୍କ ପାଇଁ ସ୍ବତନ୍ତ୍ର ଆକ୍ସନ ପ୍ଲାନ୍‌

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): କାର୍ଯ୍ୟ ଅନ୍ବେଷଣରେ ରାଜ୍ୟ ବାହାରକୁ ଓ ବିଦେଶକୁ ଯାଉଥିବା ଶ୍ରମିକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ପ୍ରସ୍ତୁତ ହେବ ଆକ୍ସନ ପ୍ଲାନ। ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିବେ। ସୋମବାର ଭୁବନେଶ୍ୱର ପାନ୍ଥନିବାସର କଳିଙ୍ଗ ସମ୍ମିଳନୀ...

ମାଟି ଅତଡ଼ା ଧସି ଶ୍ରମିକଙ୍କ ମୃତ୍ୟୁ

ପୁରୁଣା ଭୁବନେଶ୍ୱର,୨୪ା୧୨(ଡି.ଏନ୍‌.ଏ.): ଧଉଳି ଥାନା ଅନ୍ତର୍ଗତ ଲିଙ୍ଗିପୁର ଜେମାଦେଇପୁର ସ୍କୁଲ ନିକଟରେ ଖୋଳାଯାଇଥିବା ଗାତରେ ମାଟି ଅତଡ଼ା ଧସି ସୋମବାର ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଞ୍ଜନଗର ଜଗନ୍ନାଥ ପ୍ରସାଦ ଅଞ୍ଚଳର ନରହରି ପଲେଇ। ନରହରି ଏଠାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri