ମେଟ୍ରୋ

ଖୁବ୍‌ଶୀଘ୍ର ଭୁବନେଶ୍ୱରରୁ ଦୁବାଇ, ବ୍ୟାଙ୍କକ୍‌କୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ବିଦେଶକୁ ଉଡ଼ିବ ଅଧିକ ବିମାନ। କିଛି ଆନ୍ତର୍ଜାତିକ ବିମାନ ଚଳାଚଳ ସଂସ୍ଥା ଏଥିପାଇଁ ଆଗ୍ରହ ପ୍ରକାଶ କରିଛନ୍ତି। ତେବେ ଖୁବ୍‌ଶୀଘ୍ର ଦୁବାଇ ଓ ବ୍ୟାଙ୍କକ୍‌କୁ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ମିଳିଛି। ଗତ ୧୭...

ବାରବାଟୀ ଟିକେଟ ଜାଲିଆତି ଘଟଣାର ତଦନ୍ତ ହେବ, ଦର୍ଶକ ଭଲ ଅନୁଭୂତି ନେଇ ଫେରିଛନ୍ତି: ପୋଲିସ କମିଶନର

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): କଟକ ବାରବାଟୀରେ ରବିବାର ଅନୁଷ୍ଠିତ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ ଟିକେଟ ଜାଲିଆତି ଘଟଣାର ତଦନ୍ତ କରିବେ କଟକ ଡିସିପି ଅଖିଳେଶ୍ୱର ସିଂ। ଏଥିରେ ଯେଉଁମାନେ ସମ୍ପୃକ୍ତ ଥିବେ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି...

ଖେଳ ପିଲାଙ୍କୁ ବିକଶିତ କରିଥାଏ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ସାଇ ଇଣ୍ଟରନ୍ୟାଶନାଲ୍‌ ସ୍କୁଲର ୭ମ ବାର୍ଷିକ କ୍ରୀଡ଼ା ଉତ୍ସବ ‘ସାଇ ଅଲିମ୍ପିକ୍ସ’ ସୋମବାର ସ୍କୁଲ ପରିସରରେ ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ଅଲିମ୍ପିଆନ୍‌ ଆଥଲେଟ୍‌ ଦୂତୀ ଚାନ୍ଦ ମୁଖ୍ୟଅତିଥି ଭାବେ ଯୋଗଦେଇ କ୍ରୀଡ଼ାକୁ ପେସା ଭାବେ ଗ୍ରହଣ...

୨୫ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଆସନ୍ତା ୨୫ ତାରିଖରୁ ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ୨୫ ତାରିଖ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ସ୍ବଳ୍ପ ପରିମାଣର ବର୍ଷା ହେବ ଏବଂ ରାଜ୍ୟର ଅନ୍ୟ ସ୍ଥାନରେ ପାଗ...

ରାଜ୍ୟରେ ବ୍ୟାପକ ହେବ ପାଠାଗାର ଆନ୍ଦୋଳନ ଖୁବ୍‌ଶୀଘ୍ର ଓଡ଼ିଶା ସର୍ବସାଧାରଣ ପାଠାଗାର ପାଣ୍ଠି

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ରାଜ୍ୟରେ ପାଠାଗାର ଆନ୍ଦୋଳନକୁ ବ୍ୟାପକ କରିବା ଲାଗି ଖୁବ୍‌ଶୀଘ୍ର ଓଡ଼ିଶା ସାର୍ବଜନୀନ ପାଠାଗାର ପରିଷଦ ଗଠନ କରାଯିବ। ବିଭିନ୍ନ ବର୍ଗରେ ପ୍ରତିନିଧିତ୍ୱ କରିବା ଭଳି ସଦସ୍ୟମାନଙ୍କୁ ଏଥିରେ ରଖାଯିବ ଏବଂ ସେମାନଙ୍କ ନେତୃତ୍ୱ ନେବାକୁ ଜଣେ ଅଧ୍ୟକ୍ଷ ରହିବେ।...

୨୬ରେ ସୂର୍ଯ୍ୟୋପରାଗ ଖାଲିଆଖିରେ ନ ଦେଖିବାକୁ ପରାମର୍ଶ:ପଠାଣି ସାମନ୍ତ ପ୍ଲାନେଟାରିୟମରେ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଆସନ୍ତା ୨୬ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟ୍‌ରୁ ଆରମ୍ଭ ହୋଇ...

ଥୋରାସିସ୍‌ ଏନ୍ୟୁରିଜମ୍‌ର ବିରଳ ଅସ୍ତ୍ରୋପଚାର ଅତ୍ୟଧିକ ଧୂମ୍ରପାନ, ଉଚ୍ଚ ରକ୍ତଚାପ ରୋଗର କାରଣ: ବିଶେଷଜ୍ଞ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବିରଳ ଅସ୍ତ୍ରୋପଚାର ମାଧ୍ୟମରେ ଥୋରାସିସ୍‌ ଆଓର୍ଟା ଏନ୍ୟୁରିଜମ୍‌ ଓ କୋରୋନାରୀ ବ୍ଲକ୍‌ ସମସ୍ୟାର ଚିକିତ୍ସା କରାଯାଇଛି। ବିରଳ ଅସ୍ତ୍ରୋପଚାର କରାଯାଇ ଥୋରାସିସ୍‌ ଏନ୍ୟୁରିଜମ୍‌କୁ ବାହାର କରାଯାଇଥିବାବେଳେ ଉକ୍ତ ସ୍ଥାନରେ ସିନ୍ଥେଟିକ୍‌ ଗ୍ରାଫ୍ଟର ପ୍ରତିରୋପଣ କରାଯାଇଛି। ପିଠି ଯନ୍ତ୍ରଣାରେ ପୀଡ଼ିତ...

କାଜୁବାଦାମ ଉତ୍ପାଦନରେ ତୃତୀୟ ସ୍ଥାନରେ ଓଡ଼ିଶା

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ କେନ୍ଦ୍ର କାଜୁ ଓ କୋକା ନିର୍ଦ୍ଦେଶାଳୟର ମିଳିତ ଆନୁକୂଲ୍ୟରେ ଜାତୀୟ ସ୍ତରୀୟ ପ୍ରଶିକ୍ଷଣ ଶିବିର ସୋମବାର ଇମେଜ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ଏହି କର୍ମଶାଳାକୁ କୃଷି ଓ କୃଷକ...

ଶିକ୍ଷକମାନେ ସାଧନା କରନ୍ତୁ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୪ା୧୨(ବ୍ୟୁରୋ): ବକ୍ସି ଜଗବନ୍ଧୁ ଇଂଲିଶ୍‌ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ଡ୍ରିମ୍‌ସ୍କେପ୍‌-୨୦୧୯ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରି କହିଥିଲେ, ମଣିଷର ମୂଲ୍ୟ ବଢ଼ି ବଢ଼ି...

୩୫ ଦିନ ମଧ୍ୟରେ ଦାବି ପୂରଣ ନ ହେଲେ ଆତ୍ମାହୁତି: ସୁର ରାଉତରାୟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ଜଟଣୀ ନିର୍ବାଚନମଣ୍ଡଳୀ ଅଧୀନରେ ଥିବା ୨୭ଟି ଗାଁର ସ୍ଥିତିବାନ ସମ୍ପତ୍ତିକୁ ପୂର୍ବ ସ୍ଥିତିକୁ ଫେରାଇବା ସହ ଦାରେୁଠଙ୍ଗ ଡମ୍ପିଂୟାର୍ଡକୁ ସ୍ଥାନାନ୍ତର କରିବା ଦାବି ଜୋର ଧରିଛି। ଆସନ୍ତା ୩୫ ଦିନ ମଧ୍ୟରେ ଏହି ଦାବି ପୂରଣ...

ଶ୍ରୀମନ୍ଦିର ଫଟୋ ଭାଇରାଲ ଘଟଣା: ପୋଲିସର ତତ୍ପରତା

ପୁରୀ ଅଫିସ୍‌, ୨୩।୧୨: ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିର ଫଟୋ ଭାଇରାଲ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଫଟୋ ଭାଇରଲ ହୋଇଥିବା ଫେସବୁକ ଆକାଉଣ୍ଟଧାରୀଙ୍କୁ ତଦନ୍ତ ପାଇଁ ଡକାଯାଇଛି। କେଉଁ ପରିସ୍ଥିତିରେ...

କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ ଭୁବନେଶ୍ୱର ବିମାନବନ୍ଦରକୁ ନିଆଯାଇଥିଲା। ନିଜ ପ୍ରିୟ ଖେଳାଳିଙ୍କ ଝଲକ ଟିକେ ପାଇବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri