ମେଟ୍ରୋ

ସାନିଟାଇଜ୍‌ ହେଲା ବମିଖାଲ ଅଞ୍ଚଳ

କଟକ ରୋଡ,୪।୪(ଡି.ଏନ୍‌.ଏ): ରାଜଧାନୀର ବମିଖାଲ ଅଞ୍ଚଳରୁ ଶକୁବ୍ରାର ୩ଟି କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସେଠାରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ୩୧ ଓ ୩୩ ନମ୍ବର ଓ୍ବାର୍ଡରେ ସାନିଟାଇଜ୍‌ ଆରମ୍ଭ କରାଯାଇଛି। ପୂର୍ବାହ୍ନରେ ସକାଳ ୯ଟାରେ ଅଗ୍ନିଶମ ବିଭାଗ…

ପୁରୀ ଜିଲାରେ ପ୍ରଥମ କରୋନା ଚିହ୍ନଟ ନିଜାମୁଦ୍ଦିନରୁ ଫେରିଥିଲେ

ପୁରୀ ଅଫିସ, ୪।୪: ପୁରୀ ଜିଲାରେ ଶୁକ୍ରବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି. ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିବା ପରେ ଜିଲାବାସୀ ଭୟଭୀତ ହୋଇପଡିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମ ସଭାରେ ଯୋଗଦେଇ ଫେରିଥିଲେ।…

ଭୁବନେଶ୍ବର, କଟକ ସମେତ ଭଦ୍ରକରେ ସଟ୍ ଡାଉନ କଡାକଡି, ରାସ୍ତାଘାଟ ଜନଶୂନ୍ୟ

ଭୁବନେଶ୍ବର, ୪।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ସରକାରଙ୍କ ପକ୍ଷରୁ ୩ ସହରକୁ ୪୮ ଘଣ୍ଟିଆ ସଟ୍ ଡାଉନ ଘୋଷଣା କରାଯାଇଛି । ଏହି କ୍ରମରେ ରାଜଧାନୀ ଭୁବନେଶ୍ଵର, କଟକ ଏବଂ ଭଦ୍ରକ ସହରରେ ଏହାର ପ୍ରଭାବ…

ସଚେତନତା ରୋକିପାରିବ କରୋନା ସଂକ୍ରମଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୪(ବ୍ୟୁରୋ): କରୋନା ସଂକ୍ରମଣକୁ କେବଳ ସଚେତନତା ଦ୍ୱାରା ରୋକାଯାଇପାରିବା। କରୋନାକୁ ଡରିବାର ନାହିଁ। ଏଥିପ୍ରତି ଆମକୁ ସାବଧାନ ହେବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ କହିଛନ୍ତି। ଶନିବାର ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ନୂଆଦିଲ୍ଲୀ…

ନିଜାମୁଦ୍ଦିନ ଫେରନ୍ତା: ୨୮ ରୁ ୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୪।୪ (ବ୍ୟୁରୋ): ନୂଆଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା ୨୮ଜଣଙ୍କ ମଧ୍ୟରୁ ୩ଜଣଙ୍କର କରୋନା ପଜିଟିଭ ବାହାରିଛି। ଏହି ୩ ଆକ୍ରାନ୍ତ ହେଉଛନ୍ତି କଟକ, ପୁରୀ ଓ ଯାଜପୁରର ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର ବମିଖାଲରେ ୩ ଜଣ କରୋନା ସଂକ୍ରମିତ ଜଣାପଡିଥିଲା। ଏହାକୁ ନେଇ ଏକ ଭୟର ବାତାବରଣ…

ପିପିଇ ଖରିଦକୁ ମନ୍ତ୍ରିସ୍ତରୀୟ ମଞ୍ଜୁରୀ

ଭୁବନେଶ୍ୱର, ୩।୪(ବ୍ୟୁରୋ): କରୋନା ମୁକାବିଲାରେ ନିୟୋଜିତ ସ୍ୱାସ୍ଥ୍ୟକର୍ମୀଙ୍କ ଲାଗି ତୁରନ୍ତ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) ଖରିଦ ପ୍ରସ୍ତାବକୁ ରାଜ୍ୟ ମନ୍ତ୍ରିସ୍ତରୀୟ କମିଟି ମଞ୍ଜୁରୀ ଦେଇଛି। ଭିଡ଼ିଓକନଫରେନ୍ସିଙ୍ଗ ଦ୍ୱାରା ଅନୁଷ୍ଠିତ ଏହି ବୈଠକରେ ନିଷ୍ପତ୍ତି ସଂକ୍ରାନ୍ତରେ ସୂଚନା ଦେଇଛନ୍ତି ରାଜ୍ୟ ପଞ୍ଚାୟତିରାଜ…

ଭୁବନେଶ୍ୱରର ବମିଖାଲ ଅଞ୍ଚଳ ସିଲ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱରର ବମିଖାଲରୁ ଶୁକ୍ରବାର ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାପରେ ବମିଖାଲ ଅଞ୍ଚଳକୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ ସିଲ କରି ଦିଆଯାଇଛି। ଏକାମ୍ର ସିନେମା ହଲ ଛକ ଠାରୁ ଝାରପଡା କେନାଲ ରୋଡ଼, ଝାରପଡ଼ା କେନାଲରୁ…

ଭୁବନେଶ୍ୱରର ପୁଣି ୩ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୩।୪(ବ୍ୟୁରୋ)- ଶୁକ୍ରବାର ଭୁବନେଶ୍ୱରର ୩ଜଣ କରୋନା ଭାଇରସ୍‌ ସଂକ୍ରମିତ। ଏହାକୁ ମିଶାଇ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଞ୍ଚତ୍ଛି। ଶୁକ୍ରବାର ମଧ୍ୟାହ୍ନରେ କଟକର ଜଣେ ବ୍ୟକ୍ତିଙ୍କ ନମୁନାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱର ବମିଖାଲ ଅଞ୍ଚଳର…

ଘନେଇଲା ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର,୩।୪(ବ୍ୟୁରୋ)-ଭୁବନେଶ୍ୱର, ଭଦ୍ରକ ସହର ଏବଂ କଟକ ମହାନଗର ନିଗମ ୪୮ ଘଣ୍ଟା ସମ୍ପୂର୍ଣ୍ଣ ସଟ୍‌ଡାଉନ ରହିବ। ଶୁକ୍ରବାର ରାତି ୮ଟାରୁ ରବିବାର ରାତି ୮ଟା ଯାଏ ଏହି ସଟଡାଉନ ବଳବତ୍ତର ରହିବ। ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏ ନେଇ…

ନିଜାମୁଦ୍ଦିନରୁ ଫେରିଛନ୍ତି ଷଷ୍ଠ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୪(ବ୍ୟୁରୋ):ରାଜ୍ୟରେ ଶୁକ୍ରବାର ଷଷ୍ଠ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଆକ୍ରାନ୍ତଙ୍କ ଘର କଟକ ବୋଲି ଜଣାପଡିଛି। ସେ ଦିଲ୍ଲୀ ନିଜାମୁଦ୍ଦିନରୁ ଫେରିଥିବା କୋଭିଡ୍‌-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚି ସୂଚନା ଦେଇଛନ୍ତି।

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ ସହର ସଟ୍‌ ଡାଉନ୍‌ ରହିବ। ପୂର୍ବରୁ ଲକ୍‌ଡାଉନ୍‌ ପାଇଁ ଜାରି ହୋଇଥିବା ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?