ମେଟ୍ରୋ

୨୧୬ ଦିନରେ ୩ଶହ ଲୋକୋମୋଟିଭ ଇଞ୍ଜିନ ନିର୍ମାଣ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ) : ଟ୍ରେନ୍‌ ଇଞ୍ଜିନ ତିଆରି କରୁଥିବା ଚିତ୍ତରଞ୍ଜନ ଲୋକୋମୋଟିଭ ଓ୍ବାର୍କସ (ସିଏଲ୍‌ଡବ୍ଲ୍ୟୁ) ଶନିବାର ଆଉଏକ ନୂଆ ରେକର୍ଡ଼ ସ୍ଥାପନ କରିଛି। ଚଳିତ ଆର୍ଥିକ ବର୍ଷରେ ସିଏଲ୍‌ଡବ୍ଲ୍ୟୁ ୨୧୬ ଦିନରେ ୩ଶହ ଲୋକୋମୋଟିଭ ଇଞ୍ଜିନ ତିଆରି କରିପାରିଛି। ଶେଷ ୧୦୦ଟି...

ବିଶ୍ୱଦରବାରରେ ପରିଚିତ ହେବ ଓଡ଼ିଶା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ପୁଞ୍ଜିନିବେଶ, ପର୍ଯ୍ୟଟନର ପ୍ରଚାର ଇତ୍ୟାଦି କାର୍ଯ୍ୟକୁ ଅଧିକ ସୁସଙ୍ଗଠିତ ଢଙ୍ଗରେ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ପଦକ୍ଷେପ ନିଆଯାଇଛି। ସେହିକ୍ରମରେ ଓଡ଼ିଶା ପାଇଁ ୧୧ ଜଣ ଭାରତୀୟ ବୈଦେଶିକ ସେବା(ଆଇଏଫ୍‌ଏସ୍‌) ଅଧିକାରୀଙ୍କୁ...

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତୀୟ କ୍ରିକେଟ୍‌ ଦଳ କଟକସ୍ଥିତ ବାରବାଟୀରେ ହେଉଥିବା ଦିନିକିଆରେ ବିଜୟୀ ହୋଇଛି। ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚମତ୍କାର ବିଜୟ...

ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ମାଷ୍ଟରକ୍ୟାଣ୍ଟିନରୁ ଷ୍ଟାଡିୟମ ପର୍ଯ୍ୟନ୍ତ ଚାଲୁଛି ସ୍ବତନ୍ତ୍ର ବସ୍‌

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): କଟକ ବାରବାଟୀରେ ରବିବାର ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ। ଏହାକୁ ନେଇ ‘ମୋ ବସ୍‌’ପକ୍ଷରୁ ସ୍ବତନ୍ତ୍ର ବସ୍‌ ଚଳାଚଳ ହେଉଛି। ଭୁବନେଶ୍ୱର ରେଳଷ୍ଟେଶନଠାରୁ ବାରବାଟୀ ଷ୍ଟାଡିୟମ ପର୍ଯ୍ୟନ୍ତ ୨୦ଟି ବସ୍‌ ଚାଲୁଥିବା ସୂଚନା ମିଳିଛି। ଚଳିତ ସିରିଜ...

ସ୍କୁଲ ଖେଳପଡ଼ିଆ ନବୀକରଣ କଲା ବିଏମ୍‌ସି, ବିଡିଏ: ୫ ସରକାରୀ ସ୍କୁଲରୁ ହେଲା ଆରମ୍ଭ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ସରକାରୀ ସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଶାରୀରିକ ତଥା ମାନସିକ ବିକାଶ କଥା ଚିନ୍ତା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଭୁବନେଶ୍ୱର ଉନ୍ନୟକ କର୍ତ୍ତପକ୍ଷ (ବିଡିଏ)।  ସ୍କୁଲ୍‌ଗୁଡ଼ିକରେ ରହିଥିବା ଖେଳପଡ଼ିଆର ନବୀକରଣ ପାଇଁ ଏହି ଦୁଇ କର୍ତ୍ତପକ୍ଷ...

ବଡ଼ଦିନ, ନୂଆବର୍ଷ ପାଇଁ ପ୍ଲାନେଟାରିୟମରେ ସ୍ବତନ୍ତ୍ର ଶୋ’

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଆସନ୍ତା ବଡ଼ଦିନ ଓ ନୂଆବର୍ଷର ଭିଡ଼କୁ ଲକ୍ଷ୍ୟ ରଖି ଡିସେମ୍ବର ୨୧ରୁ ଜାନୁୟାରୀ ୧ ଯାଏ ପଠାଣି ସାମନ୍ତ ପ୍ଲାନେଟାରିୟମ୍‌ରେ ସ୍ବତନ୍ତ୍ର ଶୋ’ର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଦିନ ପୂର୍ବାହ୍ନ ୧୦ରୁ ରାତି ୭ଟା ଯାଏ ପ୍ରତି ଅଧ...

ଓୟୁଏଟି ସମାବର୍ତ୍ତନ ଉତ୍ସବ: ୧୧୪ଜଣଙ୍କୁ ସ୍ବର୍ଣ୍ଣ, ଅଂଶୁମାନ୍‌ଙ୍କୁ ଡିଏସ୍‌ସି ଉପାଧି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଉତ୍ପାଦନ ପରେ ଖାଦ୍ୟଶସ୍ୟ ନଷ୍ଟ ହେବା କୃଷି କ୍ଷେତ୍ରରେ ଏକ ପ୍ରମୁଖ ସମସ୍ୟା ରୂପେ ଉଭା ହୋଇଛି। ଭାରତର ବିଭିନ୍ନ କ୍ଷେତ୍ରରେ ପ୍ରାୟ ୮୨ କୋଟି ଟନ୍‌ ଖାଦ୍ୟ ଉତ୍ପାଦନ ହେଉଛି। ସେଥିମଧ୍ୟରୁ ପ୍ରାୟ ଏକ ତୃତୀୟାଂଶ ନଷ୍ଟ...

ଗୁଣୁପୁର-ରାଉରକେଲା ଏକ୍ସପ୍ରେସ୍‌ ଦୈନିକ ଚାଲିବ: ଗୁରୁବାରଠାରୁ ଓଡ଼ିଆରେ ରେଳ ଟିକଟ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ଆସନ୍ତା ଗୁରୁବାରଠାରୁ ଗୁଣୁପୁର-ରାଉରକେଲା(୧୮୧୧୭-୧୮୧୧୮) ଏକ୍ସପ୍ରେସ ଏବେ ଦୈନିକ ଚଳାଚଳ କରିବ। ଏହା ପୂର୍ବରୁ ସପ୍ତାହକୁ ୬ ଦିନ ଚାଲୁଥିଲା। ସେହିପରି ଏହିଦିନ ଓଡ଼ିଆରେ ଅଣସଂରକ୍ଷିତ ଟିକଟ ଶୁଭାରମ୍ଭ ହେବ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୪ରୁ ଓଡ଼ିଆରେ ଟିକେଟ...

ଓଡିଏମ୍‌ରେ ‘ଜେଜେମା-ଜେଜେବାପା’ ଦିବସ: ଶିଶୁର ବ୍ୟକ୍ତିତ୍ୱ ବିକାଶ ପରିବାରରୁ ଆରମ୍ଭ ହୁଏ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଜୀବନ ହିଁ ପ୍ରକୃଷ୍ଟ ସାଧନାର ସମୟ। ଗୁଣାତ୍ମକ ଶିକ୍ଷା ସହିତ ନୈତିକ ମୂଲ୍ୟବୋଧ ହିଁ ବିଦ୍ୟାର୍ଥୀ ଜୀବନ ଠିକ୍‌ ମାର୍ଗ ଦର୍ଶନ କରିଥାଏ। ଏ କ୍ଷେତ୍ରରେ ମାତାପିତା, ଶିକ୍ଷକ ଏବଂ ଶିକ୍ଷାନୁଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଶିଶୁର...

ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଭାଗୀୟ ଅଧିକାରୀଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ମଦମୃତ୍ୟୁ ରୋକିବା...

ରାଜ୍ୟରେ ପୁଣି ଉପରମୁହାଁ ପାରଦ, ୨୩ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଗତ ତିନିଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ଶନିବାର ଠାରୁ ପାରଦ ପୁଣି ଉପରମୁହାଁ ହୋଇଛି। ସର୍ବ ନିମ୍ନ ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ବୃଦ୍ଧି ପାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା...

ଆଇଏଏସ୍‌ ଅଫିସର ସ୍ତରରେ ପଦୋନ୍ନତି: ୪ ଅଧିକାରୀଙ୍କୁ ପ୍ରମୁଖ ସଚିବ ପାହ୍ୟା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ସଂଖ୍ୟାଧିକ ଅଫିସରଙ୍କୁ ପଦୋନ୍ନତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନେ ୨୦୨୦ ଜାନୁୟାରୀ ପହିଲାରୁ ନୂତନ ହାରରେ ଦରମା ପାଇବେ। ଓଡ଼ିଶା ପ୍ରଶାସନରେ କାର୍ଯ୍ୟରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri