ମେଟ୍ରୋ

ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ

ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍‌ ମିଶା ପାଣିରେ ରାସ୍ତାଘାଟ ବଜାର, କଲୋନୀ ଆଦିକୁ ସାନିଟାଇଜ୍‌ କରାଯାଇଥିବାବେଳେ ଭୂତାଣୁନାଶକ ଧୂଆଁ…

ଅଟୋ, ଟ୍ରକ୍‌ ଚାଳକଙ୍କ ପରିବାରରେ ଭାଳେଣି

ଭୁବନେଶ୍ୱର,୨।୪ (ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ୨୧ ଦିନିଆ ଲକ୍‌ଡାଉନ୍‌ ବିଶେଷକରି ନିମ୍ନ ଓ ମଧ୍ୟବିତ୍ତଙ୍କ ପାଇଁ କାଳ ହୋଇଛି। ଗାଡିମୋଟର ଚଳାଚଳ ବନ୍ଦ ଯୋଗୁ ଅଟୋ ଚାଳକମାନେ ଘରେ ହାତବାନ୍ଧି ବସିଛନ୍ତି। ପ୍ରତିଦିନ ଅଟୋରୁ ହେଉଥିବା ରୋଜଗାରରେ…

ପୂର୍ବତନ ବରିଷ୍ଠ ପ୍ରଶାସକଙ୍କ ପରଲୋକ

ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତନ ବରିଷ୍ଠ ପ୍ରଶାସକ ବାଞ୍ଛାନିଧି ବିଶୋୟୀଙ୍କର ଝାରପଡାସ୍ଥିତ ବାସଭବନରେ ବୁଧବାର ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କ ବୟସ ୯୫ ବର୍ଷ ହୋଇଥିଲା। ଶେଷ ନିଶ୍ୱାସ ତ୍ୟାଗ ବେଳକୁ ତାଙ୍କ ନିକଟରେ ତାଙ୍କର ଚାରିପୁତ୍ର ସମଲାଇ ପ୍ରସାଦ, ସୁରେନ୍ଦ୍ର…

ମାଲ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨।୪(ବ୍ୟୁରୋ): ପୂର୍ବତଟ ରେଳପଥ ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦.୮୫ ମିଲିଅନ୍‌ ଟନ୍‌ ମାଲ୍‌ ପରିବହନ କରି ରେକର୍ଡ଼ କରିଛି। ପୂର୍ବ ଆର୍ଥିକବର୍ଷ ଅର୍ଥାତ୍‌ ୨୦୧୮-୧୯ରେ ପରିହବନ ହୋଇଥିବା ୧୯୧.୭୬ ମିଲିୟନ ଟନ୍‌ଠାରୁ ଏହା ୪.୭୩ ପ୍ରତିଶତ ଅଧିକ ରହିଛି। ସେହିଭଳି ୨୦୧୯-୨୦ବର୍ଷରେ…

ଓଡ଼ିଶା ଦିବସ: ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨।୪(ବ୍ୟୁରୋ): ଭାଷା ଭିତ୍ତିରେ ୧୯୩୬ ମସିହା ଏପ୍ରିଲ ପହିଲାରେ ସ୍ବତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଅତୀତର ଏହି ଗୌରବର ସ୍ମୃତି ଚାରଣ କରିବା ପାଇଁ ପ୍ରତିବର୍ଷ ଏପ୍ରିଲ ୧ରେ ଉତ୍କଳ ତଥା ଓଡ଼ିଶା ଦିବସ ପାଳନ ହୋଇ ଆସୁଛି। ହେଲେ ସାରା…

ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ୱର,୨।୪(ବ୍ୟୁରୋ): ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରୀ ଏବଂ ଅନ୍ୟାନ୍ୟ ସଂସ୍ଥା ମିଳିତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ୧୭ ଗୋଷ୍ଠୀ ବେତାର କେନ୍ଦ୍ର ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ହେଲେ ଭଦ୍ରକ ଜିଲା…

କରୋନା ପରୀକ୍ଷା ଲାଗି କିଟ୍‌ ଦିଅ

ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍‌-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଆବଶ୍ୟକ ପରାମର୍ଶ ଦେଉଛନ୍ତି…

୪୦ ଡିଗ୍ରୀ ଟପିଲା ୨ ସହର

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ିଛି। କରୋନା ମହାମାରୀ ପାଇଁ ସମଗ୍ର ଦେଶ ଲକ୍‌ଡାଉନ ଥିବାରୁ ଲୋକମାନେ ଏହି ଗରମରୁ ତ୍ରାହି ପାଇଯାଇଛନ୍ତି। ସକାଳ ୯ଟାରୁ ଅପରାହ୍ନ ୫ଟା ଯାଏ ପ୍ରଚଣ୍ଡ ଗ୍ରୀଷ୍ମ…

‘ଖାଉଟି ସାମଗ୍ରୀର ଅଭାବ ନାହିଁ’

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍‌ଡାଉନ ସତ୍ତ୍ୱେ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ମାତ୍ର ବଜାରରେ ଏବେଠାରୁ କଳାବଜାର…

ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦ ବର୍ଷ।…

ବାଳକାଟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖୋଲିଲା କରୋନା ସ୍ବାବ କେନ୍ଦ୍ର, ପ୍ରଥମ ଦିନରେ ୫ ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ

ବାଳକାଟୀ,୧ା୪(ଡି.ଏନ୍‌.ଏ)- ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ବାଳକାଟୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ସ୍ଥାନୀୟ ସରଦେଇପୁରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ କରୋନା ସନ୍ଦିଗ୍ଧଙ୍କ ସ୍ବାବ ସଂଗ୍ରହ ପାଇଁ ବୁଧବାର ଏକ ଲାବରେଟୋରି ଖୋଲାଯାଇଛି। ଖୋଲିବାର ପ୍ରଥମ ଦିନରେ ବ୍ଲକ ଅଞ୍ଚଳରେ ଥିବା ୫ଜଣ…

ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତି ହୋଇପାରନ୍ତି କରୋନା ସଂକ୍ରମିତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଏଭଳି ଏକ ରୋଗ ଯାହାକି ଧର୍ମ, ଜାତି, ଧନି, ଗରିବ,ବର୍ଣ୍ଣ ନିର୍ବିଶେଷରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହା ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତିଙ୍କୁ ସଂକ୍ରମିତ କରିପାରେ। କାନାଡ଼ାର ପ୍ରଧାନମନ୍ତ୍ରୀଙ୍କ ସ୍ତ୍ରୀଙ୍କଠାରୁ ଆରମ୍ଭ କରି ପ୍ରିନ୍ସ ଚାଲ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?