ମେଟ୍ରୋ

କରୋନା UPDATE: ବିଶ୍ୱରେ ୨୪ ଘଣ୍ଟାରେ ୪ହଜାରରୁ ଊର୍ଦ୍ଧ୍ୱ ମୃତ; ଭାରତରେ ୧୨୫୧ ସଂକ୍ରମିତ, ଓଡ଼ିଶାରେ ୪୭୩ ନମୂନାର ଆସିଛି ରିପୋର୍ଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର୧୯୯ ଦେଶ ଏବଂ ୨ ଜାହାଜରେ କରୋନା ସଂକ୍ରମଣ ହୋଇଥିବା ବେଳେ ମଙ୍ଗଳବାର ଏହା ୨୦୦ ଦେଶରେ ପହଞ୍ଚିଛି। ୭ଲକ୍ଷ ୨୪ ହଜାର ୭୫୯ଜଣ ସଂକ୍ରମିତ ଥିବା…

ଲକ୍‌ଡାଉନ୍‌ ନିୟମ କୋହଳ କରିବାର ସମୟ ଆସିନାହିଁ, ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଓଡ଼ିଶାରେ ୩ କରୋନା ପଜିଟିଭ ମାମଲା ରହିଛି। ହେଲେ ଏହି ୩-୩୦-୩୦୦-୩୦୦୦ ପର୍ଯ୍ୟନ୍ତ ଯିବା ବା ନଯିବା ଆପଣଙ୍କ ଏବଂ ମୋ’ ହାତରେ ରହିଛି। ଭାରତୀୟ ମହାନଗରୀ ଜନସଂଖ୍ୟାର ଘନତ୍ୱ ଯୁକ୍ତରାଷ୍ଟ୍ର ଆମେରିକାର ଯେକୌଣସି ସହର ଘନତ୍ୱଠାରୁ…

ସାନ ଦେଉଛନ୍ତି ଶୃଙ୍ଖଳାର ନିଦର୍ଶନ, ବଡ଼ ଭାଙ୍ଗୁଛନ୍ତି ନିୟମ: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭାରତରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ଶହ ଟପିଥିବା ବେଳେ ଓଡ଼ିଶାରେ ଏହି ସଂଖ୍ୟା ୩ରେ ରହିଛି। ଏହାପଛରେ ଥିବା କାରଣଟି ହେଲା ଓଡ଼ିଶାର ଜନସାଧାରଣଙ୍କ ସଚେତନତା ଏବଂ ସହଯୋଗ। ଦୀର୍ଘ ୧୫ ଦିନ ଧରି ଲୋକମାନେ ସୁଖ ଓ…

୨ ଦିନରେ ୩ ହଜାର ହିତାଧିକାରୀଙ୍କୁ ମିଳିଲା ୪ ମାସର ଭତ୍ତା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ଏଡ଼ାଇବା ପାଇଁ ସରକାର ଲକଡାଉନ ଘୋଷଣା କରିଛନ୍ତି। ଏଥିଯୋଗୁ ସବୁ ବନ୍ଦ ହେବା ଯୋଗୁ ଲୋକେ ଖାଦ୍ୟପେୟର ଅଭାବ ଦେଖାଯାଇଥିଲା। ଏଥିପ୍ରତି ରାଜ୍ୟ ସରକାର ଦୃଷ୍ଟି ଦେଇ ଗରିବଙ୍କୁ ୪ମାସର ଆଗୁଆ ଭତ୍ତ ଦେବା…

ପଶୁପକ୍ଷୀଙ୍କୁ ଖାଦ୍ୟ ଦେବ ବିଏମ୍‌ସି: ଖର୍ଚ୍ଚ ବାବଦକୁ ୩ ଲକ୍ଷ ୬୦ ହଜାର ଦେଲେ ସରକାର

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସାରା ଦେଶରେ ଲକ୍‌ ଡାଉନ୍‌ ଘୋଷଣା ଯୋଗୁ ବାହାରେ ବୁଲୁଥିବା ପଶୁପକ୍ଷୀମାନେ ଖାଇବାକୁ ପାଉନାହାନ୍ତିି। ସୋମବାର ରାଜ୍ୟ ସରକାର ସାରା ରାଜ୍ୟରେ ଥିବା ନିରାଶ୍ରୟ ପଶୁପକ୍ଷୀଙ୍କ ଖାଇବା ପାଇଁ ପ୍ୟାକେଜ୍‌ ଘୋଷଣା କରିବା ପରେ ଭୁବନେଶ୍ୱରରେ ବାହାରେ ବୁଲୁଥିବା ପଶୁପକ୍ଷୀଙ୍କୁ…

ପାସ୍‌ ଅପବ୍ୟବହାର କଲେ କରାଯିବ ସିଜ୍‌: ପୋଲିସ କମିଶନର

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ହସ୍ପିଟାଲ, ମିଡିଆ, ବ୍ୟାଙ୍କ କର୍ମଚାରୀଙ୍କୁ ଗାଡ଼ି ପାସ୍‌ ମିଳିଛି। ଘରୁ ଅଫିସ ଯିବା ପାଇଁ ଏହି ପାସ୍‌ ଇସ୍ୟୁ ହୋଇଛି। ମାତ୍ର କିଛି ବ୍ୟକ୍ତି ପାସ୍‌କୁ ଅପବ୍ୟବହାର କରି ବ୍ୟକ୍ତିଗତ କାମରେ ଲଗାଉଛନ୍ତି। ଏପରି ଅପବ୍ୟବହାର କଲେ ପାସ୍‌…

କୋଭିଡ-୧୯ ମାଡ଼: ପାଳନ ହେବନି ଉତ୍କଳ ଦିବସ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯)ର ସଂକ୍ରମଣକୁ ରୋକିବା ଲାଗି କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। କୌଣସି ସଭା ସମିତି, ସାମାଜିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର ତଥା ଏପ୍ରିଲ ୧ତାରିଖରେ ପାଳନ ହେଉଥିବା ଉତ୍କଳ…

ମାଲିକଙ୍କ ଏଟିଏମରୁ ଟଙ୍କା ଚୋରି: ୨ ଗିରଫ, ଲକ୍ଷେ ୬୪ହଜାର ଟଙ୍କା ଉଦ୍ଧାର

କଣ୍ଟାପଡ଼ା,୩୧ା୩(ଡି.ଏନ୍‌.ଏ)- ମାଲିକଙ୍କ ଏଟିଏମକୁ ବ୍ୟବହାର କରି ଲକ୍ଷାଧିକ ଟଙ୍କା ଚୋରି କରିବା ଅଭିଯୋଗରେ ଓଲଟପୁର ଥାନା ପୋଲିସ ୨ଜଣଙ୍କୁ ଗିରଫକରି ମଙ୍ଗଳବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କଣ୍ଟାପଡ଼ା ଗ୍ରାମର ଭଗବାନ ରାଉତରାୟ(୨୮) ଓ ଜିତେନ୍ଦ୍ର ବାରିକ(୨୦)। ପୋଲିସ ସେମାନଙ୍କଠାରୁ ୧,୬୪,୨୫୦ଟଙ୍କା…

ଏସ୍‌ସିବିରେ ହେବ କରୋନା ପରୀକ୍ଷା

କଟକ ଅଫିସ, ୩୧।୩: କଟକ ଏସ୍‌ସିବି ମେଡିକାଲରେ କରୋନା ଭୂତାଣୁ ପରୀକ୍ଷା କେନ୍ଦ୍ର ଖୋଲାଯିବ। ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁମତି ପ୍ରଦାନ କରିଥିବା ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଙ୍ଗଳବାର ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ବେସରକାରୀ…

ଲକ୍‌ଡାଉନ୍‌: ୩୦ ହଜାର ଲୋକଙ୍କ ଭରସା ଆହାର କେନ୍ଦ୍ର

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ବର୍ତ୍ତମାନ ଲକ୍‌ଡାଉନ ସମୟରେ ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସାହାରା ଆହାର କେନ୍ଦ୍ର। ରାଜ୍ୟରେ ୩୦ଟି ଜିଲାରେ ଡାକ୍ତରଖାନା ପରିସର ଓ ଏହାର ଆଖପାଖରେ ଥିବା ୬୭ଟି ଆହାର କେନ୍ଦ୍ର ମାଧ୍ୟମରେ ଦୈନିକ ପ୍ରାୟ ୩୦ ହଜାରରୁ ଅଧିକ ଲୋକଙ୍କୁ…

ରାଜ୍ୟ ବାହାରେ ରହିଛନ୍ତି ଦେଢ଼ ଲକ୍ଷ ଓଡ଼ିଆ: ଗୃହ ସଚିବ

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଓଡ଼ିଆ ଶ୍ରମିକଙ୍କ ସ୍ଥିତି ନେଇ ଲୋକସେବା ଭବନରେ ମଙ୍ଗଳବାର ଗୃହ ସଚିବ ସଞ୍ଜିବ ଚୋପ୍ରାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଗୃହ ସଚିବ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ଦେଢ଼…

ରାଜଧାନୀରେ ହ୍ୟାଣ୍ଡଓ୍ବାଶ୍‌ କାରଖାନା ଉପରେ ଚଢ଼ାଉ: ବିନା ଲାଇସେନ୍ସରେ ଚଳାଉଥିଲେ ବ୍ୟବସାୟ

କଟକରୋଡ଼, ୩୧।୩(ଡି.ଏନ୍‌.ଏ.): ଦେଶରେ କରୋନା (କୋଭିଡ-୧୯) ବ୍ୟାପିବାରେ ଲାଗିଥିବା ବେଳେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏଥିରୁ ରକ୍ଷା ପାଇବା ପାଇଁ ସାନିଟାଇଜର ଓ ହ୍ୟାଣ୍ଡଓ୍ବାଶ୍‌ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। ଏଭଳି ପରିପ୍ରେକ୍ଷୀରେ ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡ଼ା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?