ଅନ୍ଲାଇନ ପଞ୍ଜୀକରଣର ୪୮ ଘଣ୍ଟା ମଧ୍ୟରେ ବିଦ୍ୟୁତ୍ ସଂଯୋଗ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଶକ୍ତିମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ମଙ୍ଗଳବାର ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ଶକ୍ତି ବିଭାଗ ସମ୍ମିଳନୀ କକ୍ଷରେ ୫-ଟି ସମ୍ପର୍କିତ ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଦିବ୍ୟଶଙ୍କର କହିଥିଲେ ଯେ,ରାଜ୍ୟବାସୀ ଯେପରି ବିଦ୍ୟୁତ୍ ସେବା ପାଇବାରୁ ବଞ୍ଚିତ ହେବେ ନାହିଁ, ସେହି...
ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହେଲା ଭାଜପା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ବିଜେଡି ଓ ଭାଜପା ମଧ୍ୟ ଭିତିରି ବୁଝାମଣା ରହିଥିବା ନେଇ କଂଗ୍ରେସ ପକ୍ଷରୁ ବାରମ୍ବାର ଅଭିଯୋଗ କରାଯାଉଥିବାବେଳେ ଏକଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଖଣ୍ଡନ କରିଛନ୍ତି। କିନ୍ତୁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଭିତିରି କଥାର...
ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମ ପରିଚାଳନା ପରିଷଦ ମାମଲା:ହାଇକୋର୍ଟଙ୍କ ରେକର୍ଡପତ୍ର ତଲବ
କଟକ ଅଫିସ,୧୮।୧୨:ଓଡ଼ିଶା ସମବାୟ ଗୃହ ନିର୍ମାଣ ନିଗମର ପରିଚାଳନା ପରିଷଦକୁ ରଦ୍ଦ କରାଯିବା ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ରେଜିଷ୍ଟ୍ରାରଙ୍କ ପକ୍ଷରୁ ନିଗମର ପରିଷଦକୁ ଅସାମ୍ବିଧାନିକ ଭାବେ ରଦ୍ଦ କରାଯାଇଥିବା ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ଉକ୍ତ...
ସରକାରୀ କଲେଜ ଅଧ୍ୟାପକ ନିଯୁକ୍ତି:କୋହଳ ହେଲା ଆବେଦନ ବୟସ ସୀମା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ସରକାରୀ କଲେଜ ଅଧ୍ୟାପକ ପଦବୀ ପୂରଣ ପାଇଁ ବୟସସୀମା ବୃଦ୍ଧି କରାଯାଇଛି। ଏଣିକି ୩୩ ବର୍ଷ ପରିବର୍ତ୍ତେ ୪୮ ବର୍ଷ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାକିରି ପାଇଁ ଆବେଦନ କରିପାରିବେ। ୧୯୯୦ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଚୟନ ନିୟମ ଓ...
କୋଣାର୍କ ମରାମତି ମାମଲା: ଏଏସ୍ଆଇକୁ ହାଇକୋର୍ଟଙ୍କ ପ୍ରଶ୍ନ,୧ ବର୍ଷରେ ପାରିଲନି, ୭ ଦିନରେ କେମିତି କରିବ
କଟକ ଅଫିସ,୧୮।୧୨:୨୦୧୮ ଡିସେମ୍ବରରୁ ୨୦୧୯ ଡିସେମ୍ବର ହେଲା। ଇତିମଧ୍ୟରେ ୧ବର୍ଷ ବିତିବାକୁ ବସିଛି। କିନ୍ତୁ ମରାମତି ଆରମ୍ଭ ହୋଇପାରିଲାନି। ଏବେ ୭ଦିନରେ କିଭଳି ଟେଣ୍ଡର ଡାକି ସବୁ କାମ ଆରମ୍ଭ କରିବ ବୋଲି ପ୍ରତିଶ୍ରୁତି ଦେଉଛ। କୋଣାର୍କ ସୂର୍ଯ୍ୟମନ୍ଦିର ମରାମତି...
ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକ ସମ୍ମାନ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଓଡ଼ିଶା ପ୍ରତିଭା ପୂଜା ସଂସଦ ପକ୍ଷରୁ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କୁ ଶ୍ରେଷ୍ଠ ପ୍ରଶାସକଭାବେ ସମ୍ମାନିତ କରାଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦ୍ଦେର୍ଶକଙ୍କ କାର୍ଯ୍ୟାଳୟରେ...
ମେସର୍ସ ରିଲାଏନ୍ସକୁ ୨.୧୫ କୋଟି ଷ୍ଟାମ୍ପ ଡ୍ୟୁଟି ଛାଡ଼ିଲେ ସରକାର
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟ ସରକାର ମେସର୍ସ ରିଲାଏନ୍ସ (ଓଡିଶା ପଲି ଫାଇବର୍ସ ଲିମିଟେଡ) ଇଣ୍ଡଷ୍ଟ୍ରିଜ କମ୍ପାନୀକୁ ୨ କୋଟି ୧୫ ଲକ୍ଷ୬୪ ହଜାର ୬୪୮ ଟଙ୍କାର ଷ୍ଟାମ୍ପ ଡ୍ୟୁଟି ଛାଡ କରିଛନ୍ତି। ଶିଳ୍ପ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ମଙ୍ଗଳବାର ରାଜ୍ୟ...
ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ବିମାନଯୋଗେ ନୂଆଦିଲ୍ଲୀ ଗସ୍ତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ୫ ଦିନିଆ ବୋଲି ଜଣାପଡିଛି। ବୁଧବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ପହଞ୍ଚି ନିଜସ୍ବ ବାସଭବନକୁ ଯିବେ। ସେହିଦିନ ତାଙ୍କର କୌଣସି ସରକାରୀ କାର୍ଯ୍ୟକ୍ରମ ନାହିଁଁ ବୋଲି...
ଫେବୃୟାରୀ ୩ ରୁ ଆଇଏସ୍ସି ଦ୍ୱାଦଶ, ୨୭ରୁ ଆଇସିଏସ୍ଇ ଦଶମ ପରୀକ୍ଷା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ-୨୦୨୦ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଓ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଦଶମ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ...
ଫେବୃୟାରୀ ୧୫ରୁ ସିବିଏସ୍ଇ ଦଶମ, ଦ୍ୱାଦଶ ପରୀକ୍ଷା
ଭୁବନେଶ୍ୱର, ୧୮।୧୨(ବ୍ୟୁରୋ):କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ୨୦୨୦ ଫେବୃୟାରୀ ୧୫ରୁ ଉଭୟ ଦଶମ ଓ ଦ୍ୱାଦଶ...
ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ଫେବୃୟାରୀ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷା ହେବ। ତେବେ ପରୀକ୍ଷା ନେଇ ବୋର୍ଡ କର୍ତ୍ତୃପକ୍ଷ ବିଧିବଦ୍ଧ ସୂଚନା ଦେବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି। ସେ କହିଛନ୍ତି ଯେ, ସାଧାରଣତଃ ଫେବୃୟାରୀ...
୨୦୨୦-୨୧ ଆର୍ଥିକ ବର୍ଷ:ବଜେଟ ପାଇଁ ମତାମତ ଆହ୍ବାନ କଲା ଅର୍ଥ ବିଭାଗ
ଭୁବନେଶ୍ୱର,୧୮।୧୨(ବ୍ୟୁରୋ):୨୦୨୦-୨୧ ଆର୍ଥିକ ବର୍ଷର ବଜେଟ ପ୍ରସ୍ତୁତି ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବଜେଟ ସହ ଜଡ଼ିତ ସମସ୍ତ ଅଂଶୀଦାରଙ୍କ ସହଭାଗିତାକୁ ଏଥିରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ସେହିକ୍ରମରେ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବିଭାଗୀୟ ପ୍ରମୁଖ...
Archives


