ମେଟ୍ରୋ

୨୦ ଟଙ୍କା ବଢ଼ିଲା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଶ୍ରମିକଙ୍କ ମଜୁରି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ମଜୁରି ବୃଦ୍ଧି କରିଛନ୍ତି। ପୂର୍ବରୁ ଶ୍ରମିକମାନଙ୍କୁ ମିଳୁଥିବା ମଜୁରିରେ ଆଉ ୨୦ ଟଙ୍କା ବୃଦ୍ଧି କରାଯାଇଛି। ଏ ନେଇ ମଙ୍ଗଳବାର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ…

ଜୁନ୍‌ ୩୦ ଯାଏ ବଢ଼ିଲା ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ପଞ୍ଜୀକରଣ ଅବଧି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଯାନବାହନଗୁଡ଼ିକର ଲାଇସେନ୍ସ, ଫିଟ୍‌ନେସ, ପଞ୍ଜୀକରଣ ଓ ଅନ୍ୟାନ୍ୟ କାଗଜପତ୍ରର ଅବଧିକୁ ଆସନ୍ତା ଜୁନ୍‌ ୩୦ ତାରିଖ ଯାଏ ବୃଦ୍ଧି କରାଯାଇଛି। ଫେବୃୟାରୀ ଶେଷ ସୁଦ୍ଧା ଯେଉଁ ଯାନବାହନଗୁଡ଼ିକର କାଗଜପତ୍ର ଓ ଚାଳକମାନଙ୍କର ଡ୍ରାଇଭିଂ ଲାଇସେନ୍ସ ଅବଧି ସମାପ୍ତ ହୋଇଥିଲା…

ବିନାନୁମତିରେ ଖାଦ୍ୟ ବାଣ୍ଟିପାରିବେନି ସ୍ବେଚ୍ଛାସେବୀ

ଭୁବନେଶ୍ୱର, ୩୧ା୩(ବ୍ୟୁରୋ): କୋଭିଡ଼୍‌-୧୯ର ସଂକ୍ରମଣକୁ ଏଡ଼ାଇବା ସହ ଜନସାଧାରଣଙ୍କ ସୁବିଧାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଗୁରୁତ୍ୱ ଦେଉଛି। ଏହି ମର୍ମରେ ସୋମବାର ଖାଦ୍ୟ ସାମାଗ୍ରୀ ବାଣ୍ଟୁଥିବା ଜନସାଧାରଣ ଓ ସ୍ବେଚ୍ଛାସେବୀଙ୍କ ପାଇଁ ଏସ୍‌ଓପି ଜାରି କରିଛି। ବିଏମ୍‌ସିର ବିନା ଅନୁମତିରେ…

ଗୁଜବଠାରୁ ଦୂରେଇ ରହିବାକୁ ପରାମର୍ଶ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ମଦ୍ୟପାନ କୋଭିଡ୍‌-୧୯ ସଂକ୍ରମଣ ରୋକିପାରିବନି। କରୋନାରୁ ବଞ୍ଚତ୍ବା ପାଇଁ ମଦ୍ୟପାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଶରୀରର ପ୍ରତିରୋଧକାରୀ ଶକ୍ତି କମିଯିବ। ବାରମ୍ବାର ମଦ୍ୟପାନ କରିବା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ। କରୋନାରୁ ରକ୍ଷା ପାଇବା ପାଇଁ…

ହସ୍ପିଟାଲ ଆଇସୋଲେଶନରେ ୭୬ କରୋନା ସନ୍ଦିଗ୍ଧ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମିତଙ୍କ ସଂଖ୍ୟା ସେହି ୩ରେ ରହିଛି। ତେବେ ଏମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ ଯୋଗାଯୋଗ କରାଯାଉଛି। ପ୍ରଥମ ୨ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ୫୫ଜଣ ବ୍ୟକ୍ତି ଆସିଥିବାବେଳେ ତୃତୀୟ ପଜିଟିଭଙ୍କ ସଂସ୍ପର୍ଶରେ ୧୧୨ ଜଣ ଆସିଥିବା…

ପରିବେଶ ପାଇଁ ଶୁଭଙ୍କର ହେଲା ଲକ୍‌ଡାଉନ

ଭୁବନେଶ୍ୱର,୩୧ା୩ (ବ୍ୟୁରୋ)- ଲକ୍‌ଡାଉନର ପ୍ରଭାବ ପରିବେଶ ଉପରେ ପଡିଛି। ୮ଦିନ ହେବ ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ, କଳକାରଖାନା, ନିର୍ମାଣ ଆଦି ସବୁକିଛି ବନ୍ଦ ରହିଛି। କାଁଭାଁ ଗାଡ଼ି ଜରୁରୀକାଳୀନ ସେବା ଯୋଗାଉଛନ୍ତି। ଲକ୍‌ଡାଉନ୍‌ ପାଇଁ ଲୋକେ କିଛିଦିନ ପାଇଁ ସମସ୍ୟାର…

ରୁକୁଣା ରଥଯାତ୍ରା: ଗଡ଼ିବନି ରଥ, କେବଳ ହେବ ନୀତି : ନିଷ୍ପତ୍ତି ଶୁଣାଇଲା ପ୍ରଶାସନ, ଲିଖିତ ଦେଲେନି

ପୁରୁଣା ଭୁବନେଶ୍ୱର, ୩୧ା୩ (ଡି.ଏନ୍‌.ଏ.) – ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଚଳିତ ବର୍ଷ ଏବେବି ଅନିଶ୍ଚିତତା ମଧ୍ୟରେ ରହିଛି। କରୋନା କଟକଣା ଓ ଲକ୍‌ଡାଉନ୍‌ ପାଇଁ ପ୍ରଶାସନ କୌଣସି ପରିସ୍ଥିତିରେ ରଥଯାତ୍ରା…

ଓଡ଼ିଆ ଭାଷା ପ୍ରତିଷ୍ଠାନ ନିର୍ଦ୍ଦେଶିକା ହେଲେ ଭାଗ୍ୟଲିପି ମଲ୍ଲ : ବିଜୟ ଜେନା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର, ୩୧ା୩ (ବ୍ୟୁରୋ) – ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ଭାବେ ରାଜ୍ୟ ସଂଗ୍ରହାଳୟର କ୍ୟୁରେଟର ଡ. ଭାଗ୍ୟଲିପି ମଲ୍ଲଙ୍କୁ ନିଯୁକ୍ତି ମିଳିଛି। ସେ ରାଜ୍ୟ ସଂଗ୍ରହାଳୟ ସହ ଏହି ଅତିରିକ୍ତ…

୨୨୬୧ ପଞ୍ଚାୟତରେ ୧,୨୫,୨୩୭ ଅସହାୟଙ୍କୁ ଖାଦ୍ୟ ବଣ୍ଟନ:୬୦ ପ୍ରତିଶତ ହିତାଧିକାରୀଙ୍କୁ ମିଳିଛି ପେନ୍‌ସନ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ରାଜ୍ୟର ପ୍ରତି ପଞ୍ଚାୟତରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ଜରିଆରେ ଅସହାୟ ଓ ନିରାଶ୍ରୟ ବ୍ୟକ୍ତିଙ୍କୁ ରନ୍ଧା ଖାଦ୍ୟ ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସୋମବାର ସୁଦ୍ଧା ରାଜ୍ୟର ୨୨୬୧ଟି ଗ୍ରାମପଞ୍ଚାୟତରେ ୧ଲକ୍ଷ ୨୫ହଜାର ୨୩୭ ଜଣଙ୍କୁ…

ଭୋକିଲା ଜୀବଜନ୍ତୁଙ୍କୁ ଖାଦ୍ୟ, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ବ୍ୟୟବରାଦ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- କୋଭିଡ୍‌-୧୯ ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ବୁଲା ଜୀବଜନ୍ତୁ ଏହି ଲକ୍‌ଡାଉନ ସମୟରେ ଭୋକ ଉପାସରେ ରହୁଥିବା ଜଣାପଡିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ମ୍ୟୁନିସିପାଲିଟିରେ ଥିବା ବୁଲା କୁକୁର, ଷଣ୍ଢ,…

କୋଭିଡ୍‌-୧୯ ମୁକାବିଲା: ଖାଦ୍ୟ ଯୋଗାଣ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)-କୋଭିଡ୍‌-୧୯ର ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ରାଜ୍ୟକୁ ଲକ୍‌ଡାଉନ ରଖିଛନ୍ତି। ଏହି ସମୟରେ ଗ୍ରାମପଞ୍ଚାୟତ ଗୁଡିକରେ ଦିଆଯାଉଥିବା ରନ୍ଧା ଓ ଶୁଖିଲା ଖାଦ୍ୟ ଯେପରି ଗରିବ ଲୋକଙ୍କ ପାଖରେ ପହଞ୍ଚିବ ସେ ନେଇ ନିଶ୍ଚିତ କରିବାକୁ ମୁଖ୍ୟ ଶାସନ…

ବାହାର ରାଜ୍ୟରୁ ସହାୟତା ପାଇଁ ଆସିଛି ୪,୭୦୦ କଲ୍‌:ଅସ୍ଥାୟୀ ଶିବିରରେ ରହିଛନ୍ତି ୧୮ହଜାର ଅଣଓଡ଼ିଆ ଶ୍ରମଜୀବୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ)- ଲକ୍‌ଡାଉନ୍‌ରେ ରାଜ୍ୟ ବାହାରେ ଫସିଥିବା ଓଡ଼ିଆମାନେ ଯେପରି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ଭୁବନେଶ୍ୱରରେ ୨୦ ଲାଇନ୍‌ ବିଶିଷ୍ଟ ଏକ ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏହି କଣ୍ଟ୍ରୋଲରୁମ୍‌ ସହ ଯୋଗାଯୋଗ ପାଇଁ ହେଲ୍ପଲାଇନ ନଂ.୦୬୭୪-୨୩୯୨୧୧୫ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?