ପାରଦ ଟପିଲା ୪୦ ଡିଗ୍ରୀ: ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍ସିୟସକୁ ଟପିଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ସୋମବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ୩୯.୫,…
କୋଭିଡ୍-୧୯ ହସ୍ପିଟାଲରେ ମିଳିବ ମାଗଣା ଚିକିତ୍ସା
ଭୁବନେଶ୍ୱର,୩୦।୩(ବ୍ୟୁରୋ)- କରୋନା ମୁକାବିଲା ପାଇଁ ରାଜ୍ୟରେ ଜରୁରିକାଳୀନ ଭିତ୍ତିରେ କୋଭିଡ୍-୧୯ ହସ୍ପିଟାଲ ନିର୍ମାଣ ଚାଲିଛି। ରାଜ୍ୟ ସରକାରଙ୍କ ଏଭଳି ଏକ ବଳିଷ୍ଠ ପଦକ୍ଷେପକୁ ସାରା ଦେଶ ସ୍ବାଗତ କରୁଛି। ଏହି ହସ୍ପିଟାଲଗୁଡ଼ିକର କାର୍ଯ୍ୟ ତୁରନ୍ତ ଶେଷ କରିବା ପାଇଁ ବିଭିନ୍ନ ବେସରକାରୀ…
ଲକ୍ଡାଉନ୍ ମାନୁନାହାନ୍ତି ୧୦ ପ୍ରତିଶତ ଲୋକ: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ;ଗିରଫ ହେଲେଣି ୧୪୦୦ରୁ ଅଧିକ ଉଲ୍ଲଂଘନକାରୀ
ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍ଡାଉନ୍। ଓଡ଼ିଶାରେ ମଧ୍ୟ ଲକ୍ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି। ତେବେ ସରକାରଙ୍କ ଲକ୍ଡାଉନ୍ ନିର୍ଦ୍ଦେଶକୁ ବର୍ତ୍ତମାନ ସମୟରେ ରାଜ୍ୟର ୯୦ ପ୍ରତିଶତ…
୧୦୧୨ ଟ୍ରେନ୍ରେ ପରିବହନ ହୋଇଛି ଅତ୍ୟାବଶ୍ୟକ ସାମଗ୍ରୀ: ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି ପୂର୍ବତଟ ରେଳପଥ
ଭୁବନେଶ୍ୱର, ୩୦ା୩ (ବ୍ୟୁରୋ) – କରୋନା ଭାଇରସ୍ (କୋଭିଡ୍-୧୯) ସଂକ୍ରମଣ ରୋକିବାକୁ ସାରା ଦେଶ ଏବେ ୨୧ଦିନ ପାଇଁ ଲକ୍ଡାଉନ୍। ଏଭଳିସ୍ଥଳେ ଦେଖାଦେଇଥିବା ଖାଦ୍ୟାଭାବ ସମସ୍ୟାକୁ ଦୂର କରିବା ପାଇଁ ରେଳ ମନ୍ତ୍ରଣାଳୟ ପଦକ୍ଷେପ ନେଇଥିବାବେଳେ ପୂର୍ବତଟ ରେଳପଥ ପ୍ରମୁଖ ଭୂମିକା…
ମହାନଗର କମିଶନର, ଇଓଙ୍କୁ ଚିଠି ଲେଖିଲା ନଗର ଉନ୍ନୟନ ବିଭାଗ: ୩ ଦିନରେ କ୍ଷୁଦ୍ର ବ୍ୟବସାୟୀଙ୍କୁ ସହାୟତା ରାଶି ଦିଅ
ଭୁବନେଶ୍ୱର,୩୦।୩(ବ୍ୟୁରୋ)- ରାଜ୍ୟର ସମସ୍ତ ମହାନଗର ନିଗମ, ମ୍ୟୁନିସିପାଲିଟି ଏବଂ ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍ଏସି)ରେ ଥିବା ସମସ୍ତ ଚିହ୍ନଟ ଓ ପଞ୍ଜୀକୃତ କ୍ଷୁଦ୍ର ବ୍ୟବସାୟୀଙ୍କୁ ଆସନ୍ତା ୩ ଦିନ ମଧ୍ୟରେ ସହାୟତା ପ୍ରଦାନ କରାଯିବ। ଏ ନେଇ ସୋମବାର ସମସ୍ତ ପୌର ପ୍ରଶାସନ…
କରୋନା ମୁକାବିଲା ନେଇ ଜିଲାପାଳଙ୍କ ସହ କଥାହେଲେ ରାଜ୍ୟପାଳ
ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା ମୁକାବିଲା ନେଇ କୋରାପୁଟ, ଗଜପତି, ନୂଆପଡ଼ା, ନବରଙ୍ଗପୁର ଆଦି ଜିଲାପାଳଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ ସୋମବାର କଥା ହୋଇଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ସମସ୍ତ ପଦକ୍ଷେପ ସମ୍ପର୍କରେ ସେ ବୁଝାଇଥିବା ଜଣାପଡ଼ିଛି। ଅତି ଗୁରୁତ୍ୱର…
ଦର ବୃଦ୍ଧି ସ୍ବୀକାର କଲେ ମନ୍ତ୍ରୀ
ଭୁବନେଶ୍ୱର, ୩୦।୩(ବ୍ୟୁରୋ): କରୋନା (କୋଭିନ୍-୧୯) ସଂକ୍ରମଣ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଦେଶକୁ ୨୧ ଦିନ ଲକ୍ଡାଉନ୍ କରାଯାଇଛି। ତେବେ ଏହି ଲକ୍ଡାଉନ୍ ସମୟରେ ଫାଇଦା ଉଠାଉଛନ୍ତି କିଛି ଅସାଧୁ ବ୍ୟବସାୟୀ। କିଛି ଗ୍ରୋସରୀ…
ପରିବା ପାଇଁ ଗଲେ ନେଇପାରିବେନି ବାଇକ୍
ଭୁବନେଶ୍ୱର,୩୦ା୩(ବ୍ୟୁରୋ)- ଲକଡାଉନ ସମୟରେ ଅନେକ ଲୋକେ ପରିବା ପାଇଁ ଗଲେ ବାଇକ ନେଇଯାଉଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ପରିବା ଆଣିବା ନଁାରେ ସହର ବୁଲୁଛନ୍ତି। ଏହାକୁ ଦେଖି କମିଶନରେଟ ପୋଲିସ ଅଧିକ କଠୋର ହୋଇଛି। ପୋଲିସ ଲକଡାଉନ ନିୟମକୁ କଡ଼ାକଡ଼ି କରିଛି।…
ଫିଲ୍ମ ଇଣ୍ଡଷ୍ଟ୍ରୀ କର୍ମଚାରୀଙ୍କ ପାଇଁ ୨.୫ଲକ୍ଷ ଦେଲେ ନୀଳମାଧବ
ଭୁବନେଶ୍ୱର,୩୦।୩(ବ୍ୟୁରୋ)- ଭିନ୍ନସ୍ବାଦର ଫିଲ୍ମ ତିଆରି କରି ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶାର ନାମକୁ ଗୌରବାନ୍ବିତ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମମେକର ନୀଳମାଧବ ପଣ୍ଡା ସହାୟତାର ହାତ ବଢାଇଛନ୍ତି। କରୋନା ପାଇଁ ସମସ୍ୟାରେ ପଡିଥିବା ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରୀର କର୍ମଚାରୀଙ୍କ ଉଦ୍ଦେଶ୍ୟରେ ୨.୫…
ଗାଡ଼ି ପାସ୍ ନବୀକରଣ ଅନାବଶ୍ୟକ, ଖୋଲା ରହିବ ଟାୟାର ମରାମତି ଦୋକାନ: ପୋଲିସ କମିଶନର
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ଲକ୍ଡାଉନ୍ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍ ନବୀକରଣର ଆବଶ୍ୟକତା ନାହିଁ। କରୋନା (କୋଭିଡ-୧୯) ସ୍ଥିତିର ସୁଧାର ନ ଆସିବା ପର୍ଯ୍ୟନ୍ତ ଏହି ପାସ୍ ବୈଧ ରହିବ। ଏ ନେଇ ସୋମବାର ପୋଲିସ…
ବିଧାନସଭାରେ ପାରିତ ହେଲା ବ୍ୟୟ ମଞ୍ଜୁରୀ ବିଲ୍; ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଅନୁମୋଦିତ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ ଘୋଷଣା
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ୧.୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ୍ ସୋମବାର ବିଧାନସଭାରେ ଅନୁମୋଦନ ହୋଇଛି। ସର୍ବ ସମ୍ମତି କ୍ରମେ ବାଚନିକ ମତଦାନରେ ଏହାକୁ ପାରିତ କରାଯାଇଛି। ଏଥିସହିତ ୩୮ଟି ବିଭାଗର ଖର୍ଚ୍ଚ ଦାବିକୁ…
ଆମିଷ ଦୋକାନରେ ଭିଡ଼, ମାନିଲେନି କଟକଣା
ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ ଓ ରାସ୍ତା ପାର୍ଶ୍ୱକୁ ଉଠାଇ ଦିଆଯାଇଛି। ସେହିଭଳି ହାଟ ବଜାର ଉପରେ ମଧ୍ୟ କଟକଣା ଲଗାଯାଇଛି। ଦୋକାନ ସମ୍ମୁଖରେ…

