ନାଲ୍କୋ ଅଧ୍ୟକ୍ଷ ହେଲେ ଶ୍ରୀଧର ପାତ୍ର
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ସୋମବାର ଏକ ଅର୍ଡର ଜାରି ହୋଇଛି। ପାତ୍ର ବର୍ତ୍ତମାନ ନାଲ୍କୋର ବିତ୍ତ...
ଖୋଲିଲା ସ୍ବତନ୍ତ୍ର ଅତ୍ୟାଧୁନିକ ହୃଦ୍ରୋଗ ଚିକିତ୍ସା କେନ୍ଦ୍ର
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିପାଇଁ ସୋମବାର...
ଇଡ୍କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ
ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍କୋ) ଦ୍ବାରା ଆରମ୍ଭ କରାଯାଇଥିବା ଆଇଟି ଗୋ-ଆଇ ପାସ୍ ସମ୍ପର୍କରେ ଉଦ୍ୟୋଗୀମାନଙ୍କ ଆବେଦନର ଆବଣ୍ଟନ ବିଷୟରେ...
ଗଜପତିଙ୍କ ମନ୍ତବ୍ୟକୁ କଂଗ୍ରେସର ନିନ୍ଦା
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ପୁରୀ ଗଜପତି ମହାରାଜାଙ୍କ ପ୍ରତି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କ ସମ୍ମାନ ରହିଛି। ତାଙ୍କ ସ୍ଥାନ ସ୍ବତନ୍ତ୍ର ଏବଂ ବହୁ ଉଚ୍ଚରେ ବୋଲି ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି। ମାତ୍ର ପୁରୀର...
ହାଓ୍ବଡାକୁ ସ୍ବାଭାବିକ ହେଉଛି ଟ୍ରେନ୍ ସେବା
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶରେ ଆନ୍ଦୋଳନ ଓ ହିଂସା ଜାରି ରହିଥିବାରୁ ଟ୍ରେନ୍ ସେବା ଗୁରୁତର ପ୍ରଭାବିତ ହୋଇଛି। ତେବେ ଆସାମ ସ୍ଥିତିରେ ସେପରି ସୁଧାର ଆସି ନ ଥିବାବେଳେ ପଶ୍ଚିମବଙ୍ଗରେ କ୍ରମଶଃ ସ୍ବାଭାବିକ ହେଉଛି...
ପୁଣି ବଢ଼ିଲା ପିଆଜ ଦର
ଭୁବନେଶ୍ୱର, ୧୬ା୧୨(ବ୍ୟୁରୋ): ରାଜ୍ୟରେ ପୁଣି ପିଆଜ ଦର ବଢ଼ିଲା। ପାଖାପାଖି ଦୁଇମାସ ଧରି ପିଆଜ ଦର ଆକାଶଛୁଆଁ ରହିଥିବାବେଳେ କିଛିଦିନ ହେବ ଦର ହ୍ରାସ ପାଇଥିଲା। ଅଳ୍ପ ଦିନର ସାମାନ୍ୟ ଆଶ୍ୱସ୍ତି ପରେ ଏବେ ପୁଣିଥରେ ଦର ବୃଦ୍ଧି ଖାଉଟିଙ୍କ...
ଲୋକଙ୍କ ବିଶ୍ୱାସ ଜିତିଛି ଛାପା ଗଣମାଧ୍ୟମ
ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ଗଣମାଧ୍ୟମ ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ନୁହେଁ। ଆମ ଦେଶର ଗଣତନ୍ତ୍ର ୩ଟି ସ୍ତମ୍ଭ ଉପରେ ଛିଡ଼ାହୋଇଛି। ହେଲେ ଦେଶର ଏବେକାର ପରିସ୍ଥିତିରେ ଗଣମାଧ୍ୟମର ଭୂମିକା ବଢ଼ିଯାଇଛି। ଯେଉଁଠି ଖୋଦ୍ ସରକାର ଇଣ୍ଟରନେଟ୍ ସେବା ବନ୍ଦ କରି କଶ୍ମୀର ଓ...
ମାଲକାନଗିରି ଜିଲାରେ ପୁଷ୍ଟିହୀନତା ସମସ୍ୟା:ପ୍ରତି ଜିଲାରେ ନିଯୁକ୍ତ ହେବେ ସ୍ବତନ୍ତ୍ର ଅଧିକାରୀ
କଟକ ଅଫିସ,୧୭।୧୨: ଅପପୁଷ୍ଟିକୁ ରୋକିବା ପାଇଁ ସରକାର ବହୁବିଧ ଯୋଜନା କରିଛନ୍ତି। ମାତ୍ର ଏହାର ପ୍ରଭାବ ମାଲକାନଗିରି ଜିଲାରେ ପଡୁନାହିଁ। ଉକ୍ତ ଜିଲାରେ ବହୁ ସଂଖ୍ୟକ ଶିଶୁ ପୁଷ୍ଟିହୀନତାର ଶିକାର ହେଉଛନ୍ତି। ଏପରି କି ଏହି ରୋଗର ଶିକାର ହୋଇ...
ଚର୍ଚ୍ଚାରେ ୨୦୦୦ ଟଙ୍କିଆ ନୋଟ୍
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ୮ ନଭେମ୍ବର ୨୦୧୬ରେ କେନ୍ଦ୍ର ସରକାର ବିମୁଦ୍ରୀକରଣ ଲାଗୁ କରିବା ପରେ ୧୦୦୦ ଓ ୫୦୦ ଟଙ୍କିଆ ବଡ଼ ନୋଟ୍ ରାତାରାତି ଅଚଳ ହୋଇଯାଇଥିଲା। ଦେଶବ୍ୟାପୀ ଏହାକୁ ନେଇ ଚହଳ ପଡ଼ିଯିବା ପରେ ଜନସାଧାରଣ ନିଜ ପାଖରେ...
ଲଘୁ ଖଣିଜ ସମ୍ପଦ ଲୁଟ୍ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ
ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍, କ୍ରୋମାଇଟ ଭଳି ବୃହତ୍ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ, ମାଙ୍କଡ଼ା ପଥର, ମୁଗୁନି ପଥର, ମାଟି, ଚୂନପଥର ଭଳି ଅନେକ ଲଘୁଖଣିଜ ପଦାର୍ଥ...
କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା...
ବ୍ୟକ୍ତିଗତ ଜମି ଉପରେ ପ୍ରଭାବଶାଳୀଙ୍କ ଆଖି: ନ୍ୟାୟ ନ ପାଇ ନିରୀହ ଛଟପଟ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ପ୍ରଭାବଶାଳୀଙ୍କ ଚାପରେ ସରକାରୀ ଓ ବେସରକାରୀ ବ୍ୟକ୍ତିଗତ ଜମି ଜବରଦଖଲ କ୍ୟାନ୍ସର ପରି ବ୍ୟାପି ଚାଲିଛି। ଏହାର ବଳିଷ୍ଠ ପ୍ରମାଣ ହେଉଛି, ଚଳିତବର୍ଷ ଭୁବନେଶ୍ୱର ସିନିୟର ସିଭିଲ କୋର୍ଟରେ ୨୧ଶହ ମାମଲା, ଜୁନିୟର ସିଭିଲ କୋର୍ଟରେ ୧୬୦୦...
Archives


