ଲଘୁ ଖଣିଜ ସମ୍ପଦ ଲୁଟ୍ ରୋକିବାକୁ ପ୍ରୟାସ:ଜଗିବେ ସ୍ବତନ୍ତ୍ର ଅଧିକାରୀ
ଭୁବନେଶ୍ୱର,୧୭।୧୨ (ବ୍ୟୁରୋ): କେବଳ ଲୁହାପଥର, ମାଙ୍ଗାନିଜ୍, କ୍ରୋମାଇଟ ଭଳି ବୃହତ୍ ଖଣିଜ ସମ୍ପଦ ଚୋରି ହେଉ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ଥିବା ବାଲି, ମୋରମ, ମାଙ୍କଡ଼ା ପଥର, ମୁଗୁନି ପଥର, ମାଟି, ଚୂନପଥର ଭଳି ଅନେକ ଲଘୁଖଣିଜ ପଦାର୍ଥ...
କୁନ୍ଦୁଲି ଗଣବଳାତ୍କାର ମାମଲା: ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସ୍ଆଇଟି
କଟକ ଅଫିସ,୧୬।୧୨: କୁନ୍ଦୁଲି ଗଣବଳାତ୍କାର ଘଟଣାର ତଦନ୍ତ ପାଇଁ ଗଠିତ ଏସ୍ଆଇଟି ସୋମବାର ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛି। ସିଲ୍ କଭର ମଧ୍ୟରେ ଏହି ରିପୋର୍ଟ ଦାଖଲ କରାଯାଇଛି। ଖୁବ୍ଶୀଘ୍ର ତଦନ୍ତ ଶେଷ ହେବ ବୋଲି ଜଣାପଡ଼ିଛି। ଆସନ୍ତା...
ବ୍ୟକ୍ତିଗତ ଜମି ଉପରେ ପ୍ରଭାବଶାଳୀଙ୍କ ଆଖି: ନ୍ୟାୟ ନ ପାଇ ନିରୀହ ଛଟପଟ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ରାଜଧାନୀରେ ପ୍ରଭାବଶାଳୀଙ୍କ ଚାପରେ ସରକାରୀ ଓ ବେସରକାରୀ ବ୍ୟକ୍ତିଗତ ଜମି ଜବରଦଖଲ କ୍ୟାନ୍ସର ପରି ବ୍ୟାପି ଚାଲିଛି। ଏହାର ବଳିଷ୍ଠ ପ୍ରମାଣ ହେଉଛି, ଚଳିତବର୍ଷ ଭୁବନେଶ୍ୱର ସିନିୟର ସିଭିଲ କୋର୍ଟରେ ୨୧ଶହ ମାମଲା, ଜୁନିୟର ସିଭିଲ କୋର୍ଟରେ ୧୬୦୦...
ଶ୍ରୀମନ୍ଦିରରେ ପହିଲି ଭୋଗ ଆରମ୍ଭ
ପୁରୀ ଅଫିସ,୧୬।୧୨: ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ସୋମବାର ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି। ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ପ୍ରତ୍ୟହ ଏହି ନୀତି ଚାଲିବ। ମହାପ୍ରଭୁଙ୍କ ପହଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଅର୍ଥାତ୍...
ଠିକାଦାରଙ୍କ ଘର ଉପରକୁ ଦୁର୍ବୃତ୍ତଙ୍କ ବୋମାମାଡ଼
କଟକରୋଡ,୧୬।୧୨(ଡି.ଏନ.ଏ.): ବଡ଼ଗଡ଼ ଥାନା ଅଞ୍ଚଳରେ ରହୁଥିବା ଜଣେ ଠିକାଦାରଙ୍କ ଘର ଉପରକୁ ରବିବାର ରାତିରେ କେହି ଦୁର୍ବୃତ୍ତ ବୋମାମାଡ଼ କରିଛନ୍ତି। ଉକ୍ତ ଠିକାଦାର ହେଲେ ଏହି ଥାନା ଅଧୀନ ରତ୍ନାକର ବାଗରେ ରହୁଥିବା ସଚିଦାନନ୍ଦ ପାତ୍ର। ସୂଚନା ଅନୁଯାୟୀ, ରାତି...
ଚାକିରି କରାଇ ଦେବା ନାଁରେ ୮ଲକ୍ଷ ଠକେଇ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଇଓସିଏଲ୍ କମ୍ପାନୀରେ ଚାକିରି କରାଇ ଦେବାକୁ କହି ୮ଲକ୍ଷ ଟଙ୍କା ଠକେଇ ହୋଇଥିବା ଖଣ୍ଡଗିରି ଥାନାରେ ରବିବାର ରାତିରେ ଅଭିଯୋଗ ହୋଇଛି। ଠକେଇର ଶିକାର ହୋଇଛନ୍ତି ଏହି ଥାନା ଅଧୀନ ଜଗମୋହନ ନଗରରେ ରହୁଥିବା ସାଗର ପାଢ଼ି। ଏ...
ଓଏମ୍ଇସିଏଲ ପାଇପାରେ ୨ଟି ଖଣି
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଆଗାମୀ ଦିନରେ ଓଡ଼ିଶା ଖଣିଜ ଉତ୍ତୋଳନ ନିଗମ ଲିମିଟେଡ(ଓଏମ୍ଇସିଏଲ୍)କୁ ୨ଟି ଖଣି ଆବଣ୍ଟିତ କରାଯାଇପାରେ। ଏହି ଖଣି ୨ଟି ହେଉଛି-ସୁକିନ୍ଦା କ୍ରୋମାଇଟ୍ ଏବଂ ଗୁହାଳୀ ଲୁହାପଥର ଖଣି। ଓଡ଼ିଶା ସରକାର ଏ ସଂକ୍ରାନ୍ତରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ସହ...
ସିଏଏକୁ ବିରୋଧ ଜାରି, ଲଗାତର ୫ଦିନ ଟ୍ରେନ୍ ବାତିଲ୍: ସ୍ଥିତି ସୁଧୁରିଲେ ଚାଲିବ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ପଶ୍ଚିମବଙ୍ଗ, ଆସାମ ସମେତ କେତେକ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ଚାଲିଥିବା ଆନ୍ଦୋଳନ ଓ ହିଂସା ଯୋଗୁ ଟ୍ରେନ୍ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି। ସମଗ୍ର ଆସାମ, ପଶ୍ଚିମବଙ୍ଗର ହାଓଡ଼ା ଓ ଉଲୁବେରିଆ...
ଖୋର୍ଦ୍ଧା ଗୁଳିକାଣ୍ଡ: ଔଷଧ ଦୋକାନୀଙ୍କ ମୃତ୍ୟୁ
ଖୋର୍ଦ୍ଧା ଅଫିସ୍,୧୬।୧୨: ଖୋର୍ଦ୍ଧାର ଏକ କ୍ଲିନିକରେ ହୋଇଥିବା ଗୁଳିମାଡ ଘଟଣାରେ ଗୁରୁତର ଔଷଧ ଦୋକାନୀ କୃଷ୍ଣଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ଏହି ଗୁଳିମାଡ ଗୁରୁତର ହୋଇଥିବା ଶିଶୁରୋଗ ବିଶେଷଜ୍ଞ ଡାକ୍ତର ମାନସ ଦାସଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ...
ଡିସେମ୍ବର ଶେଷସୁଦ୍ଧା ଭାଜପାର ସଭାପତି ଚୟନ: ଅରୁଣ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ଅରୁଣ ସିଂ ରାଜ୍ୟ ସଭା ସଦସ୍ୟଭାବେ ନିର୍ବାଚିତ ହେବାପରେ ପ୍ରଥମ ଥର ଲାଗି ରବିବାର ଓଡିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ତାଙ୍କୁ ଦଳ ପକ୍ଷରୁ ବ୍ୟାପକ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଗଣମାଧ୍ୟମକୁ ସୂଚନା...
ମୟୂର, ହରିଣ, ବାର୍ହା ପାଇଁ ଟ୍ରାଫିକ ଜାମ୍
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ମୟୂର ଓ ହରିଣ ପାଇଁ ରାଜଧାନୀରେ ସୃଷ୍ଟି ହେଉଛି ଟ୍ରାଫିକ ଜାମ୍। ଭରତପୁର-ଡମପଡ଼ା ଅଭୟାରଣ୍ୟକୁ ଲାଗି ରହିଥିବା ରେଣ୍ଟାଲ ଛକରୁ କଳିଙ୍ଗ ଷ୍ଟୁଡିଓ ଛକ ମଧ୍ୟରେ କିଛିଦିନ ହେବ ଦେଖିବାକୁ ମିଳୁଛି ଏହି ସ୍ଥିତି। ପ୍ରତିଦିନ ସକାଳ ଓ...
ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଆଜିଠୁ ପୁଣି ଉଚ୍ଛେଦ
ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାଶର୍ବରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିବ। ଯେପର୍ଯ୍ୟନ୍ତ ସମସ୍ତ ଚିହ୍ନଟ ଜବରଦଖଲଗୁଡ଼ିକୁ ହଟା ନ ଯାଇଛି ସେପର୍ଯ୍ୟନ୍ତ ଉଚ୍ଛେଦ କରାଯିବ ବୋଲି ବିଡିଏ ଉପାଧ୍ୟକ୍ଷ ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ୨୦୦ରୁ ଊର୍ଦ୍ଧ୍ୱ...
Archives


