ମେଟ୍ରୋ

ଘରେ ସଉଦା ଯୋଗାଇବ ସ୍ୱିଗି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): କୋଭିଡ୍‌-୧୯ର ସଂକ୍ରମଣକୁ ଏଡ଼ାଇବା ସହ ଜନସାଧାରଣଙ୍କ ସୁବିଧାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଗୁରୁତ୍ୱ ଦେଇଛି। ୨୧ଦିନର ଲକ୍‌ଡାଉନ୍‌କୁ ଲକ୍ଷ୍ୟ କରି ବିଏମ୍‌ସି ରନ୍ଧା ଖାଦ୍ୟ ପରିବହନ କରି ଜନସାଧାରଣଙ୍କୁ ଦେଉଥିବା ଘରୋଇ ସଂସ୍ଥା ‘ସ୍ୱିଗି’ ସହ ହାତ ମିଳାଇଛି।…

୨ ଦିନରେ ୨ ହଜାର ହୋମ ଡେଲିଭରି କଲେ ମଲ୍‌

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ସାରା ଦେଶରେ ଲକଡାଉନ ହେବା ପରେ ଲୋକଙ୍କ ମଧ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବାକୁ ନେଇ ବିଭିନ୍ନ ମଲ, ଦୋକାନରେ ଲମ୍ବାଲାଇନ ଓ ଭିଡ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଭୁବନେଶ୍ୱରର ୨୮ ମଲ…

ବସ୍ତିରେ ରହୁନି ସାମାଜିକ ଦୂରତ୍ୱ, ସଂକ୍ରମଣ ଆଶଙ୍କା

ଭୁବନେଶ୍ୱର, ୨୯ା୩(ବ୍ୟୁରୋ): ଲୋକଙ୍କୁ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣରୁ ରୋକିବା ଓ ଗହଳି ସ୍ଥାନରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ ଓ ସତର୍କ କରାଯାଉଛି। ସାମାଜିକ ଦୂରତ୍ୱକୁ ଅଧିକ ଗୁରୁତ୍ୱ ଦିଆଯାଉଥିଲେ ହେଁ ଭୁବନେଶ୍ୱରର ବିଭିନ୍ନ ବସ୍ତିରେ ଏହାକୁ ଖୋଲାଖୋଲି ଭାବେ…

ଏପ୍ରିଲ ଶେଷ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ଡାକ୍ତରଙ୍କ ପାଇଁ ଖୁସି ଖବର। ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ଡାକ୍ତରଙ୍କ ପଦୋନ୍ନତି ସମସ୍ୟାର ସମାଧାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିନିମନ୍ତେ ଡାଇନାମିକ୍‌ ଆସ୍ୟୁୟର୍ଡ କ୍ୟାରିୟର ପ୍ରୋଗ୍ରେଶନ (ଡିଏସିପି) ଲାଗୁ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା…

ବ୍ଲଡ ବ୍ୟାଙ୍କ୍‌ରେ ରକ୍ତ ଅଭାବ: ଆଗକୁ ସୃଷ୍ଟି ହୋଇପାରେ ଜଟିଳ ସ୍ଥିତି

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ ଦିନିଆ ଲକ୍‌ ଡାଉନ୍‌। କେହି ଘରୁ ପଦାକୁ ଗୋଡ଼ କାଢୁନାହାନ୍ତି। ଡାକ୍ତରଖାନା ଖୋଲା ରହିଥିଲେ ମଧ୍ୟ ଏବେ ଗୁରୁତର ରୋଗୀଙ୍କ ପାଇଁ ରକ୍ତ ଯୋଗାଡ଼ କରିବା ବଡ଼ ସମସ୍ୟା ପାଲଟିଛି।…

କରୋନା ଯୁଦ୍ଧ: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୧ଲକ୍ଷ ଦାନକଲେ ଅଭିନେତା ସବ୍ୟସାଚୀ

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଲିଉଡ୍‌ ଅଭିନେତା ଓ ଅଭିନେତ୍ରୀମାନେ ଅଣ୍ଟା ଭିଡିଛନ୍ତି। ଲୋକଙ୍କୁ ସଚେତନ କରିବା ସହ ଦାନ ମଧ୍ୟ କରୁଛନ୍ତି। ଶୁକ୍ରବାର ଅଭିନେତ୍ରୀ ରାନୀ ପଣ୍ଡା ୫୦ ହଜାର ଟଙ୍କା ଦାନ କରିଥିବାବେଳେ ଶନିବାର ଅଭିନେତା ସବ୍ୟସାଚୀ…

ମଣିଷ ପଣିଆ ଦେଖାଇଲେ ଭୁବନେଶ୍ୱରର ଘର ମାଲିକ: ଛାଡ଼ କଲେ ମାସକର ଭଡ଼ା

ଭୁବନେଶ୍ୱର,୨୯ା୩ (ବ୍ୟୁରୋ): କରୋନା ପାଇଁ ସରକାର ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୋଇ କମ୍ପାନୀ ଏବଂ ଅନ୍ୟ ସଂସ୍ଥାଗୁଡିକ ବନ୍ଦ ରହିଛି। ଏଭଳି ସ୍ଥିତିରେ କର୍ମଚାରୀଙ୍କ ଦରମା ମିଳିବା ଅସମ୍ଭବ ହୋଇପଡ଼ିଛି। କେମିତି ଚଳିବେ,…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ବନ୍ଦ ହେଲେ ୧୨ବର୍ଷ ଅପେକ୍ଷା

ପୁରୁଣା ଭୁବନେଶ୍ୱର,୨୯ା୩(ଡି.ଏନ୍‌.ଏ.): ଆସନ୍ତା ୧ ତାରିଖରେ ହେବାକୁ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କରୋନା କଟକଣା ଓ ଲକ୍‌ଡାଉନ୍‌ ପାଇଁ ଏଯାଏ ରଥ ନିର୍ମାଣ ଅଧା ହୋଇ ନାହିଁ। ଅନ୍ୟପକ୍ଷରେ ରଥଯାତ୍ରା ହେବ କି…

ଗ୍ରୀଷ୍ମପ୍ରବାହ: ପାରଦ ଛୁଇଁଲା ୪୦ ଡିଗ୍ରୀ, ଆଜିଠୁ ୩୧ ଯାଏ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୩(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହୋଇଛି। ପାରଦ ୪୦ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ…

କରୋନା ରୋଗୀଙ୍କ ସହ କଣ୍ଟାକ୍ଟ କ’ଣ, କାହାକୁ ରହିଛି ସଂକ୍ରମିତ ହେବାର ଆଶଙ୍କା

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସହ କଣ୍ଟାକ୍ଟ ବା ସମ୍ପର୍କ ନେଇ ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ସଂକ୍ରମିତ ବ୍ୟକ୍ତି, ସଂକ୍ରମିତ ପରିବେଶ ସମ୍ପର୍କରେ ଆସିଥିବେ, ସେମାନେ କଣ୍ଟାକ୍ଟ।…

ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ ପଜିଟିଭ୍‌ ହିଁ ଅଛନ୍ତି। ପ୍ରଥମ ଦୁଇ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତୃତୀୟ…

କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?