ମେଟ୍ରୋ

କୋଭିଡ-୧୯ ନିୟମ ଉଲ୍ଲଂଘନ: ୨୪ ଘଣ୍ଟାରେ ୩୨୪ ମାମଲା

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ କୋଭିଡ-୧୯ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ୨୭ ମାର୍ଚ୍ଚରୁ ୨୮ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୩୨୪ ମାମଲା ଦାୟର ହୋଇଛି। ସେଥିମଧ୍ୟରୁ୩୦୮ଟି ମାମଲା ଲକ୍‌ଡାଉନ୍‌ ସମ୍ପର୍କିତ ହୋଇଥିବା ବେଳେ ୧୫ଟି ହୋମ କ୍ୱାରେଣ୍ଟାଇନ୍‌ ଉଲ୍ଲଂଘନ…

ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍‌ଚୀ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର କ୍ଷମତା ବୃଦ୍ଧି, ରକ୍ଷଣାବେକ୍ଷଣ ଏବଂ ବୈଷୟିକ ଉନ୍ନତିିକରଣ କାର୍ଯ୍ୟ ପାଇଁ ୨୯ ସକାଳ ୬ରୁ…

ହେଲ୍ପଲାଇନ୍‌ ନଂ. ଜାରି: ଫସି ରହିଥିବା ଓଡ଼ିଆ, ଓଡ଼ିଶାରେ ଥିବା ବାହାର ରାଜ୍ୟର ଶ୍ରମଜୀବୀଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ ଏହାର ପ୍ରଭାବକୁ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଭୁବନେଶ୍ୱରର ୧୨ ହୋଟେଲରେ ଅଛନ୍ତି ୧୫, ହୋମ କ୍ୱାରାଣ୍ଟାଇନ୍‌ରେ ୧୦୦୦ ସନ୍ଦିଗ୍ଧ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଭୁବନେଶ୍ୱର ତଥା ବାହାରୁ ଆସୁଥିବା ନାଗରିକଙ୍କ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କ୍ୱାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସହରର କେତେକ ହୋଟେଲ ଏବଂ ବିଭିନ୍ନ ସରକାରୀ କୋଠାକୁ ଚୟନ କରାଯାଇଛି। ଏଥିସହ…

ରବିବାର ସକାଳ ୬ରୁ ୭ଟା ଯାଏ ବନ୍ଦ ରହିବ ହେଲ୍ପଲାଇନ୍‌ ୧୦୪

ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ବିଶ୍ୱ ମହାମାରୀ କରୋନା ଭୂତାଣୁ(କୋଭିଡ-୧୯) ବିଷୟରେ କୌଣସି ପ୍ରକାରର ସହାୟତା ପାଇଁ ରାଜ୍ୟ ସରକାର ପକ୍ଷରୁ ହେଲ୍ପ ଲାଇନ ୧୦୪ ନମ୍ବର ଜାରି କରାଯାଇଛି। ଯେ କେହି ବି ନିଜ ସ୍ବାସ୍ଥ୍ୟ ସମ୍ପର୍କରେ ଥଣ୍ଡା, ଜ୍ୱର, କାଶ କିମ୍ବା କରୋନା…

ପଞ୍ଚାୟତର ଗରିବଙ୍କୁ ମିଳିବ ରନ୍ଧାଖାଦ୍ୟ, ପଞ୍ଜୀକୃତ ଉଠାଦୋକାନୀ ପାଇବେ ୩ ହଜାର ଟଙ୍କାର ସହାୟତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ)- ମହାମାରୀ କରୋନା ଯୋଗୁ ଲକଡାଉନ ଘୋଷଣା ପରେ ନିମ୍ନଶ୍ରେଣୀର ଗରିବଙ୍କ ମୁଣ୍ଡରେ ଚଡ଼କ ପଶିଯାଇଛି। ଦିନ ମଜୁରିଆ, ଶ୍ରମିକ, ମଜଦୁର ଭଉଣୀଭାଇମାନେ ରୋଜଗାର ନ ପାଇ ଏକରକମ ଭାଙ୍ଗି ପଡ଼ିଛନ୍ତି। ତେବେ ଏମାନଙ୍କ ସୁବିଧା କରିବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ…

ଜୁନ୍‌ ୧୫ରୁ ପୁଣି ମଧ୍ୟାହ୍ନଭୋଜନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସାରା ଭାରତରେ ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ପିଲାମାନଙ୍କ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହୋଇଛି। ଏହାକୁ ନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଛାତ୍ରୀଛାତ୍ରମାନଙ୍କୁ…

କରୋନା ମୁକାବିଲା: ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଯୁକ୍ତି ବିଜ୍ଞାପନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କୋଭିଡ-୧୯ ଡିପିଏଚ୍‌ଏଲ୍‌ ଓ ସ୍ବାବ୍‌ ନମୁନା ସଂଗ୍ରହ ପାଇଁ ନିଯୁକ୍ତି ବିଜ୍ଞାପନ ଦିଆଯାଇଛି। ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ବିଜ୍ଞାପନ ଦିଆଯାଇଛି। ସ୍ବଳ୍ପମିଆଦ ଭିତ୍ତିରେ ମେଡିକୋ ଓ ନନ୍‌ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋଙ୍କୁ…

ଲକ୍‌ଡାଉନ୍‌ ଯୋଗୁ ରାଜ୍ୟ ବାହାରେ ଫସି ରହିଛନ୍ତି ଓଡ଼ିଆ: ସହାୟତା ଲାଗି ପ୍ରବାସୀ ଓଡ଼ିଆ ସଂଗଠନକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ଏଥିରେ ହଜାର ହଜାର ସଂଖ୍ୟାରେ ଓଡ଼ିଆ ବାହାରେ ଫସି ରହିଛନ୍ତି। ସେମାନଙ୍କୁ ସହାୟତା ଲାଗି ପ୍ରବାସୀ ଓଡ଼ିଆ ସଂଗଠନ ସହ ଅନ୍ୟ ପ୍ରତିପକ୍ଷଙ୍କୁ ମୁଖ୍ୟମନ୍ତ୍ରୀ…

ଦିନ ମଜୁରିଆଙ୍କୁ ଖାଦ୍ୟ ପହଞ୍ଚାଇବାକୁ ସରକାରଙ୍କୁ ସୁରଙ୍କ ନିବେଦନ, ଯୁବ ସମାଜକୁ ଘରେ ରହିବାକୁ ଦେଲେ ପରାମର୍ଶ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାର ୨୧ ଦିନ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଏହା ଚାଲିବ। ତେବେ ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଖଟିଖିଆ ଶ୍ରମିକ। ଏହାକୁ ନେଇ ଚିନ୍ତା…

‘ଏବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ଗୋଷ୍ଠୀ ବା ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଆଗରୁ କେବଳ ବିଦେଶରୁ ଆସୁଥିବା ବ୍ୟକ୍ତି କରୋନା ସଂକ୍ରମଣର ଶିକାର ହେଉଥିଲେ। କିନ୍ତୁ ଏବେ ଦିଲ୍ଲୀ, ହରିୟାଣାରୁ ଫେରୁଥିବା ବ୍ୟକ୍ତି…

ଦୈନିକ ୪ ଘଣ୍ଟା ଖୋଲିବ ସବୁ ଆର୍‌ଟିଓ

ଭୁବନେଶ୍ୱର, ୨୮ା୩(ବ୍ୟୁରୋ): ଲକ୍‌ଡାଉନ ସମୟରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ) ଦୈନିକ ୪ ଘଣ୍ଟା ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ରାଜ୍ୟରେ ୩ ଅତିରିକ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ମଧ୍ୟ ଖୋଲାଯିବ। ଖୋର୍ଦ୍ଧା, ବଡ଼ବିଲ ଏବଂ ରାଇରଙ୍ଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?