ଫସିଥିବା ଓଡ଼ିଆଙ୍କ ସହଯୋଗ କରନ୍ତୁ ଅନ୍ୟ ରାଜ୍ୟରେ ଥିବା ଓଡ଼ିଆ ସଂଗଠନ, ରାଜ୍ୟ ସରକାର ବହନ କରିବେ ଖର୍ଚ୍ଚ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଦ୍ୱାରା ସମଗ୍ର ବିଶ୍ୱ ଏବେ କବଳିତ। ଏହାକୁ ମୁକାବିଲା କରିବା ଲାଗି ଦେଶକୁ ୨୧ ଦିନ ଲକ୍ଡାଉନ୍ ଘୋଷଣା କରାଯାଇଛି। ରାଜ୍ୟରେ ଏହା ଜାରି ରହିଛି। ଏପରିସ୍ଥଳେ ଅନ୍ୟ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ…
କରୋନା ମୁକାବିଲା ପାଇଁ ନିରନ୍ତର ଦାୟିତ୍ୱସମ୍ପନ୍ନ ଭାବେ ସରକାରଙ୍କୁ ସାହାଯ୍ୟ କରୁଛନ୍ତି ଗଣମାଧ୍ୟମ, ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): ମହାମାରୀ ରୂପ ନେବାରେ ଲାଗିଛି କରୋନା ସଂକ୍ରମଣ। ଦିନକୁ ଦିନ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲା ଦିଗରେ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଗଣମାଧ୍ୟମ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରାଣୀ ପଣ୍ଡାଙ୍କ ୫୦ ହଜାର ଟଙ୍କା ଦାନ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେବାରେ ଲାଗିଛି। ଓଡ଼ିଶାରେ ତୃତୀୟ ପଜିଟିଭ ରୋଗୀ ଚିହ୍ନଟ ପରେ ରାଜ୍ୟବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଭଳି ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ଦେଶ ଏବଂ ରାଜ୍ୟବାସୀ ସଂଘର୍ଷ କରୁଥିବାବେଳେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସଂସ୍ଥା…
କରୋନା ମୁକାବିଲା ନେଇ ଓଡ଼ିଶା ପୋଲିସକୁ ଡିଜିଙ୍କ ପ୍ରଶଂସା
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁର ମୁକାବିଲା ପାଇଁ ଲକଡାଉନ ଘୋଷଣା ପରେ ଓଡ଼ିଶା ପୋଲିସର କାର୍ଯ୍ୟ ବଢ଼ିଯାଇଛି। ଗତ ସପ୍ତାହରୁ ଧରି ଏଯାବତ ପୋଲିସମାନେ ଜଗିରହି ଲୋକଙ୍କୁ ସଚେତନ କରିବା ସହ ଘରୁ ନ ବାହାରିବା ପାଇଁ ଦିନରାତି ବୁଲି ପ୍ରଚାର କରୁଛନ୍ତି।…
ଲକ୍ଡାଉନ୍ ଯୋଗୁ ପ୍ରଭାବିତ ହେଉଛି ଗରିବଙ୍କ ଜୀବନ ଜୀବିକା: ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାର ଲକ୍ଡାଉନ୍ ଘୋଷଣା କରିଛନ୍ତି। ହେଲେ ଏହାଦ୍ୱାରା ଗରିବ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ୨୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି। ଗରିବ, ଖଟିଖିଆ ଓ…
ଦେଖାଦେଲାଣି ଷ୍ଟେଜ୍-୩ ଆଶଙ୍କା, ସାମାଜିକ ସଂକ୍ରମଣକୁ ନେଇ ଅଧିକ ସତର୍କ ହେବାକୁ ପଡ଼ିବ: ବାଗ୍ଚୀ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବଡ଼ ବୟାନ ଦେଇଛନ୍ତି ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତ ବାଗ୍ଚୀ। ଏବେ ଷ୍ଟେଜ୍ ୩ ସମ୍ଭାବନା ଦେଖାଯାଉଥିବା ସେ କହିଛନ୍ତି। ପୂର୍ବରୁ…
ଇଣ୍ଡିଗୋ ବିମାନ ‘6E 2014’ରେ ଦିଲ୍ଲୀରୁ ଫେରିଥିଲେ ତୃତୀୟ କରୋନା ଆକ୍ରାନ୍ତ; ପରିବାର ସହ କର କ୍ଲିନିକ୍, ବିମାନ କର୍ମଚାରୀ କ୍ୱାରେଣ୍ଟାଇନ୍ରେ ରୁହନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୭।୩(ବ୍ୟୁରୋ): ଓଡ଼ିଶାରେ ତୃତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି। ମାର୍ଚ୍ଚ ୭ରେ ସେ ଦିଲ୍ଲୀ ଯାଇଥିଲେ। ସେଠାରେ କିଛି ଦିନ ରହଣୀ କାଳରେ ସେ ହରିୟାଣା ରିଓ୍ବାଡା ଯାଇଥିଲେ। ସେଠାରୁ ଇଣ୍ଡିଗୋ ବିମାନ…
କରୋନା ସଂକ୍ରମଣ ଆଶଙ୍କା, କନ୍ଭେନସନ୍ ହଲ୍ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି
ଭୁବନେଶ୍ୱର,୨୭।୩(ବ୍ୟୁରୋ): କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍ଭେନସନ୍ ହଲ୍ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍ଭେନସନ୍ ହଲ୍ରେ ହେବ ବୋଲି ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା…
ବିଧାନସଭା କର୍ମଚାରୀଙ୍କୁ କ୍ୱାରାଣ୍ଟାଇନରେ ଯିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ତୃତୀୟ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ରାଜ୍ୟବାସୀଙ୍କ ମନରେ କୋକୁଆ ଭୟ ଖେଳିଯାଇଛି। ଏଥିପାଇଁ ଉକ୍ତ ରୋଗୀଙ୍କ ସଂସ୍ପର୍ଶରେ କେହି କେହି ରହିଥିଲେ ସେମାନଙ୍କ ଖୋଜାଚାଲିଛି। ଇତିମଧ୍ୟରେ ରୋଗୀ ଜଣକ ଭୁବନେଶ୍ୱରର…
ବସ୍ଉଠ, ମାଡ଼ ଘଟଣା: ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ ଉଲ୍ଲଂଘନକାରୀଙ୍କୁ ପୋଲିସ ପିଟିବା ସହ ବସ୍ଉଠ କରି ଦଣ୍ଡ ଦେଉଥିବା ଦେଖିବାକୁ ମିଳୁଛି। ଏହି ଘଟଣା ଏବେ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚତ୍ଛି। ବୁଧବାର ଶହୀଦନଗରରେ ପୋଲିସ ୩ ଜଣ ବାଇକ୍ ଚାଳକଙ୍କୁ ରାସ୍ତା…
ଗାଡ଼ିରେ ଦିନିକିଆ ପାସ୍ ଲଗାଇଲା ପୋଲିସ
ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ କୌଣସି ପାସ୍ ଆବଶ୍ୟକ ନାହିଁ। ସେମାନେ କେବଳ ଆଇକାର୍ଡ ଦେଖାଇ ଯାଇପାରିବେ ବୋଲି ପୋଲିସ ଡିଜି ଅଭୟ କହିଛନ୍ତି। ହେଲେ ବ୍ୟାଙ୍କ୍ ଓ ଅନ୍ୟ ଜରୁରୀ ସେବା ଯୋଗାଉଥିବା ସଂସ୍ଥା ପାଇଁ ପାସ୍ର ଆବଶ୍ୟକତା ରହିଥିବା…
ବାହାର ରାଜ୍ୟରେ ଫଶିଛନ୍ତି ବିଏଡ୍ ପରୀକ୍ଷାର୍ଥୀ, ରାସ୍ତାକଡ଼ରେ ଭୋକରେ ପଡ଼ି ରହିଛନ୍ତି ଠିକା ଶ୍ରମିକ
ଭୁବନେଶ୍ୱର,୨୭ା୩(ବ୍ୟୁରୋ): ଲକ୍ଡାଉନ୍ ପାଇଁ ଭୁବନେଶ୍ୱରରେ ଅନ୍ୟ ଜିଲାର ଶହ ଶହ ଠିକା ଶ୍ରମିକ ଫସି ରହି ଭୋକ ଉପାସରେ ରାସ୍ତା କଡ଼ରେ ପଡି ରହିଛନ୍ତି। ଗୁରୁବାର ରାମ ମନ୍ଦିର ଓ ଏହାର ଆଖପାଖରେ ବହୁ ଶ୍ରମିକ ଏପରି ଦୟନୀୟ ଅବସ୍ଥାରେ ଥିବା…

