୨ଦିନ ପ୍ରବଳ ଖରା, ୨୯ରେ ଝଡ଼ବର୍ଷା
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ଲୋକଙ୍କ ମନରେ ଭୟ ଥିବାବେଳେ ଏବେ ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ପ୍ରଚଣ୍ଡ ଖରା ଯୋଗୁ ରାଜ୍ୟର କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୯ଡିଗ୍ରୀ ସେଲସିୟସକୁ ଛୁଇଁଲାଣି। ଆସନ୍ତା ଦୁଇଦିନ ତାତି ଆହୁରି ବଢ଼ିବ…
ଘରୋଇ ହସ୍ପିଟାଲ ସହାୟତାରେ ସ୍ଥାପନ ହେବ ୧ହଜାର ବେଡ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ(କୋଭିଡ-୧୯) ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲ ସହାୟତାରେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ୧ହଜାର୍ ବେଡ ପାଇଁ ଆୟୋଜନ କରିଛନ୍ତି। ଏ ନେଇ…
ଦିଲ୍ଲୀରେ ଫସିରହିଛନ୍ତି ୭୦ ଓଡ଼ିଆ ଶ୍ରମିକ
ବ୍ରହ୍ମଗିରି,୨୬ା୩(ଡି.ଏନ୍.ଏ.)- ମହାମାରୀ କରୋନା ଭୂତାଣୁ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ୧୯୫ରୁ ଊର୍ଦ୍ଧ୍ୱ ଦେଶକୁ କରୋନା କାୟା ବିସ୍ତାର କରିସାରିଲାଣି। ଏହି ଭୂତାଣୁରୁ ରକ୍ଷା ପାଇବା ଏପର୍ଯ୍ୟନ୍ତ କୌଣସି ମେଡିସିନ ବାହାରି ନ ଥିବାବେଳେ କେବଳ ସଚେତନ ହିଁ…
କରୋନା ମୁକାବିଲା ଲାଗି ଖୋଲିଲା କଣ୍ଟ୍ରୋଲ ରୁମ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭାଇରସର ମୁକାବିଲା ଲାଗି ସାରା ଦେଶରେ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହି ଲକଡାଉନ ଘୋଷଣା ପରେ ଅଧିକାଂଶ ଓଡ଼ିଆ ଲୋକ ଦେଶ ତଥା ରାଜ୍ୟ ବାହାରେ ଅଟକି ରହିଯାଇଛନ୍ତି। ଏହି ଲୋକମାନେ ଓଡ଼ିଶା ଆସିବାକୁ କାକୁତି ମିନତି…
ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱରେ ମହାମାରୀ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢ଼ୁଥିବା ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧ ଦିନିଆ ଲକଡାଉନ ଘୋଷଣା କରିଥିଲେ। ରାଜ୍ୟରେ ମଧ୍ୟ କଂରୋନା ସଂକ୍ରମଣର ଭୟ ବଢ଼ୁଥିବା ଦେଖି…
ଅସ୍ଥାୟୀ ଭାବେ ରାଜମହଲ ଛକକୁ ସ୍ଥାନାନ୍ତର ହେଲା ୧ ନଂ ପରିବା ହାଟ
ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ବର୍ତ୍ତମାନ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସାମାଜିକ ଦୂରତା ବଜାୟ ରଖିବା ସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ…
ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ଲାଗି ପ୍ରସ୍ତାବ
ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ରାଜ୍ୟରେ କରୋନା ଭୂତାଣୁ (କୋଭିଡ୍-୧୯)କୁ ରୋକିବା ଓ ସଂକ୍ରମିତ ରୋଗୀଙ୍କ ନିମନ୍ତେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ୍ ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ ଦେଇଛନ୍ତି।…
ଓଡ଼ିଶା ଫେରିଲେ ଆନ୍ଧ୍ରରେ ଫସିଥିବା ୪୫ ବିଇଡି ଛାତ୍ରୀଛାତ୍ର
ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଓଡ଼ିଶାରୁ ବିଇଡି ପରୀକ୍ଷା ଦେବା ପାଇଁ ଆସି ଆନ୍ଧ୍ରପ୍ରଦେଶରେ ପ୍ରାୟ ୪୫ଜଣ ଓଡ଼ିଆ ଛାତ୍ରୀଛାତ୍ର ଫସିଥିଲେ। ଏହି ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ ସୁବିଧାରେ ଓଡ଼ିଶା ଫେରାଇ ଦିଆଯାଇଛି। ଆନ୍ଧ୍ରପ୍ରଦେଶର ପ୍ରକାଶସମ୍ ଜିଲା ମିର୍ଜାପୁରମ୍କୁ…
୪୦ ଡିଗ୍ରୀ ଛୁଇଁବ ପାରଦ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ ତାତି ବଢି ଚାଲିଛି। । ଆସନ୍ତା ସପ୍ତାହ ମଧ୍ୟରେ ପାରଦ ୪୦ ଡିଗ୍ରୀ ସେଲସିୟସକୁ ଛୁଇଁବ। ବଲାଙ୍ଗୀର, ଟିଟିଲାଗଡ, ସୋନପୁର, ସମ୍ବଲପୁର, ଝାରସୁଗୁଡା ଆଦି ଜିଲାରେ ସର୍ବୋଚ୍ଚ ତାପମାତ୍ରା ୩୮ରୁ ୪୦ ଡିଗ୍ରୀ ସେଲସିୟସ ମଧ୍ୟରେ ରହିବ। ଏପ୍ରିଲ…
ବୁଲା ଜୀବଜନ୍ତୁଙ୍କୁ ମିଳୁନି ଖାଦ୍ୟ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱ ଏବେ କରୋନା ମହାମାରୀର ଶିକାର ହୋଇଛି। ଏଭଳିସ୍ଥିତିରେ ସମଗ୍ର ଦେଶ ଏବଂ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରରେ ଗତ ରବିବାରଠାରୁ ଲକ୍ଡାଉନ ଘୋଷଣା ହେବା ପରଠାରୁ ଅଧିକାଂଶ ଜନସାଧାରଣ ଘରେ ରହିବାକୁ ଉଚିତ…
ରାଜ୍ୟ ବାହାରେ ଥିବା ସରକାରୀ ରହଣି ସ୍ଥାନର ବୁକିଂ ସ୍ଥଗିତ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ଦେଶର ବିଭିନ୍ନ ସହରରେ ଥିବା ଓଡ଼ିଶା ଭବନ, ଓଡ଼ିଶା ସଦନ, ଓଡ଼ିଶା ନିବାସ ଏବଂ ଉତ୍କଳ…
ସମଗ୍ର ରାଜ୍ୟରେ ଲକ୍ଡାଉନ୍ କଡ଼ାକଡ଼ି
ଭୁବନେଶ୍ୱର,୨୬ା୩ (ବ୍ୟୁରୋ): ଦେଶରେ କରୋନା ଭାଇରସର ମୁକାବିଲା ଲାଗି ମଙ୍ଗଳବାର ମଧ୍ୟରାତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଆସନ୍ତା ୨୧ଦିନ ପର୍ଯ୍ୟନ୍ତ ଘରୁ ପଦାକୁ ବାହାରିବା ଉପରେ କଟକଣା ଲାଗୁ କରାଯାଇଛି। ଜରୁରୀ କାର୍ଯ୍ୟ କିମ୍ବା…

