ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆର୍ବିଆଇ ଗଭର୍ନର
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଆର୍ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଶକ୍ତିକାନ୍ତ ଅପରାହ୍ନ ୫ଟା ୩୦ରେ ଲୋକସେବା ଭବନ ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗ ନେଇ ସୌଜନ୍ୟମୂଳକ...
ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା
ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗୁରୁବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ...
ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଜାରି: କିଛି ଅବୈଧ ନିର୍ମାଣ ଛାଡ଼ିବାକୁ ନେଇ ଉତ୍ତେଜନା
ପୁରୁଣା ଭୁବନେଶ୍ୱର,୧୨।୧୨(ଡି.ଏନ୍.ଏ.): ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ବିଏମ୍ସି, ବିଡିଏ, ମନ୍ଦିର ପ୍ରଶାସନର ମିଳିତ ଟିମ୍ ଗୁରୁବାର ପୂର୍ବାହ୍ନ ୧୦ଟାରେ ମନ୍ଦିର ଦକ୍ଷିଣ ଦ୍ୱାରପଟୁ ଭାଙ୍ଗିବା କାର୍ଯ୍ୟ ଆରମ୍ଭ କରିଥିଲେ। ଏଠାରେ ଥିବା ୬ଟି...
ରାଜ୍ୟ ସରକାରଙ୍କ ହାତୀ ସୁରକ୍ଷା ଚିନ୍ତା: ହେବ ଅଭୟାରଣ୍ୟ, ବେକରେ ଲାଗିବ ରେଡିଓ କଲାର
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ବିଗତ ଦିନରେ ବିଦ୍ୟୁତ୍ ସଂସ୍ପର୍ଶରେ ହେଉ ଅଥବା ଟ୍ରେନ୍ ଧକ୍କାରେ ହାତୀଙ୍କ ଅକାଳ ମୃତ୍ୟୁକୁ ନେଇ ରା୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି। ସରକାର ହାତୀଙ୍କ ସୁରକ୍ଷା ପାଇଁ ନୂତନ ଉଦ୍ୟମ କରିବାକୁ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର...
ସିଏବି ବିଲ୍କୁ ସମର୍ଥନ: ବିଜେଡିକୁ ସମାଲୋଚନା କଲେ କଂଗ୍ରେସ, ଆର୍ଜେଡି
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ନାଗରିକତ୍ୱ ସଂଶୋଧନ ବିଲ୍(ସିଏବି) ପାର୍ଲାମେଣ୍ଟରେ ଅନୁମୋଦନ ଲାଭ କରିଛି। ଲୋକ ସଭାରେ ସୋମବାର ବିଲ୍ଟି ଗୃହୀତ ହୋଇଥିବା ବେଳେ ବୁଧବାର ରାଜ୍ୟ ସଭାରେ ପାରିତ ହୋଇଯାଇଛି। ଉଭୟ ସଦନରେ ସିଏବି ବିଲ୍କୁ ବିଜେଡି ପକ୍ଷରୁ ସମର୍ଥନ କରାଯାଇଥିଲା। ଏହାକୁ...
ଆଜିଠୁ ୫-ଟିରେ ସାମିଲ ହେଲା କୃଷି ବିଭାଗ: ଚାଷୀଙ୍କ ସହ ବ୍ୟକ୍ତିଗତ ଭାବେ କଥା ହେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ୫-ଟିରେ ଗୁରୁବାର ସାମିଲ ହୋଇଛି କୃଷି ଓ କୃଷକ ସଶକ୍ତିକରଣ ବିଭାଗ। ଏହି ଅବସରରେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଚାଷ ଓ ଚାଷୀଙ୍କ ଉପରେ...
ମାଷ୍ଟର ସେଫ୍ରେ ଓଡ଼ିଆ ପୁଅ ଅବିନାଶ: ବିଚାରକଙ୍କୁ ‘ଚିକେନ୍ ବେସର’ ଖୁଆଇ କଲେ ଚକିତ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଲୋକପ୍ରିୟ ରାନ୍ଧଣା ଶୋ’ ‘ମାଷ୍ଟର ସେଫ୍ ସିଜନ-୬’ରେ ଓଡ଼ିଆ ପୁଅ ଅବିନାଶ ନାୟକଙ୍କ କମାଲ। ଜାତୀୟ ଟେଲିଭିଜନ ସଂସ୍ଥା ଷ୍ଟାର ପ୍ଲସ୍ରେ ପ୍ରସାରିତ ହେଉଥିବା ଏହି ଶୋ’ରେ ଅବିନାଶ ଅଡିସନ ରାଉଣ୍ଡରେ ମନୋନୀତ ହୋଇଛନ୍ତି। ଏପରି କରିବାରେ ସେ...
୫-ଟି ଅଧୀନକୁ ଆସିଲା ଉଚ୍ଚଶିକ୍ଷା ବିଭାଗ: କଡ଼ାକଡ଼ି ଯାଞ୍ଚ ହେବ ଶିକ୍ଷକଙ୍କ ବାୟୋମେଟ୍ରିକ୍ ଉପସ୍ଥାନ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ୫-ଟି ଅଧୀନକୁ ଆସିଛି। ଏନେଇ ବିଭାଗ ପକ୍ଷରୁ ୧୭ ସୁତ୍ରୀ ଆକ୍ସନ ପ୍ଲାନ ସହ ନୋଡ଼ାଲ ଅଫିସର ନିଯୁକ୍ତ କରାଯାଇଛି। ଆକ୍ସନ ପ୍ଲାନରେ ସ୍କଲାରସିପ୍ କାଉନ୍ସିଲ ଗଠନ ପାଇଁ ଉଲ୍ଲେଖ ରହିଛି। ଅଧ୍ୟାପକମାନଙ୍କ...
ରେଳ ଲାଇନ୍ରେ ଶୌଚ କରି ୪୭ ଗିରଫ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରେଳପଥରେ ସ୍ବଚ୍ଛତାକୁ ଗୁରୁତ୍ୱ ଦେଇ ଟ୍ରାକ୍ରେ ଶୌଚ ନ କରିବାକୁ ଭାରତୀୟ ରେଳପଥ ପକ୍ଷରୁ ସଚେତନ କରାଯାଉଛି। ଭୁବନେଶ୍ୱର ଆରପିଏଫ ପୋଷ୍ଟ ଟ୍ରାକ୍ରେ ଶୌଚ କରୁଥିବା ୪୭ଜଣଙ୍କୁ ଗିରଫ କରିଛି। ଭୁବନେଶ୍ୱର ମୁଖ୍ୟ ରେଳଷ୍ଟେଶନସ୍ଥିତ ଫାଳିକିଆ ବସ୍ତି, ବଙ୍ଗାଳି...
ମୋ ସରକାର ଅଧୀନକୁ ଆସିବ କୃଷି ବିଭାଗ
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ମୋ ସରକାର କାର୍ଯ୍ୟକ୍ରମ ଅଧୀନକୁ ଗୁରୁବାର ଆସିବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନରେ ପୂର୍ବାହ୍ନ ୧୧ଟା ୪୫ରେ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମ ଲାଗୁ ହେବା ଦ୍ୱାରା କାଳିଆ...
କୁଜଙ୍ଗ ବଳାତ୍କାର ଘଟଣା: ୧୮ ସୁଦ୍ଧା ଅଭିଯୁକ୍ତ ଗିରଫ ନ ହେଲେ ରେଳରୋକୋ କରିବ ଭାଜପା
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ନାରୀ ନିର୍ଯାତନା, ମହିଳା ଓ ନାବାଳିକା ବଳାତ୍କାର ଭଳି ନିନ୍ଦନୀୟ ଘଟଣା ଦିନକୁ ଦିନ ବୃଦ୍ଧି ପାଇଚାଲିଛି। ରାଜ୍ୟର ବହୁଚର୍ଚ୍ଚିତ ବଳାତ୍କାର ଏବଂ ନିର୍ଯାତନା ଘଟଣାଗୁଡିକରେ ଶାସକ ଦଳର ସମ୍ପୃକ୍ତି ଥିବା ପ୍ରମାଣିତ ହୋଇଛି ବୋଲି ଭାଜପା...
ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍ବିଆଇ ଗଭର୍ନର
ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀ-ଗଭର୍ନରଙ୍କ ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ, ମୁଖ୍ୟ...
Archives


