ପିଜି ପାଠ୍ୟକ୍ରମ ପାଇଁ ଏକକ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଏଣିକି ପିଜି ପାଠ୍ୟକ୍ରମରେ ନାମ ଲେଖାଇବାକୁ ବିଭିନ୍ନ ବିଶ୍ୱବିଦ୍ୟାଳୟ ପକ୍ଷରୁ ପୃଥକ୍ ଭାବେ ପ୍ରବେଶିକା ପରୀକ୍ଷା ବଦଳରେ ଏକକ ପ୍ରବେଶିକା ପରୀକ୍ଷା କରାଯିବ। ଏହି ପ୍ରବେଶିକା ପରୀକ୍ଷାର ମେଧା ତାଲିକା ଅନୁଯାୟୀ ପ୍ରାର୍ଥୀମାନେ ବିଶ୍ବବିଦ୍ୟାଳୟରେ ନାମ ଲେଖାଇପାରିବେ। ଏହାସହ ବିଶ୍ବବିଦ୍ୟାଳୟ...
୫-ଟି ପ୍ରଭାବ: ୩ ମାସର ସମସ୍ୟା ୩ ଘଣ୍ଟାରେ ସମାଧାନ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ ମଙ୍ଗଳବାର ଭଦ୍ରକ ଜିଲା ଗସ୍ତ କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଥିଲେ। ଏହି ଗସ୍ତ ପରେ ୫-ଟି ସଚିବ ଅଚାନକ ସରକାରଙ୍କ ଦ୍ୱାରା ପରିଚାଳିତ ଏକ...
ଆଜିଠାରୁ ବିଧାୟକ କଲୋନୀ ଭଙ୍ଗାହେବ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ବିଧାୟକଙ୍କ ସରକାରୀ କ୍ୱାର୍ଟର୍ସ ବୁଧବାର ଠାରୁ ଭଙ୍ଗା ଆରମ୍ଭ ହେବ ବୋଲି ଜଣାପଡିଛି । ୨୪ ଜଣ ବିଧାୟକ କ୍ୱାଟର୍ସ ଛାଡି ସାରିଲେଣି। ୪୨ଟି କ୍ୱାଟର୍ସ ଭାଙ୍ଗି ୧୦ ମହଲା ବିଶିଷ୍ଟ ବହୁତଳ ଅଟ୍ଟାଳିକା ନିର୍ମାଣ କରାଯିବ। ଏ...
କଂଗ୍ରେସର ଭାରତ ବଞ୍ଚାଓ ସମାବେଶ: ଆଜି ଦିଲ୍ଲୀ ଯିବେ ଓଡ଼ିଶା ନେତା, କର୍ମୀ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ଦଳର ଗୋଟିଏ ବଡ଼ ଗୋଷ୍ଠୀ ବର୍ତ୍ତମାନ ସକ୍ରିୟ ହୋଇଯାଇଥିବା ଜଣାପଡ଼ିଛି। ସୋମବାର ଗୋଟିଏ ବଡ଼ ଗୋଷ୍ଠୀ ସୋନିଆଙ୍କୁ ଭେଟି ପିସିସି ସଭାପତି ବିରୋଧୀ ମନ୍ତବ୍ୟ ରଖିଥିବା ଜଣାପଡିଛି।...
ଟୋକନ ବ୍ୟବସ୍ଥାରେ ଅସୁବିଧା ଭୋଗୁଛନ୍ତି ଚାଷୀ: କଂଗ୍ରେସ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ରାଜ୍ୟ ସରକାର ଚଳିତବର୍ଷ ଧାନ ବିକ୍ରି ପାଇଁ ଟୋକନ୍ ବ୍ୟବସ୍ଥା କରିଥିବାରୁ ଚାଷୀ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି। ଏଥର ଧାନ କ୍ରୟ ବ୍ୟବସ୍ଥାରେ ଉପୁଜୁଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ...
ବିଧାନ ପରିଷଦ ପାଇଁ ବାଟ ଫିଟୁଛି
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ଓଡ଼ିଶାରେ ବିଧାନ ପରିଷଦ ପ୍ରତିଷ୍ଠା ନେଇ ବିଧାନସଭାରେ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଯାଇଛି। ଏଥିପାଇଁ କେବଳ କେନ୍ଦ୍ରର ଅନୁମତି ଆବଶ୍ୟକ। ତେଣୁ ଆସନ୍ତା ବଜେଟ ଅଧିବେଶନରେ ଓଡ଼ିଶାରେ ବିଧାନ ପରିଷଦ ସଂକ୍ରାନ୍ତ ବିଲ୍ ଆସିବା ନେଇ ବିଜେଡି ଆଶାବାଦୀ ରହିଛି।...
୭ମ ରାଜ୍ୟ ଟେଲି ପୁରସ୍କାର:‘ରହିଛି ରହିବି ତୋରି ପାଇଁ’ ଶ୍ରେଷ୍ଠ ଧାରାବାହିକ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):୨୦୧୮ ମସିହା ଲାଗି ମଙ୍ଗଳବାର ୭ମ ରାଜ୍ୟ ଟେଲି ପୁରସ୍କାର ଘୋଷଣା ହୋଇଛି। ଏଥର ଶ୍ରେଷ୍ଠ ଟେଲି ଧାରାବାହିକ ଭାବେ ପ୍ରଦ୍ୟୁମ୍ନ କୁମାର ଲେଙ୍କାଙ୍କ ‘ରହିଛି ରହିବି ତୋରି ପାଇଁ’ ମନୋନୀତ ହୋଇଛି। ସେହିଭଳି ଏହି ଧାରାବାହିକର ହରିଶ ମହାନ୍ତିଙ୍କୁ...
ଲିଟିଲ୍ ଷ୍ଟାର ଗ୍ରୁପ୍ ପକ୍ଷରୁ ଶିକ୍ଷା ବିକାଶ ଯାତ୍ରା
ଭୁବନେଶ୍ୱର,୧୧ା୧୨:ପିଲାମାନଙ୍କୁ ବିଦ୍ୟାଳୟ ଚାରିକାନ୍ଥ ଭିତରୁ ବାହାର କରି ବାହାର ଦୁନିଆ ବିଷୟରେ ଜ୍ଞାନ ପ୍ରଦାନ କରିବା ଲକ୍ଷ୍ୟରେ ପୁରୀ ଜିଲା ନିମାପଡ଼ାର ଶିଶୁ ବିକାଶ ଅନୁଷ୍ଠାନ ଲିଟିଲ୍ ଷ୍ଟାର ଗ୍ରୁପ୍ ପକ୍ଷରୁ ମଙ୍ଗଳବାର ୧୫ତମ ଶିକ୍ଷା ବିକାଶ ଯାତ୍ରା ଅନୁଷ୍ଠିତ...
୩୦ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷିତ:ବିଜୟ ମିଶ୍ରଙ୍କୁ ‘ଜୟଦେବ ପୁରସ୍କାର’
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):ବରିଷ୍ଠ ଚଳଚ୍ଚିତ୍ର ନିର୍ଦ୍ଦେଶକ, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କୁ ୨୦୧୮ ମସିହା ପାଇଁ ଓଡ଼ିଆ ଚଳଚ୍ଚିତ୍ର କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ‘ଜୟଦେବ ପୁରସ୍କାର’ ପ୍ରଦାନ କରାଯିବ। ସଂଳାପ ରଚନା ଓ ଚଳଚ୍ଚିତ୍ର ନିର୍ଦ୍ଦେଶନା କ୍ଷେତ୍ରରେ ଜୀବନବ୍ୟାପୀ...
ବକେୟା ପାଇଁ ଦେବାଳିଆ ହେଲେଣି ବିଦ୍ୟୁତ୍ ବଣ୍ଟନ କମ୍ପାନୀ: ବିଦ୍ୟୁତ୍ କାଟ ଚେତାବନୀ ଦେଲା ସେସୁ
ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଉପଭୋକ୍ତାଙ୍କ ବିଦ୍ୟୁତ୍ ବିଲ୍ ବକେୟା ବଣ୍ଟନ କମ୍ପାନୀଗୁଡିକୁ ଦେବାଳିଆ କରି ସାରିଲାଣି। ବାକି ଟଙ୍କା ଆଦାୟ ନ କଲେ କମ୍ପାନୀଗୁଡିକୁ ଚଳାଇବା ସମ୍ଭବ ହେବ ନାହିଁ। ବିଦ୍ୟୁତ୍ ବିଲ୍ ଆଦାୟ କରିବା ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି।...
ଆସନ୍ତା ଶିକ୍ଷାବର୍ଷରୁ ପିଜି ପାଠ୍ୟକ୍ରମ ପାଇଁ ହେବ ଏକକ ପ୍ରବେଶିକା ପରୀକ୍ଷା: ମନ୍ତ୍ରୀ
ଭୁବନେଶ୍ୱର, ୧୦ା୧୨(ବ୍ୟୁରୋ)- ପିଜି ପାଠ୍ୟକ୍ରମ ପାଇଁ ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟରେ ଏକକ ପ୍ରବେଶିକା ପରୀକ୍ଷା ହେବ। ଏହା ସହିତ ଜୁନ୍ ୧୫ ସୁଦ୍ଧା ସବୁ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ପରୀକ୍ଷା ଫଳ ପ୍ରକାଶ କରିବେ। ମଙ୍ଗଳବାର ଇମେଜ୍ଠାରେ ଆୟୋଜିତ ବିଶ୍ୱବିଦ୍ୟାଳୟ...
ବିଦ୍ୟୁତ୍ ବକେୟା ପୈଠ ନ କଲେ ଜାନୁୟାରୀ ୧୫ରୁ ଲାଇନ୍ ବନ୍ଦ: ସେସୁ ସିଇଓ
ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ସେସୁର ଆର୍ଥିକ ସ୍ଥିତି ବର୍ତ୍ତମାନ ସେତେ ଭଲ ନାହିଁ। ଲୋକଙ୍କୁ ଗୁଣାତ୍ମକ ମାନଯୁକ୍ତ ବିଦ୍ୟୁତ୍ ଦେବାକୁ ହେଲେ ଆମକୁ ଅର୍ଥ ଦରକାର। ଏହାକୁ ନେଇ ଉପଭୋକ୍ତାମାନଙ୍କୁ ବକେୟା ବିଦ୍ୟୁତ୍ ବିଲ୍ ପୈଠ କରିବାକୁ ପଡ଼ିବ। ବକେୟା ବିଲ୍ ସମ୍ପର୍କରେ...
Archives


