ମେଟ୍ରୋ

ଆନ୍ଧ୍ରପ୍ରଦେଶରେ ଫସିଥିବା ୭୦ ଓଡ଼ିଆ ଶ୍ରମିକଙ୍କୁ ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା-ମୋ ପରିବାର’

ଭୁବନେଶ୍ୱର,୨୫।୩(ବ୍ୟୁରୋ):ଘାତକ କରୋନା ଭୂତାଣୁ ମୁକାବିଲାକୁ ନେଇ ଉପୁଜିଥିବା ଜଟିଳ ପରିସ୍ଥିତିରେ ଓଡ଼ିଶାର ୭୦ ଶ୍ରମିକ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲା ଅନ୍ତର୍ଗତ ପେଡ଼ାତଡ଼େପଲ୍ଲୀ ସ୍ଥାନରେ ଫସି ରହିଥିଲେ। ସେମାନଙ୍କୁ ସହାୟତାର ହାତ ବଢ଼ାଇଛି ‘ଓଡ଼ିଶା ମୋ ପରିବାର’। ସୂଚନାନୁଯାୟୀ, ଭଦ୍ରକର ୧୫ଜଣ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତାର ସୁଅ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆରଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ୩ ମାସର ଦରମା କରୋନା ମୁକାବିଲା ପାଇଁ ଦାନ କରିଥିଲେ। ଏହା…

୫୦ରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଅଫିସ ମନା

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିବାରେ ଲାଗିଛନ୍ତି। ମଙ୍ଗଳବାର ୫୦ବର୍ଷ ଏବଂ ତା’ଠାରୁ ଅଧିକ ବୟସର ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିିୟମ ଘୋଷଣା କରାଯାଇଛି। ୫୦ବର୍ଷରୁ ଅଧିକ ବୟସ୍କ…

ଔଷଧ ଦୋକାନରୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଖାଲି

କଟକ ଅଫିସ, ୨୫ା୩: କରୋନା ରୋକିବା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଆଉ ଯଦି କୌଣସି ଔଷଧ ଏହା ଭଲ ହେବା ପାଇଁ ଶୁଣିବାକୁ ମିଳୁଛି ତାହା ବଜାରରୁ ଗାଏବ ହୋଇଯାଇଛି। କିଛିଦିନ ପୂର୍ବେ ଇଣ୍ଡିଆନ କାଉନସିଲ ଫର…

ସିଲ୍‌ ହେଲା ହୋଟେଲ ଦେବଭୂମି

ପୁରୀ ଅଫିସ,୨୫ା୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ ମାନି…

ହସ୍ପିଟାଲରେ ନାହିଁ ପିପିଇ କିଟ୍‌

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଇଟାଲୀ ଏବଂ ସ୍ପେନ୍‌ ଭଳି ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୃଷ୍ଟି ହୋଇପାରେ ଏକ ବିରାଟ ସଙ୍କଟ। କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ନିକଟରେ ଆବଶ୍ୟକ ପର୍ସନାଲ ପ୍ରୋଟେକ୍ସନ ଇକ୍ୱିପ୍‌ମେଣ୍ଟ(ପିପିଇ) କିଟ୍‌…

ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ

କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍‌ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ ବିିଭିନ୍ନ କଟକଣା ଜାରି ହୋଇଛି। ତେବେ ଜରୁରୀ ସେବା ଯୋଗାଉଥିବା ଡାକ୍ତର, ନର୍ସ ଏବଂ…

୧୦୦ ପଞ୍ଜୀକୃତଙ୍କଠାରେ କରୋନା ଲକ୍ଷଣ ସନ୍ଦେହ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ନୂଆ କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ୨ଜଣ ପଜିଟିଭ୍‌ ଆକ୍ରାନ୍ତ ରହିଛନ୍ତି। ଏହି ଦୁଇ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୫ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେଶନ୍‌ରେ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୩୮୬୧ ଜଣ ୧୦୪…

ଅନ୍‌ଲାଇନ୍‌ରେ ଡିଏଲ୍‌, ଏଲ୍‌ଏଲ୍‌ ଆବେଦନ ବନ୍ଦ

କଟକ ଅଫିସ,୨୫ା୩: ନୂତନ ମୋଟର ଯାନ ଆଇନ୍‌ କଡ଼ାକଡ଼ି ଭାବେ ଲାଗୁ ହେବା ପରେ ରାଜ୍ୟର ପ୍ରାୟତଃ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ ଲୋକମାନଙ୍କ ଭିଡ ଦେଖିବାକୁ ମିଳିଥିଲା। କରୋନା ଭୂତାଣୁର ଭୟାବହତା ସତ୍ତ୍ବେ ଆର୍‌ଟିଓଗୁଡିକରେ ଭିଡ଼ କମି ନ ଥିଲା।…

ଲକ୍‌ଡାଉନ୍‌ର ୩ୟ ଦିନ, ରାଜଧାନୀ ଜନଶୂନ୍ୟ

ଭୁବନେଶ୍ୱର,୨୪।୩ (ବ୍ୟୁରୋ)-ଲକ୍‌ଡାଉନ୍‌ର ତୃତୀୟ ଦିନରେ ରାଜଧାନୀ ରାଜରାସ୍ତା ଶୂନଶାନ ଦେଖିବାକୁ ମିଳିଛି। ପୋଲିସ ଏବଂ ଜରୁରୀ ସେବା ଯୋଗାଉଥିବା କର୍ମଚାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ଦେଖିବାକୁ ମିଳି ନ ଥିଲା। ଲକ୍‌ଡାଉନ୍‌ ପରଦିନ ରାଜଧାନୀର ଅଧିକାଂଶ ଲୋକେ ଏହି ନିୟମକୁ ମାନି ନ…

ବୁଲା ଜୀବଜନ୍ତୁଙ୍କୁ ମିଳୁନି ଖାଦ୍ୟ: ସହାୟତାର ହାତ ବଢାଇଛନ୍ତି ସ୍ବେଚ୍ଛାସେବୀ

ଭୁବନେଶ୍ୱର,୨୪ା୩(ବ୍ୟୁରୋ)- ସାରା ବିଶ୍ୱ ଏବେ କରୋନା ମହାମାରୀର ଶିକାର ହୋଇଥିବା ବେଳେ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ସମଗ୍ର ଦେଶ ଓ ରାଜ୍ୟକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ମାନିନେଇ ଅଧତ୍କାଂଶ ଜନସାଧାରଣ ଘରେ ରହିବାକୁ ଉଚିତ୍ ମଣିଥତ୍ବା ବେଳେ…

ବନ୍ଦ ହେଲା ମୋ ସାଇକେଲ

ଭୁବନେଶ୍ୱର, ୨୪ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ପକ୍ଷରୁ ଭୁବନେଶ୍ୱରରେ ମୋ ସାଇକେଲ୍ ଚଳାଚଳ ବନ୍ଦ ରଖାଯାଇଛି। ବୁଧବାରଠାରୁ ମୋସାଇକେଲ୍ ଚଳାଚଳ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?