ମେଟ୍ରୋ

୩ ବର୍ଷରେ ଚାଇନାକୁ ୪ କୋଟି ମେଟ୍ରିକ୍ ଟନ୍‌ରୁ ଅଧିକ ଲୁହାପଥର ରପ୍ତାନି କରିଛି ଓଡ଼ିଶା

ଭୁବନେଶ୍ୱର, ୨୦।୩: ଗତ ତିନି ବର୍ଷ ମଧ୍ୟରେ ଓଡ଼ିଶା ଚାଇନାକୁ ୪,୧୮,୭୯,୦୫୦ ମେଟ୍ରିକ୍ ଟନ୍‌ ଲୁହାପଥର ରପ୍ତାନି କରିଛି, ଯାହା ରାଜ୍ୟ ପାଇଁ ଯଥେଷ୍ଟ ରାଜସ୍ୱ ଆଣିଛି। ଗୁରୁବାର ଓଡ଼ିଶା ବିଧାନସଭାରେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି...

B.Ed ନାଁ ଲେଖା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ତାରିଖରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୨୦।୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ଼/ଏମ. ଏଡ଼/ ବି.ଏଚ.ଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ...

ଏପ୍ରିଲରୁ ଭୁବନେଶ୍ୱର-ଗୋଆ ସିଧାସଳଖ ବିମାନ ସେବା

ଭୁବନେଶ୍ୱର,୨୦।୩: ଓଡ଼ିଶା ରାଜଧାନୀ ଏବଂ ଗୋଆ ମଧ୍ୟରେ ସିଧାସଳଖ ବିମାନ ସେବା ୧ ଏପ୍ରିଲରୁ ଆରମ୍ଭ ହେବ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହା ପ୍ରକାଶ କରାଯାଇଛି। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA) ଏବଂ ଗୋଆର ଡାବୋଲିମ୍...

ନବୀନଙ୍କୁ ଗୋଇଠା ମାରୁଥିଲେ ପାଣ୍ଡିଆନ୍‌: ସାଙ୍ଘାତିକ ଗୁମର ଖୋଲିଲେ ଭାଜପା ବିଧାୟକ

ଭୁବନେଶ୍ୱର,୨୦।୩: ୨୦୨୪ ନିର୍ବାଚନରେ ବିଜେଡି ନେତା ଭି କେ ପାଣ୍ଡିଆନ୍‌ ରାଜନୀତିରୁ ସନ୍ୟାସ ଘୋଷଣା କରିଥିଲେ। କିନ୍ତୁ ତାଙ୍କୁ ନେଇ ଓଡ଼ିଶା ରାଜନୀତିରେ ଚର୍ଚ୍ଚା ଥମିବାର ନାଁ ଧରୁନି। ଅଧିକାଂଶ ସମୟରେ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ୍‌ କରିବାକୁ ପଛାଉ...

‘ଗୋପାଳ ପ୍ରକୃତ ଦୋଷୀ ନୁହେଁ, ତାକୁ ବେଲ୍‌ରେ ଛାଡ଼’

ଭୁବନେଶ୍ୱର,୨୦।୩: ରାଜ୍ୟର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା ଦିନକୁ ଦିନ ନୂଆମୋଡ଼ ନେଉଛି। ବୁଧବାର ତାଙ୍କ ପତ୍ନୀ ମୀନତି ଦାସ ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଏହାକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଏବେ...

ଓଡ଼ିଶାରେ ରହିଛି ଭରପୂର ସୁନା; ବିଧାନସଭାରେ ଉତ୍ତର ରଖି ଖଣି ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୦।୩: ଓଡ଼ିଶାରେ ଭରପୂର ସୁନା ରହିଛି। ଦେବଗଡ଼, କେନ୍ଦୁଝର ପରେ ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୋଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର ଏବଂ ବୌଦ୍ଧ ଜିଲାରେ ବି ସୁନା ଖଣି ରହିଛି। ସେହିଭଳି ମୟୂରଭଞ୍ଜ ଜିଲାର ଯଶିପୁର, ସୁରିଆଗୁଡ଼ା, ରୁଆଁସି, ଇଡେଲକୁଚା, ମାରେଡିହି...

ରାଜଧାନୀରେ ୪୬୦ ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ

ଭୁବନେଶ୍ୱର,୨୦ା୩: ଭୁବନେଶ୍ବରରେ ୪ଶହ ୬୦ଟି ସ୍କୁଲ ବସ୍‌ରେ ଫିଟ୍‌ନେସ୍‌ ନାହିଁ। ବିନା ଫିଟନେସ୍‌ରେ ପିଲାଙ୍କୁ ନେବା ଆଣିବା କରୁଛି ସ୍କୁଲ ବସ୍‌। ଭୁବନେଶ୍ବରରେ ୧୪୮୪ ସ୍କୁଲ ବସ୍‌ ପଞ୍ଜୀକୃତ ହୋଇଥିବାବେଳେ ସେଥିରୁ ୪୬୦ର ଫିଟ୍‌ନେସ୍‌ ନାହିଁ। ବିଧାନସଭାରେ ପରିବହନ ମନ୍ତ୍ରୀ...

ଜୀବନ ଧନ ମୋ ପଖାଳ କଂସା

ଭୁବନେଶ୍ୱର,୨୦ା୩(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ପ୍ରତ୍ୟେକ ଓଡ଼ିଆର ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ କି ସହର ଯେଉଁଠାରେ ରୁହନ୍ତୁନା କାହିଁକି ଓଡ଼ିଆ ଲୋକଙ୍କର ପଖାଳ ପ୍ରତି ଥିବା ଲାଳସା କେବେବି...

ଗୃହରେ ରୋଚକ ଦୃଶ୍ୟ, ବିଧାନସଭାରେ ହୁଇସିଲ ମାରିଲେ ବିରୋଧୀ

ଭୁବନେଶ୍ୱର,୨୦।୩: ଆଜି ବିଧାନସଭାରେ ଦେଖିବାକୁ ମିଳିଛି ରୋଚକ ଦୃଶ୍ୟ। ଦୀର୍ଘଦିନ ଧରି ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରୁ ନ ଥିଲା। ସେହିପରି ଗୁରୁବାର ମଧ୍ୟ ସମାନ ଦୃଶ୍ୟ ଦେଖିବାକୁ ମିଳିଛି। ବିରୋଧୀଙ୍କ ହଙ୍ଗାମା ଯୋଗୁ ଗୃହକୁ ମୁଲତବୀ ଘୋଷଣା...

ମାଡ଼ି ଆସୁଛି ଝଡ଼ବର୍ଷା, ଏଇ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ...

୫୮ ନୂଆ ଶୀତଳଭଣ୍ଡାର

ଓଡ଼ିଶାରେ ଆବଶ୍ୟକ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ସଂରକ୍ଷଣ କରିପାରୁନାହାନ୍ତି। ଏଥିଯୋଗୁ ସେସବୁକୁ କମ୍‌ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅଭାବୀ ବିକ୍ରି ସମସ୍ୟା ଯୋଗୁ ରାଜ୍ୟରେ କେତେକେ ଚାଷପ୍ରତି ବିମୁଖ ହେଉଥିବା ଦେଖିବାକୁ ମିଳୁଛି।...

ୟୁଟ୍ୟୁବର ତପି ମିଶ୍ର ଗିରଫ

ଭୁବନେଶ୍ୱର,୧୯ା୩: ୟୁଟ୍ୟୁବର ସରୋଜ ମିଶ୍ର(ତପି)ଙ୍କୁ ବୁଧବାର ଗିରଫ କରିଛି ପୋଲିସ। ତପି ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍‌ଫୋସିଟି ଥାନା ପୋଲିସ ତାଙ୍କୁ ଗିରଫ କରିଛି। ସୂଚନାରୁ ପ୍ରକାଶ ଯେ, ୨୦୨୩ରେ ଲେଖିକା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri