ହ୍ରାସ ପାଇବ ପିଆଜ ଦର
ଭୁବନେଶ୍ୱର, ୯।୧୨(ବ୍ୟୁରୋ): ରାଜ୍ୟରେ ପିଆଜର ଅହେତୁକ ଦର ବୃଦ୍ଧି ସାଧାରଣ ଖାଉଟିଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏନେଇ ପିଆଜ ଦର ଲୋକସେବା ଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...
ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି
ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ କରିଛନ୍ତି। ଏହି ବିଧେୟକକୁ ସମର୍ଥନ ଦେଇଛି ବିଜେଡି। ଗୃହରେ ବିଧେୟକକୁ ଗୃହୀତ...
ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଆରମ୍ଭ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିର ପରିସରର ଉନ୍ନତୀକରଣ ଲାଗି ରାଜ୍ୟ ସରକାର ଯୋଜନା କରିଛନ୍ତି। ଏ ନେଇ ସୋମବାର ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ମନ୍ଦିର ସିଂହଦ୍ୱାରରୁ ଭଜନ ମଣ୍ଡପ ଏବଂ ସିଂହଦ୍ୱାରରୁ...
ନାଗରିକତ୍ୱ ସଂଶୋଧନ ବିଧେୟକ: ସମର୍ଥନ କରିବ ବିଜେଡି
ଭୁବନେଶ୍ୱର,୯ା୧୨:(ବ୍ୟୁରୋ): କେନ୍ଦ୍ର ସରକାର ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ କରିବାକୁ ଯାଉଛନ୍ତି। ଏହି ବିଧେୟକକୁ ଗୃହୀତ କରିବା ପାଇଁ ଭାଜପା ପକ୍ଷରୁ ଉଭୟ ସଦନରେ ବିଭିନ୍ନ ରାଜନୈତିକ ଦଳର ସହଯୋଗ ଲୋଡ଼ାଯାଇଛି। ସେହିକ୍ରମରେ ବିଜେଡିର ସହଯୋଗ ପାଇଁ...
ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ: ସରିଛି ୯୨ କି.ମି. ବାକି ରହିଛି ୧୯୭
ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ପ୍ରସ୍ତାବିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ମୋଟ ଦୈର୍ଘ୍ୟ-୨୮୯ କିଲୋମିଟର। ତନ୍ମଧ୍ୟରୁ ଏଯାବତ୍ ୯୨ କି.ମି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ କାର୍ଯ୍ୟକ୍ଷମ ହୋଇପାରିଛି। ଆହୁରି ୧୯୭ କି.ମି ରେଳପଥ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ସହ କାର୍ଯ୍ୟକ୍ଷମ ହେବାକୁ ବାକି ରହିଛି। ରେଳବାଇ...
ସାପକାମୁଡ଼ା ଜାଣିବା ପାଇଁ ନୂଆ ବ୍ୟବସ୍ଥା
କଟକ ଅଫିସ,୯ା୧୨: ସାପ କାମୁଡ଼ାରେ ମୃତ୍ୟୁବରଣ କରୁଥିବା ବ୍ୟକ୍ତିଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯାଉଛି। ତେଣୁ ଏହାର ଫାଇଦା କିଛି ଲୋକ ନେଉଛନ୍ତି। ହୃଦ୍ଘାତ କିମ୍ବା ବ୍ରେନ୍ ଷ୍ଟ୍ରୋକ୍ରେ ମୃତ୍ୟୁବରଣ କରୁଥିବା ରୋଗୀ ସାପ କାମୁଡ଼ାଜନିତ ଦର୍ଶାଇ ସରକାରୀ ସହାୟତା...
କାଜୁ ଉତ୍ପାଦନ, ପ୍ରକ୍ରିୟାକରଣ, ରପ୍ତାନିକୁ ଗୁରୁତ୍ୱ: ୨୩ରେ ଓଡ଼ିଶାରେ ହେବ ଜାତୀୟ ସମ୍ମିଳନୀ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସାରା ଦେଶରେ ଓଡ଼ିଶା ଅନ୍ୟତମ ପ୍ରମୁଖ କାଜୁ ବାଦାମ ଉତ୍ପାଦନ କରୁଥିବା ରାଜ୍ୟ। କାଜୁ ପୁଷ୍ଟିସାର ଜାତୀୟ ଖାଦ୍ୟ ହୋଇଥିବାରୁ ଏହାର ଦେଶ,ବିଦେଶରେ ଚାହିଦା ରହିଛି। ତେଣୁ ଏହା ସ୍ଥିର ଅର୍ଥନୈତିକ ଫାଇଦା ଦିଗ ରହିଥିବାରୁ କାଜୁ ଉତ୍ପାଦନ,...
ରାଜସ୍ଥାନ ଯାଇ ଜିତେନ୍ଦ୍ରଙ୍କୁ ଭେଟିଲା ମହିଳା କଂଗ୍ରେସ ଟିମ୍
ଭୁବନେଶ୍ୱର,୯ା୧୨(ବ୍ୟୁରୋ): କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିବାକୁ ଯାଇଥିବା ଓଡିଶା ମହିଳା କଂଗ୍ରେସ ନେତ୍ରୀମାନେ ରବିବାର ଦଳର ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂଙ୍କୁ ସାକ୍ଷାତ କରିଛନ୍ତି। ଏହି ଓଡ଼ିଆ ଟିମ୍ ଦିଲ୍ଲୀରୁ ରାଜସ୍ଥାନ ଜିତେନ୍ଦ୍ରଙ୍କ ଗାଁକୁ ଗସ୍ତ କରି ତାଙ୍କ...
ଆଗାମୀ ପୌର ନିର୍ବାଚନରେ ଅଂଶଗ୍ରହଣ କରିବ ଏଏପି
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ରାଜ୍ୟ ତଥା ଦେଶର ଜନତାଙ୍କୁ ସର୍ବନିମ୍ନ ମୌଳିକ ଆବଶ୍ୟକତା ଯୋଗାଇଦେବା ଯେ କୌଣସି ସରକାରର ମୂଳ ଦାୟିତ୍ୱ। ହେଲେ ଏହି ମୂଳ ଦାୟିତ୍ୱକୁ ପୂରଣ କରିବା ଦୂରର କଥା, ରାଜ୍ୟର ଅନ୍ୟାନ୍ୟ ଭିତ୍ତିଭୂମି ଏବଂ ଆଇନଶୃଙ୍ଖଳା ପରିସ୍ଥିତି ସଙ୍ଗୀନ...
ଘଟଣାର ତଦନ୍ତ ହୋଇ ସତ ବାହାରକୁ ଆସୁ: ଭାଜପା
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁର କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ତାଙ୍କ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବିଧାୟକଙ୍କ ଗାଡି ସହିତ ବିଜୁ ଯୁବ ବାହିନୀର ଏକ...
କୋଏମ୍ବାଟୁର-ଆସନ୍ସୋଲ ଚାଲିବ ସ୍ପେଶାଲ ଟ୍ରେନ୍ :ଭଦ୍ରକ ଓ ଭୁବନେଶ୍ୱର ଦେଇ ଚଳାଚଳ କରିବ
ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ତାମିଲନାଡ଼ୁର କୋଏମ୍ବାଟୁରରୁ ପଶ୍ଚିମବଙ୍ଗର ଆସନସୋଲ ମଧ୍ୟରେ ଭୁବନେଶ୍ୱର ଓ ଭଦ୍ରକ ଦେଇ ଚଳାଚଳ କରିବ ସ୍ପେଶାଲ ଟ୍ରେନ୍। କୋଏମ୍ବାଟୁରରୁ ଡିସେମ୍ବର ୨୮ ଏବଂ ଆସନସୋଲରୁ ଡିସେମ୍ବର ୩୦ ପର୍ଯ୍ୟନ୍ତ ଏହି ଟ୍ରେନ୍ ଚଳାଚଳ କରିବ। ଉଭୟ ଷ୍ଟେଶନ...
ରାଜଭବନରେ ଓଡ଼ିଆ ଖାଦ୍ୟ ଖାଇଲେ ରାଷ୍ଟ୍ରପତି
ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ସନ୍ଧ୍ୟା ୫ଟାରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କୁ ବିଦାୟ ଦେବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଗଣେଶୀ ଲାଲ,...
Archives


