ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ
କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ କଂଗ୍ରେସ ନେତା ସେକ୍ ଗୁଲଜାର(୩୪)ଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ଏହାସହ...
ସାଧୁ ବେଶରେ ଚୋରି କରି ୨ ଗିରଫ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଚୋରି ପାଇଁ ସାଧୁବେଶ ଭଳି ଅଭିନବ ଉପାୟ ଆପଣେଇବା ଶେଷରେ ମହଙ୍ଗା ପଡ଼ିଛି। ମିଠା କହି ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇ ଘରେ କଳାକନା ବୁଲାଉଥିବା ୨ ଅଭିଯୁକ୍ତଙ୍କୁ ରବିବାର ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ସେମାନେ...
କ୍ୟାମ୍ପସ୍ ହାଲଚାଲ୍: ପରୀକ୍ଷାଠୁ ପିକ୍ନିକ୍ ଯାଏ ଚାଲିଛି ଚର୍ଚ୍ଚା
କଟକ ଅଫିସ,୯ା୧୨- ସୋସିଆଲ ମିଡ଼ିଆ ସହ ଅଧିକ ମାତ୍ରାରେ ଜଡ଼ିତ ଯୁବପିଢ଼ି। ଏହି ଜରିଆରେ ଯୁବପିଢିଙ୍କ ପାଖରେ ଦେଶବିଦେଶର ଖବର ସବୁବେଳେ ମହଜୁଦ। ଘଟଣା ହେଉ କି ଦୁର୍ଘଟଣା, ଦେଶର ରାଜନୀତି ହେଉ କି ଅର୍ଥନୀତି। ସବୁ ପ୍ରସଙ୍ଗରେ ଯୁବପିଢି...
ନୋଟ୍ ବଦଳ ପାଇଁ କମିଶନ ୨ଲକ୍ଷ ଠକେଇ: ୪ ଗିରଫ
କଟକ ଅଫିସ,୯ା୧୨: ପୁରୀସ୍ଥିତ ଏକ ମଠର କର୍ମଚାରୀ ପରିଚୟ ଦେଇ ନୋଟ୍ ଏକ୍ସଚେଞ୍ଜ କରିବା ପାଇଁ କମିଶନ ଦେବାକୁ କହି ୨ଲକ୍ଷ ଟଙ୍କା ଠକି ନେବା ଅଭିଯୋଗରେ ୪ ଆନ୍ତଃଜିଲା ଠକଙ୍କୁ ଚାଉଳିଆଗଞ୍ଜ ପୋଲିସ ଗିରଫ କରି ରବିବାର କୋର୍ଟଚାଲାଣ...
କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁ ପଡ଼ିବା ଘଟଣା: ବଦଳିଲେ ଖେଳ ଶିକ୍ଷୟିତ୍ରୀ
ଭୁବନେଶ୍ୱର,୮।୧୨(ବ୍ୟୁରୋ): ବଦଳିଲେ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଖେଳ ଶିକ୍ଷୟିତ୍ରୀ। ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଏବଂ ଅଭିଭାବକଙ୍କ ଧାରଣା ପରେ ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀ ପଟ୍ଟନାୟକଙ୍କୁ ବଦଳି କରାଯାଇଛି। ଏନେଇ ଭୁବନେଶ୍ୱର ରିଜିଅନ୍ ଡେପୁଟି କମିଶନର ଚିଠି କରିଛନ୍ତି। ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀଙ୍କ ନିର୍ଯାତନାରେ ଅତିଷ୍ଟ...
ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛି ଓଡ଼ିଶା, ଭୂଖଣ୍ଡରେ ଛିଡ଼ା ହୋଇ ନିଜକୁ ଭାଗ୍ୟବାନ ମନେ କରୁଛି: ରାଷ୍ଟ୍ରପତି
ଭୁବନେଶ୍ୱର, ୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍ ଜୁବିଲିିର ଉଦ୍ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏହି ଅବସରରେ ବକ୍ତବ୍ୟ ରଖି ରାଷ୍ଟ୍ରପତି କହିଛନ୍ତି, ଓଡ଼ିଶା ସାରା ଜଗତକୁ ଶାନ୍ତିର ବାର୍ତ୍ତା ଦେଇଛି। ଏହି ଭୂଖଣ୍ଡରେ ଛିଡ଼ା ହୋଇ ମୁଁ ନିଜକୁ...
ବାଣୀବିହାର ପ୍ଲାଟିନମ୍ ଜୁବିଲି ଉଦ୍ଯାପନୀ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି
ଭୁବନେଶ୍ୱର,୮।୧୨(ବ୍ୟୁରୋ): ବାଣୀବିହାରର ପ୍ଲାଟିନମ୍ ଜୁବିଲିିର ଉଦ୍ଯାପନୀ ଉତ୍ସବରେ ଯୋଗଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ପ୍ରମୁଖ...
ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି
ଭୁବନେଶ୍ୱର,୮।୧୨(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାଗବତ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ...
ଆରମ୍ଭ ହେଲା ‘ପୁରୀ ପଢ଼େ, ପୁରୀ ବଢ଼େ’ କାର୍ଯ୍ୟକ୍ରମ ବହି ହେଉଛି ବନ୍ଧୁ: ଚିତ୍ରା ଅରୁମୁଗମ୍
ପୁରୀ ଅଫିସ, ୮ା୧୨: ଆଗକୁ ଯିବାର ଏକମାତ୍ର ରାସ୍ତା ହେଉଛି ଶିକ୍ଷା। ଯାହା ପାଖରେ ଶିକ୍ଷା ଅଛି ତାଙ୍କୁ କେହି ଅଟକାଇ ପାରିବେ ନାହିଁ। ସ୍କୁଲ ଶିକ୍ଷା ଜଣଙ୍କ ପାଇଁ ପର୍ଯ୍ୟାପ୍ତ ନୁହେଁ। ସ୍କୁଲରେ ଯାହା ପଢା ହେଉଛି ତାହାକୁ...
ଅଗ୍ନିକାଣ୍ଡରେ ୧୨ ବଖରା ଭସ୍ମୀଭୂତ
ବ୍ରହ୍ମଗିରି, ୮ା୧୨(ଡି.ଏନ୍.ଏ.) ବ୍ରହ୍ମଗିରି ବ୍ଲକ ଚଣ୍ଡପଡ଼ା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ୧୨ ବଖରା ଭସ୍ମୀଭୂତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମରେ ସମସ୍ତେ ଶୋଇଯିବା ପରେ ବିଳମ୍ବିତ ରାତିରେ ହଠାତ୍ ଅଗ୍ନିକାଣ୍ଡ ଘଟିଥିଲା।...
ବନ୍ଦ ହେଲା ଅଦିନିଆ ରଥଯାତ୍ରା
ପୁରୀ ଅଫିସ, ୮ା୧୨: ବହୁ ବାଦବିବାଦ ପରେ ବନ୍ଦ ହୋଇଛି ଅଦିନିଆ ରଥଯାତ୍ରା। ଅସମୟରେ ରଥଯାତ୍ରା କରିବା ଲାଗି ପ୍ରସ୍ତୁତି ଚଳାଇଥିବା ଉତ୍ତରପ୍ରଦେଶର ଗାଜିଆବାଦସ୍ଥିତ ଶ୍ରୀମଦ୍ ନାରଦୀୟ ଭାଗବତ ନିକୁଞ୍ଜ ଟ୍ରଷ୍ଟ ଶେଷରେ ନିଜ ନିଷ୍ପତ୍ତିରୁ ଓହରି ଯାଇଛି। ସବୁଆଡୁ...
ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ କ୍ଷେତ୍ର ପରିଦର୍ଶନ, ସମୀକ୍ଷା କଲେ ପର୍ଯ୍ୟଟନ ସଚିବ
କୋଣାର୍କ, ୮ା୧୨(ଡି.ଏନ୍.ଏ.) ଗୁଜରାଟର ରଣ ଉତ୍ସବ ଢାଞ୍ଚାରେ ପ୍ରଥମ ଥର ପାଇଁ କୋଣାର୍କର ଚନ୍ଦ୍ରଭାଗା ସାହୁଖଣତା ବେଳାମାର୍ଗଠାରେ ଆସନ୍ତା ୧୪ରୁ ଆୟୋଜନ ହେବ ମେରାଇନ ଡ୍ରାଇଭ ଇକୋ ରିଟ୍ରିଟ୍। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଶନିବାର ପୂର୍ବାହ୍ନରେ ପର୍ଯ୍ୟଟନ...
Archives


