ମେଟ୍ରୋ

କରୋନା ବୀରଙ୍କୁ ଧନ୍ୟବାଦ ଜଣାଇଲେ ନେତା, ଅଫିସର

ଭୁବନେଶ୍ୱର,୨୩।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା ମହାମାରୀ କରୋନା ରୋଗର ମୁକାବିଲା ପାଇଁ ସବୁଆଡେ ସଚେତନତା ଦେଖିବାକୁ ମିଳିଛି। ସରକାରଙ୍କ ନିର୍ଦ୍ଦେଶକୁ ସାଧାରଣ ଲୋକମାନଙ୍କ ସମ୍ପୂର୍ଣ୍ଣ ସମର୍ଥନ ମିଳୁଛି। କରୋନା ବିପକ୍ଷରେ ଲଢୁଥିବା ବୀରମାନେ ଅର୍ଥାତ୍‌ ଜରୁରୀ ସେବାରେ ନିୟୋଜିତ ବ୍ୟକ୍ତିମାନଙ୍କୁ ମଧ୍ୟ ପୂରା…

ଲକ୍‌ଡାଉନ୍‌ରେ ଥିଲେ ଠାକୁର: ବାଗ୍‌ଚୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ)କରୋନା ଭୂତାଣୁର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଆସନ୍ତା ୨୯ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ୫ଟି ଜିଲା ସହିତ ୮ଟି ସହରରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ତେବେ ଏହି ଲକ୍‌ଡାଉନ କ’ଣ, ତାକୁ ଅତ୍ୟନ୍ତ ସରଳ ଭାଷାରେ ବୁଝାଇଛନ୍ତି କରୋନା ଭୂତାଣୁ…

କରୋନା ମୁକାବିଲା: ନୀରବଚ୍ଛିନ୍ନ ବିଦ୍ୟୁତ ଯୋଗାଣକୁ ଗୁରୁତ୍ୱ

ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସବୁସ୍ତରରେ ଉଦ୍ୟମ ଜାରି ରଖିଛନ୍ତି। ଏହି ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବା ପାଇଁ ଶକ୍ତି ବିଭାଗ ପକ୍ଷରୁ କୁହାଯାଇଛି। ଶକ୍ତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ…

କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍‌ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି।…

ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ: ୩ ବିଦେଶ ଫେରନ୍ତାଙ୍କ ନାଁରେ ମାମଲା

କଟକ ଅଫିସ/ଭୁବନେଶ୍ୱର,୨୩।୩(ବ୍ୟୁରୋ): ହୋମ୍‌ କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କରି ବଜାରରେ ବୁଲୁଥିଲେ ଜଣେ ବିଦେଶ ଫେରନ୍ତା। ଏ ନେଇ ପୁରୀଘାଟ ଥାନାରେ ଏତଲା ଦିଆଯିବା ପରେ ପୋଲିସ ଏକ ମାମଲା(ନଂ.୬୫/୨୦) ରୁଜୁ କରିଛି। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ବ୍ୟକ୍ତି ଜଣକ…

୨୯ ଯାଏ ଲକ୍‌ଡାଉନ୍‌: ସରକାରୀ କର୍ମଚାରୀଙ୍କ ପାଇଁ ପୁନଃ ଗାଇଡ୍‌ଲାଇନ୍‌; ଜାଣନ୍ତୁ କିଏ ଆସିବେ, କିଏ ଆସିବେନି ଅଫିସ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଦେଶରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଓଡ଼ିଶାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ରବିବାରଠାରୁ ଆସନ୍ତା ୨୯ ତାରିଖ…

ପୌରାଞ୍ଚଳରେ କରୋନା ମୁକାବିଲା: ରାଜ୍ୟ ସରକାରଙ୍କ ପକ୍ଷରୁ ୨୧ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌରାଞ୍ଚଳରେ କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାର ୨୧ କୋଟି ୧୦ଲକ୍ଷ ଚଙ୍କା ମଞ୍ଜୁର କରିଛନ୍ତି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏ ନେଇ ସହରାଞ୍ଚଳ ଉନ୍ନୟନ ସଂସ୍ଥା(ସୁଡା)କୁ ଅବଗତ କରି ତୁରନ୍ତ ଟଙ୍କା ପ୍ରଦାନ କରିବାକୁ…

ଆଜିଠାରୁ ବାହାର ରାଜ୍ୟକୁ ଗଡ଼ିବନି ବସ୍‌

ଭୁବନେଶ୍ୱର,୨୨।୩(ବ୍ୟୁରୋ): ରବିବାରଠାରୁ ଆନ୍ତଃରାଜ୍ୟ ବସ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟରୁ କୌଣସି ବସ୍‌ ଅନ୍ୟ ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ଛାତ୍ରୀଛାତ୍ରଙ୍କୁ ଏକାଥରକେ ମିଳିବ ୩ ମାସର ମଧ୍ୟାହ୍ନଭୋଜନ ସାମଗ୍ରୀ: ଗଶଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଏକାଥରକେ ୩ ମାସର ମଧ୍ୟାହ୍ନଭୋଜନ ସାମଗ୍ରୀ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ମାର୍ଚ୍ଚରୁ ଜୁନ୍‌ ୧୩ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ସାମଗ୍ରୀ ଦିଆଯିବ। ପ୍ରଥମରୁ ୮ମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏହା ଦିଆଯିବ। ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଏହାକୁ ସଂଗ୍ରହ କରିବେ। ପ୍ରଧାନଶିକ୍ଷକ…

ଓଡ଼ିଶାରେ ‘ଜନତା କର୍ଫ୍ୟୁ’ର ପୂର୍ଣ୍ଣ ପ୍ରଭାବ: ସତର୍କତା, ସଚେତନତା ପଥରେ ଲୋକେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): ଘାତକ କରୋନା ଭୂତାଣୁର ପ୍ରକୋପ ସମଗ୍ର ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ଏହାର କୌଣସି ପ୍ରତିକାର ନ ଥିବାରୁ କେବଳ ସତର୍କତା ଓ ସଚେତନତା ହିଁ ଏହି ରୋଗକୁ ପ୍ରତିହତ କରିପାରିବ। ତେଣୁ ଏହି ଭୂତାଣୁର ଭୟାବହତାକୁ ଦୃଷ୍ଟିରେ ରଖି…

ସରକାରୀ ନିର୍ଦ୍ଦେଶ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ, ଜରୁରୀ ଥିଲେ ବାଇକ୍‌ରେ ନୁହେଁ ଚାଲିକି ଯାଆନ୍ତୁ: ସିପି

ଭୁବନେଶ୍ୱର,୨୨।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରାଜ୍ୟରେ ରବିବାର ଜନତା କର୍ଫ୍ୟୁ ପାଳନ କରାଯାଛି। ଏଥିସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଲକ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ତେବେ ଏହି ସମୟରେ ସରକାରୀ ନିର୍ଦ୍ଦେଶ ମାନିବାକୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପରାମର୍ଶ…

‘ଜନତା କର୍ଫ୍ୟୁ’ରେ କମିଶନରେଟ ପୋଲିସର ସ୍ବତନ୍ତ୍ର ପାସ୍‌ ବ୍ୟବସ୍ଥା: ଜରୁରିକାଳୀନ କାମ ପାଇଁ ନେଇପାରିବେ

ଭୁବନେଶ୍ୱର,୨୨।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଓ ସମସ୍ତଙ୍କୁ ଏହି ଭୂତାଣୁ ସମ୍ପର୍କରେ ସଚେତନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ପାଳନ କରାଯାଉଛି। ଏହି ସମୟରେ ଜରୁରିକାଳୀନ କାର୍ଯ୍ୟ ପାଇଁ କମିଶନରେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?