କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁପଡ଼ିବା ଘଟଣା:ଖେଳ ଶିକ୍ଷୟିତ୍ରୀ, ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି ତେଜିଲା
ଭୁବନେଶ୍ୱର,୮ା୧୨(ବ୍ୟୁରୋ) ଖେଳ ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମଞ୍ଚେଶ୍ୱର ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କର ଦୁଇ ଗୋଡ଼ ହାଡ଼ ଭାଙ୍ଗି ଯାଇଥିବାବେଳେ ମୁଣ୍ଡ,...
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ୱର,୭।୧୨(ବ୍ୟୁରୋ) : ଶନିବାର ସନ୍ଧ୍ୟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍ପି...
ଚିଠି ଲେଖିଲେ ସ୍ବରାଷ୍ଟ୍ର ସଚିବ: ନାରୀ ସୁରକ୍ଷା ଦିଗରେ ଖିଲାପ କଲେ ଦଣ୍ଡିତ ହେବେ ପୋଲିସ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସାରା ଦେଶରେ ଏବେ ନାରୀ ନିର୍ଯାତନା ପ୍ରମୁଖ ପ୍ରସଙ୍ଗ ହୋଇ ଉଭା ହେଲାଣି। ରାଜ୍ୟଗୁଡ଼ିକରେ ମଧ୍ୟ ମହିଳା ଏବଂ ଶିଶୁମାନଙ୍କ ପ୍ରତି ବଳାତ୍କାର, ଅପହରଣ ପରି ଘଟଣା ବଢ଼ିବାରେ ଲାଗିଛି। ଏନେଇ ଶନିବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ...
‘ମୋ ସରକାର’ ଟିମ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର ସଦର...
କାଳିଆ-କିଷାନ ମିଶ୍ରଣ ପ୍ରସଙ୍ଗରେ ନିରଞ୍ଜନଙ୍କ କଟାକ୍ଷ: ଅର୍ଥାଭାବରୁ ଭାଜପାର ଶରଣ ପଶିଛନ୍ତି
ଭୁବନେଶ୍ୱର,୭।୧୨(ବ୍ୟୁରୋ): ରାଜ୍ୟ ସରକାର ପିଏମ୍ କିଷାନ ନିଧି ଯୋଜନାରେ କାଳିଆ ଯୋଜନାକୁ ସାମିଲ କରିବାକୁ ଯାଉଛନ୍ତି। ଏହାକୁ ନେଇ ଉଭୟ ଭାଜପା ଓ କଂଗ୍ରେସ ପକ୍ଷରୁ କଟାକ୍ଷ କରାଯାଉଛି। ଏହି କ୍ରମରେ ଶନିବାର କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ରାଜ୍ୟ...
କେନ୍ଦ୍ରୀୟ ବିଦ୍ୟାଳୟ ଛାତ ଉପରୁ ଡେଇଁ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା: କର୍ତ୍ତୃପକ୍ଷଙ୍କ ଅଫିସ ଘେରାଉ କଲେ ଅଭିଭାବକ
ଭୁବନେଶ୍ୱର,୭।୧୨(ବ୍ୟୁରୋ): ମଞ୍ଚେଶ୍ୱର ଥାନା ଅଧୀନ ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣାରେ ଶନିବାର ଅଭିଭାବକମାନେ ଡେପୁଟି କମିଶନରଙ୍କ ଅଫିସ ଘେରାଉ କରିଛନ୍ତି। ପିଲାଙ୍କୁ ସ୍କୁଲରେ ମାନସିକ ନିର୍ଯାତନା ଦିଆଯାଉଥିବା ସେମାନେ ଅଭିଯୋଗ କରିବା ସହ...
ପିସିସି ସଭାପତି ପରିବର୍ତ୍ତନକୁ ନେଇ ଧାଁଦୌଡ଼
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଦାୟିତ୍ୱଶୂନ୍ୟ କରିବା ଲାଗି ଦଳ ଭିତରେ କନ୍ଦଳ ଉଗ୍ରରୂପ ନେଲାଣି। ନିରଞ୍ଜନଙ୍କ ବିରୋଧରେ ଗୋଟିଏ ଗୋଷ୍ଠୀ ପୂରା ଦମ୍ରେ ଲାଗିପଡିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦଳଦଳ ହୋଇ...
୨୦ ଖଣି ପାଇଁ ସାନି ଟେଣ୍ଡର ବିଜ୍ଞପ୍ତି ଜାରି କଲେ ସରକାର
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଜ୍ୟ ସରକାର ୨୦ଟି ଖଣି ନିଲାମ ପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏ ନେଇ ଶୁକ୍ରବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ୧୨ ଲୁହାପଥର, ୨ ମାଙ୍ଗାନିଜ୍ ଓ...
ଲାପ୍ଟପ୍ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ୧୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ଲାପ୍ଟପ୍ ପ୍ରଦାନ କରିଛନ୍ତି। ଏହି ସମସ୍ତ ପ୍ରତିଭାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା...
ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାରଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶନିବାର ସା ୭ଟା ୩୦ରେ ସେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। ରବିବାର ପୂର୍ବାହ୍ନ ୯ଟା...
ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ: ଶେଷରେ ଆଖିବୁଜିଲେ ଯବାନ କୃଷ୍ଣଚନ୍ଦ୍ର
ଭୁବନେଶ୍ୱର, ୭।୧୨(ବ୍ୟୁରୋ): ମିଳିଲାନି ନ୍ୟାୟ, ନ ଥିଲା ବିଭାଗୀୟ ସହଯୋଗ। ଶେଷରେ ବ୍ରେନ୍ ଷ୍ଟ୍ରୋକ୍ରେ ଶିକାର ହୋଇ କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଯବାନ କୃଷ୍ଣଚନ୍ଦ୍ର ମଲ୍ଲିକ ଆଖିବୁଜିଛନ୍ତି। ପୁଅର ଚିକିତ୍ସା ପାଇଁ...
ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ତ୍ୱରିତ୍ ଚିକିତ୍ସା ପ୍ରସଙ୍ଗ: ୬ ହସ୍ପିଟାଲ ସହ ପୋଲିସ କମିଶନରଙ୍କ ଆଲୋଚନା
ଭୁବନେଶ୍ୱର,୭।୧୨(ବ୍ୟୁରୋ): ବିଳମ୍ବ ଯୋଗୁ ଅନେକ ସମୟରେ ଦୁର୍ଘଟଣାର ଶିକାର ବ୍ୟକ୍ତିଙ୍କର ମୃତ୍ୟୁ ଘଟୁଛି। କିପରି ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇବା ସହ ଚିକିତ୍ସା ଆରମ୍ଭ ହେବ ସେଥିପାଇଁ ଅଣ୍ଟା ଭିଡ଼ିଛି କମିଶନରେଟ ପୋଲିସ। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏମ୍ସ,...
Archives


