୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍ସିଂହପୁର ଆଦି ଜିଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା…
୨.୧୧% ସୁଧ ହାରରେ ଟଙ୍କା ଫେରିଲା, ବାକି କୁଆଡ଼େ ଗଲା
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟ ସରକାର କିଛି ଅଧିକା ସୁଧ ଆଶାରେ ଶ୍ରୀମନ୍ଦିର ଜମା ଅର୍ଥକୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍ ବ୍ୟାଙ୍କ ଭଳି ଘରୋଇ ବ୍ୟାଙ୍କରେ ରଖିଥିଲେ। ଘରୋଇ ବ୍ୟାଙ୍କରେ ଟଙ୍କା ରଖିବା ସମୟରେ ୮ ପ୍ରତିଶତ ସୁଧ ମିଳିବ ବୋଲି…
‘ଜନତା କର୍ଫ୍ୟୁ’କରୋନା କବଳରୁ ଦେଶ ଓ ରାଜ୍ୟକୁ ସୁରକ୍ଷିତ ରଖିବ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନାକୁ ବିଶ୍ୱ ମହାମାରୀଭାବେ ଘୋଷଣା କରାଯାଇଥିବା ବେଳେ ରାଷ୍ଟ୍ରୀୟ ଏବଂ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏହି ମହାମାରୀର ମୁକାବିଲା…
ରାଜ୍ୟ ସଭାରେ ଏକାଧିକ ଦାବି ଉଠାଇଲେ ସସ୍ମିତ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ବ୍ରହ୍ମପୁର ରାଜ୍ୟର ଏକ ପ୍ରମୁଖ ସହର। ହେଲେ ଏଠାରେ ଆକାଶମାର୍ଗରେ ଯୋଗାଯୋଗ ବ୍ୟବସ୍ଥା ନାହିଁ। ଏହି ଆବଶ୍ୟକତାକୁ ପୂରଣ କରିବା ପାଇଁ ଉତ୍ତର ପ୍ରଦେଶର ଆଲ୍ଲାହାବାଦ(ପ୍ରୟାଗରାଜ) ପରି ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ରେ ଏକ ବିମାନବନ୍ଦର ନିର୍ମାଣ କରାଯାଉ। କେନ୍ଦ୍ର ପକ୍ଷରୁ ଉଡାନ…
କରୋନା ସକାଶେ ଆଜି ସବୁ ପୌରାଞ୍ଚଳ ଓ୍ବାର୍ଡରେ ବୈଠକ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ସହରାଞ୍ଚଳ ଲୋକଙ୍କୁ କରୋନା ସଂକ୍ରାନ୍ତରେ ସଚେତନ କରିବା ପାଇଁ ଶନିବାର ସବୁ ପୌରାଞ୍ଚଳର ପ୍ରତ୍ୟେକ ଓ୍ବାର୍ଡରେ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ରାଜ୍ୟ ସରକାର ସମସ୍ତ ମହାନଗର ନିଗମ ଏବଂ ପୌରସଂସ୍ଥାଗୁଡିକୁ ଶୁକ୍ରବାର ଚିଠି ଲେଖିଛନ୍ତି। ଏ ବାବଦରେ…
ବନ୍ଦ ହେଲା ରାଜ୍ୟର ସମସ୍ତ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କୋଭିଡ୍-୧୯ ମହାମାରୀରୁ ରକ୍ଷା ପାଇବା ପାଇଁ ସରକାର ଏବଂ ପୋଲିସ ପକ୍ଷରୁ ବିିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଥିଲା କିନ୍ତୁ ରାଜ୍ୟରେ ଥିବା ପୋଲିସ ପ୍ରଶିକ୍ଷଣ ଶିବିରଗୁଡ଼ିକ ଖୋଲା ରହିଥିଲା। ପ୍ରଶିକ୍ଷଣ ଶିବିରଗୁଡିକରେ ଏକା ସାଙ୍ଗରେ ୩୦୦ରୁ ୫୦୦ ଅନ୍ତେବାସୀ…
ସିଲ୍ ହେଲା ବିଶାଲ ମେଗା ମାର୍ଟ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଠି ଆତଙ୍କର ବାତାବରଣ। ସଂକ୍ରମଣ ଏଡ଼ାଇବା ପାଇଁ ସରକାର ଓ ବିଭିନ୍ନ ବିଭାଗ ଆଡଭଇଜରି ଜାରି କରି କଟକଣା ଲଗାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ ସମସ୍ତ ମଲ୍କୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ନିର୍ଦ୍ଦେଶ…
କରୋନା ଆକ୍ରାନ୍ତଙ୍କ ତଥ୍ୟ ଲୁଚାଇଥିଲେ ଏମ୍ସ ଡାକ୍ତର
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରାନ୍ତ ୧୯ବର୍ଷୀୟ ଯୁବକଙ୍କ ବିଷୟରେ ତଥ୍ୟ ଲୁଚାଯାଇଥିବା ଭୁବନେଶ୍ୱର ଏମ୍ସ ରେସିଡେଣ୍ଟ ଡାକ୍ତରୀ ସଂଘ ଅଭିଯୋଗ ଆଣିଛି। ଏନେଇ ସଂଘ…
ରେଷ୍ଟୁରାଣ୍ଟ, ବାର୍, କଫି ଶପ୍ ବନ୍ଦ
ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଇତ୍ୟାଦିକୁ ବନ୍ଦ କରି ସାରିବା ପରେ ଏବେ ରେଷ୍ଟୁରାଣ୍ଟ,…
ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଥିସହ ଭିନ୍ନକ୍ଷମଙ୍କ ପାଇଁ କାର୍ଯ୍ୟକରୁଥିବା ବିଭିନ୍ନ ଥେରାପି ସେଣ୍ଟରର ଛାତ୍ରାବାସ ଓ ଛାତ୍ରୀ…
ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ତେଣୁ ଏହାର ମୁକାବିଲା ପାଇଁ ଆବଶ୍ୟକ କେତେକ ମୌଳିକ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ…
ଟୁଇନ୍ ସିଟିରେ ଯୁଗ୍ମ-ଅଯୁଗ୍ମ ଫର୍ମୁଲା: ଆଜି ଗଡ଼ିିଲା ଅଯୁଗ୍ମ ନମ୍ବର, ବସ୍-ଟ୍ରକ୍ ପାଇଁ ଲାଗୁ ହେବନି ଏହି ନିୟମ
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶନିବାରଠାରୁ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱରରେ ଦିଲ୍ଲୀ ଭଳି ଯୁଗ୍ମ-ଅଯୁଗ୍ମ ଫର୍ମୁଲା ଲାଗୁ ହୋଇଛି। ନିୟମ ଅନୁସାରେ ଶନିବାର ୨୧ ତାରିଖ ଅର୍ଥାତ୍ ଅଯୁଗ୍ମ ତାରିଖ ଥିବାରୁ ଆଜି କେବଳ ଅଯୁଗ୍ମ…

