ମେଟ୍ରୋ

୨୨ରେ ବସ୍‌ ଚାଲିବନି

ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା(କୋଭିଡ-୧୯)ର ଭୟାବହତାକୁ ଦେଖି ଆସନ୍ତା ୨୨ ତାରିଖରେ ସମଗ୍ର ଦେଶରେ ଜନତା କର୍ଫୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣାକୁ ସମର୍ଥନ ଜଣାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ…

ଏଟିଏମ୍‌, ଶାଖାରେ ଟଙ୍କାର ଅଭାବ ରଖନାହିଁ

ଭୁବନେଶ୍ୱର, ୨୧ା୩(ବ୍ୟୁରୋ): କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟର ସମସ୍ତ ବ୍ୟାଙ୍କକୁ ଶୁକ୍ରବାର ଅର୍ଥ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ବର୍ତ୍ତମାନ ସ୍ଥିତିରେ ବ୍ୟାଙ୍କଗୁଡିକ ପର୍ଯ୍ୟାପ୍ତ ପରିମାଣର ଟଙ୍କା ବ୍ୟାଙ୍କ ଶାଖା ସମେତ ଏଟିଏମ୍‌ଗୁଡ଼ିକରେ ମହଜୁଦ ରଖିବାକୁ କୁହାଯାଇଛି। ବ୍ୟାଙ୍କ ଶାଖା…

ଏକତ୍ର ହେବେ ନାହିଁ ୭ରୁ ଅଧିକ ଲୋକ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା ଭୂତାଣୁ (କୋଭିଡ୍‌-୧୯) ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ପ୍ରତିଦିନ ବିଭିନ୍ନ ଆଡ଼ଭାଇଜରି ଜାରି ସହ ସଚେତନତା ଓ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ସ୍ଥିତି ଉପରେ କଡ଼ା ନଜର ରଖାଯାଇଥିବାବେଳେ ଶୁକ୍ରବାର ଆଉଏକ ଆଡ୍‌ଭାଇଜରି…

୨୦୨୧ ଜନଗଣନା,ଏନ୍‌ପିଆର ସ୍ଥଗିତ ରହୁ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ୨୦୨୧ ଜନଗଣନା ଓ ନ୍ୟାଶନାଲ ପପୁଲେଶନ ରେଜିଷ୍ଟ୍ରାର(ଏନ୍‌ପିଆର) ଅପ୍‌ଡେଟ ପ୍ରକ୍ରିୟା ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଚିଠି ଲେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ସ୍ବରାଷ୍ଟ୍ର…

ଐତିହ୍ୟ ସ୍ଥଳ ନିକଟରେ ବେଆଇନ ନିର୍ମାଣ

ପୁରୁଣା ଭୁବନେଶ୍ୱର,୨୧ା୩ (ଡି.ଏନ.ଏ.): ରାଜଧାନୀକୁ ସରସ ସୁନ୍ଦର ରୂପେ ଗଢି ତୋଳିବାର ଦାୟିତ୍ୱ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନ(ବିଏମସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ଙ୍କର ରହିଛି। ଭୁବନେଶ୍ୱରର ବଢୁଥିବା ଜନସଂଖ୍ୟାକୁ ନଜରରେ ରଖି ନୀତିନିୟମ ଓ କଟକଣା ଅନୁଯାୟୀ ଗୃହ ନିର୍ମାଣ…

ଅନ୍‌ ଲାଇନ୍‌ କାରବାର ପାଇଁ ଇପିଏଫ୍‌ ଉପଭୋକ୍ତାଙ୍କୁ ପରାମର୍ଶ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଇପିଏଫ୍‌ଓ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଉପଭୋକ୍ତାଙ୍କୁ ଅନ୍‌ ଲାଇନ୍‌ ଜରିଆରେ କାର୍ଯ୍ୟ ସମ୍ପାଦନ କରିବା ପାଇଁ ନିବେଦନ କରାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କୋଭିଡ୍‌-୧୯ ସଂକ୍ରମଣକୁ ରୋକିବା ପାଇଁ କର୍ମଚାରୀ ଭବିଷ୍ୟନିଧି ସଙ୍ଗଠନ ତରଫରୁ…

ପଖାଳକୁ ରୋକିପାରିଲାନି କରୋନା: ଘରେ ପାଳନ ହେଲା ପଖାଳ ଦିବସ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ପଖାଳ କଂସାକୁ ରୋକିପାରିଲାନି କରୋନା ଭୟ। ପଖାଳ ଦିବସରେ ଓଡ଼ିଆଙ୍କ ଘରେ ଘରେ ଜମିଲା ପଖାଳର ଆସର। ସାମାଜିକ ଦୂରତ୍ୱ ପାଇଁ ସରକାର ଜାରି କରିଥିବା ଗାଇଡ୍‌ଲାଇନକୁ ମାନି ଲୋକେ ଘରେ ନିଜ ବନ୍ଧୁ ପ୍ରିୟଜନଙ୍କ ସହ ପଖାଳ…

ରାଜଧାନୀରେ ଯୁଗ୍ମ ଅଯୁଗ୍ମ ନିୟମ: ଆଜି ଗଡ଼ିବ ଯୁଗ୍ମ ନମ୍ବର ଥିବା ଗାଡ଼ି

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପରେ କରୋନାକୁ ନେଇ କଠୋର ହୋଇଛି କମିଶନରେଟ ପୋଲିସ। ଏଥିପାଇଁ ଶୁକ୍ରବାର ଆଉଏକ ଗାଇଡଲାଇନ୍‌ ଜାରି ହୋଇଛି। ଯେଉଁଥିରେ ଲୋକମାନେ କିପରି ଅଧିକ ସଚେତନ ରହିବେ ତାହା ଉପରେ ଅଧିକ ଗୁରୁତ୍ୱ ଦିଆଯିବା…

ଅଟୋ ଚାଳକଙ୍କୁ ପିଟିଲେ ଯୁବତୀ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଶୁକ୍ରବାର ଅଟୋ ଭଡ଼ାକୁ କେନ୍ଦ୍ରକରି ଶହୀଦନଗର ଥାନା ବାଣୀବିହାର ଛକରେ ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ଅଟୋ ଭଡ଼ା ଅଧିକ ନେବା କାରଣରୁ ଚାଳକଙ୍କୁ ଯୁବତୀ ଜଣକ ବିଚ୍‌ ରାସ୍ତାରେ ପିଟିଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ କେହି ଅଟକାଇ…

କ୍ୱାରାଣ୍ଟାଇନ୍‌ ଥିବା ହୋଟେଲ କର୍ମଚାରୀଙ୍କୁ ଘର ମାଲିକ ହଇରାଣ କଲେ ପଦକ୍ଷେପ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): କରୋନା ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୩ ହୋଟେଲକୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପରିଣତ କରାଯାଇଛି। ଜୟଦେବ ବିହାର, କଳ୍ପନା ଛକ ଓ ଶହୀଦନଗରସ୍ଥିତ ଏକ ହୋଟେଲରେ ବିଏମ୍‌ସି ଦେୟଯୁକ୍ତ…

କରୋନା ଭୟ: ଓଏଚ୍‌ଆର୍‌ସିରେ ୩୧ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ରେ ହେବାକୁ ଥିବା ଶୁଣାଣି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ। କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ କମିଶନ ଏହି ନିଷ୍ପତ୍ତି ନେଇଛନ୍ତି। ଶୁଣାଣି ସମୟରେ ସାଧାରଣତଃ କମିଶନଙ୍କ କାର୍ଯ୍ୟାଳୟରେ ଲୋକଙ୍କ…

ବନ୍ଦ ରହିବ ଠିପି ଖୋଲା ମଦ ଦୋକାନ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ରାଜ୍ୟ ସରକାର କରୋନା ସଂକ୍ରମଣ ରୋକିବା ଲାଗି ସମସ୍ତ ଠିପି ଖୋଲା ମଦ ଦୋକାନକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଏନେଇ ସବୁ ଜିଲାର ଜିଲାପାଳଙ୍କୁ ଅବକାରୀ ବିଭାଗ ସଚିବ ଚିଠି ଲେଖି ଜଣାଇଛନ୍ତି। ପରବର୍ତ୍ତୀ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?