ନବ ଦାସଙ୍କ ପତ୍ନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନର ଦେଲେ ଭରସା
ଭୁବନେଶ୍ୱର, ୧୯।୩: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି...
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବ ଦାସଙ୍କ ପରିବାର
ଭୁବନେଶ୍ୱର,୧୯ା୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଚାଲିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଏବଂ ସିବିଆଇ ତଦନ୍ତ...
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିଜୁଳି କାଟ୍କୁ ନେଇ ମନ୍ତ୍ରୀ କହିଲେ ଏଣିକି…
ଭୁବନେଶ୍ୱର,୧୯ା୩: ରାଜ୍ୟରେ ଦିନକୁ ଦିନ ଖରାର ପ୍ରକୋପ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ଖରାଦିନରେ ବିଜୁଳି କାଟ୍ ସମସ୍ୟା ଲୋକଙ୍କୁ କଲବଲ କରିଥାଏ। ତେବେ ବିଜୁଳି କାଟ୍କୁ ନେଇ ସରକାର...
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୧୯ା୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା...
ଗୁରୁବାର ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା; IMDର ପୂର୍ବାନୁମାନ
ଭୁବନେଶ୍ୱର,୧୯।୩: ବୁଧବାର ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଗୁରୁବାର (ମାର୍ଚ୍ଚ ୨୦) ଓଡ଼ିଶାର ଅନେକ ଜିଲାରେ ଝଡ଼ବର୍ଷା ହୋଇପାରେ। ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ୪୦ରୁ ୫୦...
ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ମିନତି
ଭୁବନେଶ୍ୱର,୧୯।୩(ରବିନାରାୟଣ ଜେନା): ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ମାମଲା ଏବେ ରୋଚକ ମୋଡ଼ ନେଇଛି। ଦୀର୍ଘଦିନ ଧରି ତାଙ୍କ ଝିଅ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରେ ସିବିଆଇ ତଦନ୍ତ ଲାଗି ଦାବି କରିବେ ବୋଲି କହି ଆସୁଥିବାବେଳେ ସୋମବାର...
ସୁଭଦ୍ରାକୁ ନେଇ ବଡ଼ ଘୋଷଣା କଲେ ପ୍ରଭାତୀ, ଯେଉଁମାନଙ୍କର ରାଶନ କାର୍ଡ ଓ ଗାଡି ଅଛି…
ଭୁବନେଶ୍ୱର,୧୯।୩: ସୁଭଦ୍ରାକୁ ନେଇ ବଡ଼ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି, ଦ୍ବିତୀୟ କିସ୍ତିରୁ ୧ଲକ୍ଷ ମହିଳା ବଞ୍ଚିତ ହୋଇଛନ୍ତି। ରାଶନ କାର୍ଡ ଓ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ବଞ୍ଚିତ ହୋଇଛନ୍ତି।...
ରାଜାଙ୍କୁ ୩ଦିନ ରିମାଣ୍ଡରେ ନେବ ଇଓଡବ୍ଲ୍ୟୁ
ଭୁବନେଶ୍ୱର,୧୯।୩: ବିଜେଡି ନେତା ରାଜା ଚକ୍ରଙ୍କୁ ୩ଦିନ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ । ଏନେଇ ଶୁଣାଣି ପାଇଁ କୋର୍ଟରେ ହାଜର ହୋଇଛନ୍ତି ରାଜା ଚକ୍ର । ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର ହେଇଛନ୍ତି ରାଜା । ୫ ଦିନ...
ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା: ସମୟ ନେଲେ ସରକାର
ଭୁବନେଶ୍ୱର,୧୯।୩: ବର୍ଷ ବର୍ଷ ଧରି ବନ୍ଦ ରହିଛି ଆପାର୍ଟମେଣ୍ଟ ପଞ୍ଜୀକରଣ। ବର୍ତ୍ତମାନ ମାମଲା ହାଇକୋର୍ଟରେ ପହଞ୍ଚିଛି। ତେବେ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି ରାଜ୍ୟ ସରକାର। ଏନେଇ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ। ସୂଚନାଥାଉ କି, ଫେବୃଆରୀ...
ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍, ସରକାର କହିଲେ…
ଭୁବନେଶ୍ୱର,୧୯।୩: ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି । ବର୍ତ୍ତମାନ ସୁଦ୍ଧା ଏଥିପାଇଁ ୯୩...
ଆଜିଠୁ ମାଟ୍ରିକ୍ ଖାତାଦେଖା: ସି-ସେଟ୍ ବିଜ୍ଞାନରେ ମିଳିବ ଗ୍ରେସ୍ ମାର୍କ
କଟକ,୧୯ା୩(କାର୍ତ୍ତିକ ସାହୁ):ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଖାତାଦେଖା ୧୯ ତାରିଖ ବୁଧବାରଠାରୁ ଆରମ୍ଭ ହେଉଛି। ରାଜ୍ୟର ମୋଟ ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା ହେବ। ସେହିପରି ଏକସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଖାତା ମଧ୍ୟ ଦେଖାଯିବ। ଏଥିପାଇଁ...
ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର: ବିଜେଡି କଲା ସ୍ବାଗତ
ଭୁବନେଶ୍ୱର,୧୮।୩: ବହୁ ଚର୍ଚ୍ଚିତ ନବଦାସ ହତ୍ୟାକାଣ୍ଡ ମାମଲାରେ ଆଇନ ମନ୍ତ୍ରୀଙ୍କ ବୟାନ ପରେ ବିଜେଡିର ପ୍ରତିକ୍ରିୟା ଦେଇଛି। ବିଜେଡି କହିଛି, ପୂର୍ବରୁ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦିଆଯାଇଥିଲା। ସେତେବେଳେ ଭାଜପାର କ୍ରାଇମବ୍ରାଞ୍ଚ ତଦନ୍ତକୁ ବିଶ୍ବାସନଥିଲା। ଏବେ ବି କ୍ରାଇମବ୍ରାଞ୍ଚ ତଦନ୍ତକୁ...
Archives


