ରାଜ୍ୟର ସମସ୍ତ ପ୍ରାଣୀ ଉଦ୍ୟାନ ମାର୍ଚ୍ଚ ୩୧ ଯାଏ ବନ୍ଦ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ମାରାତ୍ମକ କରୋନା(କୋଭିଡ-୧୯)କୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଭିତରକନିକା ଅଭୟାରଣ୍ୟ ସମେତ ରାଜ୍ୟର ସମସ୍ତ ପରିବେଶ ପର୍ଯ୍ୟଟନସ୍ଥଳୀର ରାତ୍ର ରହଣି ବ୍ୟବସ୍ଥାର ବୁକିଂ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରଦ୍ଦ କରାଯାଇଛି। ପରିବେଶ ପର୍ଯ୍ୟଟନସ୍ଥଳୀଗୁଡିକର ଦିନ ଭ୍ରମଣ ବ୍ୟବସ୍ଥାକୁ…
କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ସାରା ବିଶ୍ୱରେ କାୟା ବିସ୍ତାର କରୁଥିବା କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ସମ୍ମିଳିତ ଉଦ୍ୟମ ଜାରି ରହିଛି। ଓଡ଼ିଶାରେ ମଧ୍ୟ ସରକାର ସମସ୍ତ ଚେଷ୍ଟା ଜାରି ରଖିଛନ୍ତି। କରୋନା ମୁକାବିଲା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…
ଯୁକ୍ତ ୨ ପରୀକ୍ଷା ବାତିଲ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ ବାତିଲ କରାଯାଇଥିବା ବେଳେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନକୁ…
ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ
ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ତାରିଖ ପର୍ଯ୍ୟନ୍ତ ରହିଥିବାବେଳେ ଏବେ ତାହାକୁ ୨୭ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଛାତ୍ରୀଛାତ୍ରମାନେ ୨୭…
ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି)କୁ ୧୪ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ ଗୋଟିଏ କୋଭିଡ-୧୯ ପଜିଟିଭ ଥିବା ଜଣାପଡିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର…
ଆଇସିଏସ୍ଇ, ଆଇଏସ୍ସି ପରୀକ୍ଷା ବାତିଲ
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ୍ ସ୍କୁଲ୍ ସାର୍ଟିଫିକେଟ୍ ଏକ୍ଜାମିନେଶନ୍ସ (ସିଆଇଏସ୍ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍ଇ) ଓ ଦ୍ୱାଦଶ (ଆଇଏସ୍ସି) ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଛି। ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ…
ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ଏହି କ୍ରମରେ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ…
ଭକ୍ତଙ୍କୁ ମନ୍ଦିର, ମସ୍ଜିଦ୍, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି
ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍ଜିଦ୍, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ ଭକ୍ତଙ୍କ ନିମନ୍ତେ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଏପ୍ରିଲ ୧ ତାରିଖ ଯାଏ ସବୁ ଧାର୍ମିକ…
ମାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାୟନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍ ପ୍ରଭାବ ହ୍ରାସ ନିମନ୍ତେ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ…
ଅଫିସ୍ ଆସିବେନି ତୃତୀୟ, ଚତୁର୍ଥ ଶ୍ରେଣୀ କର୍ମଚାରୀ
ଭୁବନେଶ୍ୱର,୧୯ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜର ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି। ଏହି ଦୁଇ ବର୍ଗର କର୍ମଚାରୀଙ୍କୁ ଶୁକ୍ରବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଫିସ ଯିବାକୁ ପଡିବ ନାହିଁ।…
କରୋନା ପ୍ରଭାବ: ସବୁ ପରୀକ୍ଷା ବାତିଲ
ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସବୁ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଧ୍ୟ ସ୍ଥଗିତ ରହିଛି। ରାଜ୍ୟ ସରକାର ଉଚ୍ଚ ମାଧ୍ୟମିକ ଶିକ୍ଷା…
ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଏହି ସମୟରେ ବୟସ୍କଙ୍କ ଯତ୍ନ ନିଅନ୍ତୁ : ବାଗ୍ଚୀ
ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଚେତନତା ନେଇ ପରାମର୍ଶ ଦେବାକୁ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ଗୁରୁବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍ଚୀ…

