ମେଟ୍ରୋ

ପୋଷା ଜୀବଜନ୍ତୁଙ୍କୁ ବାହାରକୁ ତଡ଼ି ଦିଅନ୍ତୁ ନାହିଁ, ଘରେ ରଖନ୍ତୁ: ବାଗ୍‌ଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟ ଆଶଙ୍କାରେ ଲୋକମାନେ କୁକୁଡ଼ା ମାଂସ ଓ ଅଣ୍ଡା ଖାଇବା ବନ୍ଦ କରିଦେଲେଣି। ହେଲେ ଏହାକୁ ଖାଇବାରେ କୌଣସି ଅସୁବିଧା ନାହିଁ। ଏହାକୁ ରାନ୍ଧିବା ସମୟରେ ପରିଷ୍କାର ରହିବାର ଆବଶ୍ୟକତା ରହିଛି। ଏହାଛଡ଼ା ଘରେ ଥିବା ପୋଷା…

ସରକାରଙ୍କ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ସେଲୁନ୍‌, ବିୟୁଟିପାର୍ଲର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଯଦି କୌଣସି ସରକାରୀ କର୍ମଚାରୀଙ୍କଠାରେ କାଭିଡ-୧୯ର କୌଣସି ଲକ୍ଷଣ ଦେଖାଯାଉଛି ସେ କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ଘରେ ରହିପାରିବେ। ଏଥିପାଇଁ ସେମାନଙ୍କୁ ଉପରିସ୍ଥ ଅଧିକାରୀଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଯଦି ତାଙ୍କର କୌଣସି ସମ୍ପର୍କୀୟ ବିଦେଶରୁ ଆସିଛନ୍ତି ତେବେ ୪…

୭୨ଘଣ୍ଟାରେ ୨୬୨୬ଜଣ ପଞ୍ଜୀକୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସରକାରଙ୍କ ପକ୍ଷରୁ ବିଦେଶାଗତଙ୍କ ରେଜିଷ୍ଟ୍ରେଶନ ପାଇଁ କରାଯାଇଥିବା ପୋର୍ଟାଲରେ ଗୁରୁବାର ଅପରାହ୍ନ ୨ଟା ସୁଦ୍ଧା ୨୬୨୬ଜଣ ପଞ୍ଜୀକୃତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଥିବା ୧୦୪ ନଂକୁ ୧୨ହଜାରରୁ ଅଧିକ କଲ୍‌ ଆସିଛି ବୋଲି ଗୁରୁବାର ଗୀତଗୋବିନ୍ଦ…

୬୧ରୁ ୬୦ ନମୁନା ନେଗେଟିଭ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ଚିହ୍ନଟ ପାଇଁ ପଠାଯାଇଥିବା ୬୧ଟି ନମୁନାରୁ ୬୦ଟି ନେଗେଟିଭ୍‌ ବାହାରିଛି। ବୁଧବାର ୫ଟି ସାମ୍ପୁଲ୍‌କୁ ପରୀକ୍ଷା ପାଇଁ ପଠାଯାଇଥିଲା। ସବୁଗୁଡ଼ିକ ନେଗେଟିଭ୍‌ ଆସିଥିବା ଗୀତଗୋବିନ୍ଦ ସଦନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା…

କରୋନା କଟକଣା: ଲୋକସେବା ଭବନ ପାସ୍‌ ବନ୍ଦ; ଥଣ୍ଡାଜ୍ୱର ଥିଲେ ଛୁଟିରେ ରହିପାରିବେ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣୁ ସଂକ୍ରମଣ ଏବେ ସାରା ବିଶ୍ୱର ନିଦ ହଜାଇଛି। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ…

ବିରୋଧୀ ଦଳ, ଗଣମାଧ୍ୟମ ଚାପରେ ଫେରିଲା ଜଗନ୍ନାଥଙ୍କ ଟଙ୍କା: ସୁର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଫେରିଛି ଘରୋଇ ୟେସ୍‌ ବ୍ୟାଙ୍କରେ ଥିବା ମହାପ୍ରଭୁଙ୍କ ଟଙ୍କା। ଏହି ଉପଲକ୍ଷେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ। ବିରୋଧୀ ଦଳ ଏବଂ ଗଣମାଧ୍ୟମ ଚାପରେ ଜଗନ୍ନାଥଙ୍କ ଟଙ୍କା ଫେରିଛି। ଏଥିପାଇଁ ସମସ୍ତ ବିରୋଧୀ…

ଏଣିକି ମଦ ଦୋକାନରେ ଧାଡ଼ି: ଗ୍ରାହକଙ୍କୁ ଦେବା ପୂର୍ବରୁ ସାନିଟାଇଜ୍‌ ହେବ ବୋତଲ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ବିଶ୍ୱର ପ୍ରମୁଖ ସମସ୍ୟା ରୂପେ ଉଭା ହୋଇଛି କରୋନା। ଏହି ଭୂତାଣୁ ସଂକ୍ରମଣର ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ବିଶେଷକରି ଭିଡ ସ୍ଥାନରେ କରୋନା ସଂକ୍ରମଣର ଭୟ ରହୁଥିବାରୁ ଶପିଂ ମଲ୍‌ଠାରୁ ଆରମ୍ଭ…

ଲ୍ୟାପ୍‌ଟପ୍‌ ବ୍ୟାଗ୍‌ରେ ଧଳା ଜହର କାରବାର: ୨.୭୦ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ, ୨ଇଞ୍ଜିନିୟରିଂ ଛାତ୍ର ଗିରଫ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଧଳା ଜହର କାରବାରରେ ସମ୍ପୃକ୍ତ ଇଞ୍ଜିନିୟରିଂ ଛାତ୍ର। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ବାଲେଶ୍ୱର ଜିଲା ମିତ୍ରପୁର ଅଞ୍ଚଳରେ ଚଢ଼ାଉ କରି ୨ କୋଟି ୭୦ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିବା ସହ ଦୁଇଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ…

ବିଡିଏ କାର୍ଯ୍ୟାଳୟକୁ ଲୋକଙ୍କ ପ୍ରବେଶ ନିଷେଧ: ଅନ୍‌ଲାଇନ୍‌ ନଚେତ ଟୋଲ ଫ୍ରି ନଂରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଭିଡ ଯୋଗୁ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ଏହାକୁ ଏଡ଼ାଇବା ଲାଗି ଏବଂ ଲୋକମାନଙ୍କ ମଧ୍ୟରେ ସର୍ବନିମ୍ନ ଦୂରତା ବଜାୟ ରଖିବାକୁ ବିଏମ୍‌ସି ନିଜ ମୁଖ୍ୟ କାର୍ଯ୍ୟାଳୟ ସହ ସମସ୍ତ ଜୋନାଲ କାର୍ଯ୍ୟାଳୟ ବନ୍ଦ କରିଛି। ଲୋକଙ୍କୁ…

ସହାୟତାର ହାତ ବଢ଼ାଇଲା ‘ଓଡ଼ିଶା ମୋ ପରିବାର’: ପଞ୍ଜାବରୁ ଫେରିଲେ ଫସି ରହିଥିବା ୬୯ ଓଡ଼ିଆ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପଞ୍ଜାବର ଭଟିଣ୍ଡାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରମାନେ ‘ଓଡ଼ିଶା ମୋ ପରିବାର’ ସହାୟତାରେ ଓଡ଼ିଶା ଫେରିଛନ୍ତି। ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ତାଙ୍କ ନିର୍ବାଚନମଣ୍ଡଳୀର ୫ଜଣ…

ରାଜ୍ୟର ସମସ୍ତ ଜେଲ୍‌କୁ ଆଡଭାଇଜରି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଜେଲ୍‌କୁ କରୋନା ଭୁତାଣୁ ସଂକ୍ରମଣରୁ ରୋକିବା ପାଇଁ କାରାଗାର ମହାନିର୍ଦ୍ଦେଶକ ବୁଧବାର ସ୍ବତନ୍ତ୍ର ଆଡଭାଇଜାରି ଜାରି କରିଛନ୍ତି। କାରାଗାରରେ ରହୁଥିବା ବନ୍ଦୀ ଏବଂ ବିଚାରାଧୀନ ଅଭିଯୁକ୍ତଙ୍କୁ କିପରି ଏହି ସଂକ୍ରମଣରୁ ଦୂରେଇ ରଖାଯାଇପାରିବ ସେନେଇ ଆବଶ୍ୟକ ପଦକ୍ଷେପ ନେବାକୁ…

ମଧ୍ୟାହ୍ନଭୋଜନ ସଂକ୍ରାନ୍ତରେ ସପ୍ତାହ ମଧ୍ୟରେ ଜଣାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ଯେପରି ସଂକ୍ରମଣ ନ ହେବ ପ୍ରତିକାର ସ୍ବରୂପ ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲଗୁଡିକୁ ବନ୍ଦ ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ମିଳୁ ନାହିଁ। ବନ୍ଦ ହୋଇଥିବା ସ୍କୁଲଗୁଡିକର ପିଲାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?