ମେଟ୍ରୋ

ଡିଜିପି ଅଭୟଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟଙ୍କ କାର୍ଯ୍ୟକାଳକୁ ସରକାର ବୃଦ୍ଧି କରିଛନ୍ତି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି ନଂ.୧୩୨୨୯ ପ୍ରକାଶ ପାଇଛି। ୧୯୮୬ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ଅଭୟ ୨୦୧୯…

କରୋନା ପ୍ରତିରୋଧ ଲାଗି ସ୍କାଉଟ ଗାଇଡ୍‌ ବ୍ରିଗେଡ ଗଠନ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ରାଜ୍ୟ ଭାରତ ସ୍କାଉଟ୍ସ ଏବଂ ଗାଇଡ୍ସ ପକ୍ଷରୁ ସ୍କାଉଟ ଗାଇଡ୍‌ ବ୍ରିଗେଡ ଗଠନ କରାଯାଇଛି। ଏଥିରେ ରାଜ୍ୟର ୨୦ ଜିଲାର ୧୪୦ ସ୍କାଉଟ ମାଷ୍ଟର ଓ ଗାଇଡ୍‌ କ୍ୟାପ୍‌ଟେନ…

ରେଷ୍ଟୁରାଣ୍ଟ ବ୍ୟବସାୟକୁ କରୋନା ମାଡ଼

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନା ଏବେ ବିଶ୍ୱ ଅର୍ଥନୀତିକୁ ଦୋହଲାଇ ଦେଇଥିବାବେଳେ ଓଡ଼ିଶାରେ ମଧ୍ୟ ଏହାର ଗୁରୁତର ପ୍ରଭାବ ପଡ଼ିଛି। କରୋନା ପାଇଁ ଶିଳ୍ପ ଓ ବ୍ୟବସାୟ ପ୍ରତିଷ୍ଠାନ କ୍ଷତିଗ୍ରସ୍ତ ହୋଇଛି। ରେଷ୍ଟୁରାଣ୍ଟରୁ ଆରମ୍ଭକରି ଜିମ୍‌ ପର୍ଯ୍ୟନ୍ତ ସବୁକିଛି ଏବେ ଫାଙ୍କା…

ଗହଳି କମାଇବାକୁ ସମସ୍ତ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲା ବିଏମ୍‌ସି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରେନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିଜ ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ ଘରୋଇ ବ୍ୟାଙ୍କ ପାଇଁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବ୍ୟାଙ୍କରେ ଗହଳି କମାଇବା, ପ୍ରବେଶ…

ମାସେ ପର୍ଯ୍ୟନ୍ତ ଜନଆନ୍ଦୋଳନ କରିବନି ଭାଜପା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ଲାଗି ବିଧାନସଭା ବନ୍ଦ ହେବାକୁ ବିରୋଧ କରୁଥିବା ଭାଜପା ଏବେ ଏହି ମହାମାରୀ ରୋଗକୁ ଦୃଷ୍ଟିରେ ରଖି ଦଳର ସବୁ କାର୍ଯ୍ୟକ୍ରମ ଆସନ୍ତା ଏକ ମାସ ପର୍ଯ୍ୟନ୍ତ ବନ୍ଦ କରିବାକୁ ଘୋଷଣା କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଭଡ଼ାଟିଆଙ୍କୁ ବିଦା କରିପାରିବେନି ଘର ମାଲିକ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ଭୁବନେଶ୍ୱରରୁ ଓଡ଼ିଶାର ପ୍ରଥମ କରୋନା ଭାଇରସ ସଂକ୍ରମିତ ଚିହ୍ନଟ ହେବା ପରଠାରୁ ସହରବାସୀ ଆତଙ୍କିତ ହୋଇପଡିଛନ୍ତି। ଏଥିସହ ସରକାରୀ ସ୍ତରରେ କଟକଣା ଓ ସଚେତନତାକୁ ତ୍ୱରାନ୍ବିତ କରାଯାଇଛି। କେତେକ ଶିକ୍ଷାନୁଷ୍ଠାନ ହଷ୍ଟେଲକୁ ମଧ୍ୟ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।…

କରୋନା ଭୟରେ ପୋଷା ଜନ୍ତୁଙ୍କୁ ପରିତ୍ୟାଗ ନ କରିବାକୁ ପରାମର୍ଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ଭୟରେ ରାଜ୍ୟରେ କିଛି ଲୋକ ନିଜ ପୋଷା ତଥା ଗୃହପାଳିତ ଜୀବଜନ୍ତୁଙ୍କୁ ଘରୁ ବାହାର କରିଦେଉଛନ୍ତି। ଏହି ନିରୀହ ପଶୁମାନେ ଖାଦ୍ୟ, ପାନୀୟ ଓ ଆଶ୍ରୟ ଠିକ୍‌ ଭାବରେ ପାଉନାହାନ୍ତି। ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ…

ହୋମ୍‌ କ୍ୱାରାଣ୍ଟାଇନ୍‌ ସହ ମହାପ୍ରଭୁଙ୍କ ଅଣସରକୁ ତୁଳନା କଲେ ବାଗ୍‌ଚୀ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଯେଉଁମାନେ ବିଦେଶରୁ ଆସିଛନ୍ତି ସେମାନେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ନେଇ ଏବେ ଅନେକ ବିଦେଶ ଫେରନ୍ତାଙ୍କ ଚିନ୍ତା ବଢ଼ଛି। ଭାରତରେ ବିଭିନ୍ନ ସହରରେ ଦେଖାଯାଇଛି ଯେ, କ୍ୱାରାଣ୍ଟାଇନରେ ଥିବା ସନ୍ଦିଗ୍ଧ…

ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ କରିବାକୁ ଓଏଫ୍‌ଡିସିର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ସିନେମା ହଲ୍‌ଗୁଡିକୁ ବନ୍ଦ କରି ଦିଆଯାଇଛି। ଏହାସହିତ ଫିଲ୍ମ ଶୁଟିଂକୁ ମଧ୍ୟ ବାରଣ କରାଯାଇଛି। ପୂର୍ବରୁ ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏସନ୍‌(ଆଇଏମ୍‌ପିପିଏ) ବୈଠକରେ ୧୯ ତାରିଖରୁ…

କରୋନା ଗୀତକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ପ୍ରାଣଘାତୀ କରୋନା ଭୂତାଣୁକୁ ନେଇ ଲୋକ ଆତଙ୍କିତ ଅବସ୍ଥାରେ ଥିବାବେଳେ ଏକ ମ୍ୟୁଜିକ କମ୍ପାନୀ କରୋନା ଭାଇରସକୁ ଝିଅ ସହ ତୁଳନା କରି ଗୀତ ପ୍ରସ୍ତୁତ କରି ଏହାକୁ ମନୋରଞ୍ଜନ ଭାବେ ବ୍ୟବହାର କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି…

ଗ୍ରାମାଞ୍ଚଳରେ ସଚେତନତା ଜୋର୍‌ଦାର କରିବାକୁ ପରାମର୍ଶ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଜୋର୍‌ଦାର ପ୍ରୟାସ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଅଧିକାଂଶ ସରକାରୀ ଏବଂ ଘରୋଇ ସଂସ୍ଥା ମଧ୍ୟ ବନ୍ଦ କରାଗଲାଣି। ଏଭଳି ସ୍ଥିତିରେ ଜିଲା ଏବଂ ଗ୍ରାମାଞ୍ଚଳରେ ଅଧିକ ସଚେତନତା ଲାଗି ସରକାର…

ଭାଇରାଲ ହେଉଛି କରୋନା ଗୀତ: ଏକାଧିକ ହିନ୍ଦୀ ଫିଲ୍ମ ନିର୍ମାଣ ଯୋଜନାକୁ ସମାଲୋଚନା

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି ମହାମାରୀ କରୋନା। ସବୁଠି ଘାରିଛି ଏହି ଭୂତାଣୁ ସଂକ୍ରମଣର ଭୟ। ବୁଧବାର ସୁଦ୍ଧା ବିଶ୍ୱର ୧୬୭ ଦେଶକୁ ବ୍ୟାପିଥିବା ଏହି ଭୂତାଣୁ ବିରୋଧରେ ଜାରି ରହିଛି ଲଢେଇ। ଏପରିସ୍ଥଳେ କିଏ କରୋନାକୁ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?