ରାଜଧାନୀର ୨୩ ଛକରେ ଟ୍ରାଫିକ ଯାଞ୍ଚ: ଉଲ୍ଲଂଘନକାରୀଙ୍କୁ ଗୋଡ଼ାଇ ଧରିଲା ପୋଲିସ
ଭୁବନେଶ୍ୱର,୨।୧୨(ବ୍ୟୁରୋ): କଡ଼ାକଡ଼ି ହୋଇଛି ନୂଆ ମୋଟର ଯାନ ଆଇନ। ଆର୍ଟିଓ ସଂକ୍ରାନ୍ତ କାଗଜପତ୍ରକୁ ଛାଡ଼ି ଦେଲେ ୧୦ ଟ୍ରାଫିକ ନିୟମ ଉଲ୍ଲଂଘନକୁ ଗୁରୁତ୍ୱ ଦିଆଯାଇଛି। ତେବେ ୩ ମାସର କୋହଳ ଓ ଚକୋଲେଟ, ଫୁଲତୋଡ଼ା ଦେଇ ସଚେତନ କରିବା ପରେ...
ଟ୍ରାଫିକ ନିୟମ ଭାଙ୍ଗିଲେ ନାବାଳକ: ୬ହଜାର ଜରିମାନା ଦେଲେ ବାପା
କଟକ ଅଫିସ,୨।୧୨: ପୁଣି ଥରେ ଆରମ୍ଭ ହୋଇଛି ସଂଶୋଧିତ ମୋଟର ଯାନ ଆଇନର ୧୦ଟି ନିୟମ। ଏ ନେଇ କଟକରେ ଜୋରଦାର ଧରପଗଡ ଆରମ୍ଭ ହୋଇଛି। ତେବେ ମଧୁପାଟଣା ନିକଟରେ ରବିବାର ଗାଡିମୋଟର ଯାଞ୍ଚବେଳେ ଜଣେ ନାବାଳକ ବାଇକ ଚଳାଇ...
ଆରମ୍ଭ ହେଲା ଧରପଗଡ଼: ଯାଞ୍ଚବେଳେ ପୋଲିସ-ଜନତା ମୁହାଁମୁହିଁ
କଟକ ଅଫିସ,୨।୧୨: ଡିସେମ୍ବର ପହିଲାରୁ ଟ୍ରାଫିକ ଚେକିଂ ଜୋର୍ଦାର ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ସରକାର ଗାଡ଼ି କାଗଜପତ୍ର ଯାଞ୍ଚ ଉପରେ ୩ମାସ କୋହଳ ଘୋଷଣା କରିଥିଲେ ସୁଦ୍ଧା ୧୦ଟି ନିର୍ଦ୍ଦିଷ୍ଟ ନିୟମ ଉପରେ କଟକଣା ବଳବତ୍ତର ରଖିଛନ୍ତି।...
କୋଣାର୍କ ମହୋତ୍ସବ ଆରମ୍ଭ: ରାଜ୍ୟପାଳ କଲେ ଉଦ୍ଘାଟନ
କୋଣାର୍କ, ୧।୧୨: ପ୍ରସିଦ୍ଧ କୋଣାର୍କ ମହୋତ୍ସବ ରବିବାରଠାରୁ ଆରମ୍ଭ ହୋଇଛି। ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଥିବା ୩୦ତମ କୋଣାର୍କ ମହୋତ୍ସବକୁ ଉଦ୍ଘାଟନ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ। ଏହି ଅବସରରେ ଓଡ଼ିଶୀ ଓ କଥକର ଶିଳ୍ପୀମାନେ ଶାସ୍ତ୍ରୀୟ...
ହୋଟେଲରୁ ସେକ୍ସ ର଼୍ୟାକେଟ ଠାବ: ୨ ଦଲାଲ ସହ ହୋଟେଲ ମ୍ୟାନେଜର ଗିରଫ, ଅନଲାଇନରେ ହେଉଥିଲା ବୁକିଂ
ଭୁବନେଶ୍ୱର,୧।୧୨(ବ୍ୟୁରୋ): ଖଣ୍ଡଗିରି ଥାନା ଏମ୍ସ ନଗରରେ ଥିବା ସନସିପ୍ ହୋଟେଲରେ ପୋଲିସ ଚଢାଉ କରି ଏକ ସେକ୍ସ ର଼୍ୟାକେଟ ଠାବ କରିଛି। ଚଢାଉ ସମୟରେ ପୋଲିସ ଉକ୍ତ ହୋଟେଲରୁ ୬ ଜଣ ବଙ୍ଗୀୟ ଯୁବତୀଙ୍କୁ ଅସଞ୍ଜତ ଅବସ୍ଥାେରେ ଉଦ୍ଧାର କରିବା...
ଓଡ଼ିଶାର ହସ୍ତଶିଳ୍ପୀ, ବୁଣାକାରଙ୍କ ପାଇଁ କାର୍ଯ୍ୟ କରିବ ‘ଫ୍ଲିପ୍କାର୍ଟ ସମର୍ଥ’
ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଓ କମର୍ସ ମଞ୍ଚ ଫ୍ଲିପ୍କାର୍ଟ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ରାଜ୍ୟର ବୁଣାକାର ଓ ହସ୍ତଶିଳ୍ପୀ କାରିଗରଙ୍କ ପାଇଁ ବ୍ୟବସାୟିକ ତଥା ବାଣିଜି୍ୟକ ସୁବିଧାର...
ମହିଳାଙ୍କ ସୁରକ୍ଷିତ ଯାତ୍ରା ପାଇଁ ଜାରିହେଲା ଆଡ୍ଭାଇଜରି: ତୁରନ୍ତ ଟୋଲ୍ ଫ୍ରି ନଂ.୧୦୦କୁ ଫୋନ୍ କରି ପୋଲିସକୁ ଜଣାନ୍ତୁ
ଭୁବନେଶ୍ୱର,୧ା୧୨(ବ୍ୟୁରୋ): ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ଜଣେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ କରି ଗଣବଳାତ୍କାର ପରେ ହତ୍ୟା ଘଟଣା ଦେଶରେ ଆଲୋଡନ ସୃଷ୍ଟି କରିଛି। ଏଭଳି ସ୍ପର୍ଶକାତର ଘଟଣାର ଯେପରି ପୁନରାବୃତ୍ତି ନ ହୁଏ ସେଥିଲାଗି ଗୃହ ମନ୍ତ୍ରଣାଳୟ ପକ୍ଷରୁ...
ଓଡ଼ିଆ ମ୍ୟୁଜିକ୍ ଏକ୍ସିଲେନ୍ସି ଆୱାର୍ଡ-୨୦୧୯: ସମ୍ବର୍ଦ୍ଧିତ ହେଲେ ୨୫ ପ୍ରତିଭା
କଟକ ଅଫିସ,୧ା୧୨: ଶହୀଦ ଭବନଠାରେ ହ୍ବାଇଟ କାନଭାସ, ହେରାଲଡ ଓ ଦି ମେସେଞ୍ଜର୍ସର ମିଳିତ ଆନୁକୂଲ୍ୟରେ ରୁଚି ପ୍ରଥମ ଓଡ଼ିଆ ମ୍ୟୁଜିକ ଏକ୍ସିଲେନ୍ସି ଆୱାର୍ଡ-୧୯ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ମହମ୍ମଦ ମୋକିମ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବା ସହ...
ବମ୍ବେ କ୍ୟାଣ୍ଟିନ୍ରେ ଓଡ଼ିଆ ମେନୁ: ମାଛ ହଳଦୀପାଣିରୁ ଆମ୍ବୁଲ ବିୟର୍
ଭୁବନେଶ୍ୱର,୧ା୧୨: ‘ଏ ଫିଷ୍ଟ୍ ଫ୍ରମ୍ ଦି ଇଷ୍ଟ୍’। ପୂର୍ବ ଉପକୂଳର ପାରମ୍ପରିକ ଖାଦ୍ୟ ପହଞ୍ଚତ୍ଛି ପଶ୍ଚିମ ଉପକୂଳର ଲୋକପ୍ରିୟ ସହର ବମ୍ବେରେ। ବମ୍ବେର ଲୋକପ୍ରିୟ ଚେନ୍ ରେସ୍ତୋରଁା ‘ବମ୍ବେ କ୍ୟାଣ୍ଟିନ୍’ରେ ମିଳୁଛି ଖାଣ୍ଟି ଓଡ଼ିଆ ଖାଦ୍ୟ। ଓଡ଼ିଶାର କୋଣାନୁକୋଣରୁ ବଛାବଛା...
୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା
ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା ଛାତ୍ରୀଛାତ୍ର ହିଁ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହେବେ। ଏ...
୨ରୁ ମିଶନ ଇନ୍ଦ୍ରଧନୁଷ: ଶତ ପ୍ରତିଶତ ଟିକାକରଣ ନିର୍ଦ୍ଦେଶ
ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଆସନ୍ତା ୨ ତାରିଖରୁ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ‘ମିଶନ ଇନ୍ଦ୍ରଧନୁଷ୍-୨’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ୬ ଜିଲା ଯଥା ଗଜପତି, କନ୍ଧମାଳ, କୋରାପୁଟ, ମାଲକାନଗିରି, ଢେଙ୍କାନାଳ ଓ ରାୟଗଡ଼ାରେ ଟିକାକରଣ କରାଯିବ। ଏ ନେଇ ଶନିବାର...
ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ସବୁ ସୁନାରେ ଏବେ ବିଆଇଏସ୍ କିମ୍ବା ହଲ୍ମାର୍କ ରହିବା ବାଧ୍ୟତାମୂଳକ
ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସୁନା କିଣିବା ବେଳେ ଏହା ବିଆଇଏସ୍ କିମ୍ବା ହଲମାର୍କ କି ନୁହେଁ ତାହା ଉପରେ ଗ୍ରାହକଙ୍କର ନଜର ନ ଥାଏ। ପସନ୍ଦ ହୋଇଥିବା ସୁନା କେତେ ଶୁଦ୍ଧ ତାହା ମଧ୍ୟ ଗ୍ରାହକ ଜାଣିିବା କଷ୍ଟକର। ଏହାର ଫାଇଦା ଉଠାଇ...
Archives


