ଖୋଲାମେଲା ରେଳ ଷ୍ଟେଶନ: କରୋନା ଧରିବ କ୍ୟାମେରା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍କୁ ନେଇ ସବୁଠି ଭୟ ଓ ଆଶଙ୍କାର ବାତାବରଣ। ସଂକ୍ରମଣ ରୋକିବାକୁ କଡ଼ା ନିର୍ଦ୍ଦେଶ ଜାରି ପରେ ସବୁଠି କଟକଣା ଲଗାଯାଇଛି। ହେଲେ ଓଡ଼ିଶାର ଅନ୍ୟତମ ପ୍ରମୁଖ ପ୍ରବେଶ ପଥ ଭୁବନେଶ୍ୱର ରେଳ ଷ୍ଟେଶନରେ ଏହାର ବ୍ୟତିକ୍ରମ…
ଘରୋଇ ସିଟି ବସ୍, ମୋ ବସ୍ରେ କଟକଣା ଉଲ୍ଲଂଘନ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ଯଥାସମ୍ଭବ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସରକାରୀ ଓ ଘରୋଇ ବସ୍ ପାଇଁ କଟକଣା ଜାରି କରାଯାଇଛି। ସିଟ୍ଠାରୁ ଅଧିକ ଯାତ୍ରୀ ନ ନେବା ପାଇଁ ନିର୍ଦ୍ଦେଶନାମା ଜାରି କରାଯାଇଛି। ନିୟମ ଉଲ୍ଲଂଘନ ହେଲେ ବସ୍ କର୍ମଚାରୀ…
ବାତିଲ ହୋଇନି ବିଇଡି ପରୀକ୍ଷା
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): କରୋନା ଭାଇରସ୍ ପ୍ରତିକାରକୁ ନେଇ ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିବା ସହ ପରୀକ୍ଷାକୁ ମଧ୍ୟ ବାତିଲ କରିଦେଇଛନ୍ତି। କିନ୍ତୁ ରାଜ୍ୟ ବାହାର ବିଶ୍ୱବିଦ୍ୟାଳୟ ଅଧୀନରେ ବିିଇଡି କରୁଥିବା ଛାତ୍ରୀଛାତ୍ରଙ୍କ ପରୀକ୍ଷା ବାତିଲ ହୋଇନାହିଁ । ଆସନ୍ତା…
ରାଜଧାନୀରେ ଆମେରିକା ନିର୍ମିତ ବନ୍ଧୁକ
ଭୁବନେଶ୍ୱର,୧୮ା୩ (ବ୍ୟୁରୋ): ରାଜଧାନୀରେ ଚୋରା ପିସ୍ତଲ କାରବାର, ବନ୍ଧୁକ ମୁନରେ ଲୁଟ୍ପାଟ ଭଳି ଘଟଣା ବଢ଼ିଚାଲିଛି । ସୋମବାର ରାତିରେ ବୁଦ୍ଧପାର୍କ ନିକଟରେ କ୍ୟୁଏଟି ଓ ଚନ୍ଦ୍ରଶେଖରପୁର ଥାନା ପୋଲିସର ମିଳିତ ଚଢ଼ାଉରେ ଦେଶୀ ଓ ଆମେରିକା ନିର୍ମିତ ପିସ୍ତଲ ଜବତ…
ହୋର୍ଡିଂରେ ଖିଲାପକାରୀଙ୍କ ନାଁ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): ବର୍ଷବର୍ଷ ଧରି ହୋଲଡିଂ ଟ୍ୟାକ୍ସ ଦେଇ ନ ଥିବା ୩୪୩ଜଣ ବଡ଼ ଖିଲାପକାରୀଙ୍କ ତାଲିକା ରାଜଧାନୀର ବିଭିନ୍ନ ରାସ୍ତା ପାର୍ଶ୍ୱରେ ଥିବା ବଡ଼ ହୋର୍ଡ଼ିଂରେ ଲଗାଯାଇଛି। ସେମାନଙ୍କ ନାମକୁ ସର୍ବ ସାଧାରଣରେ ପ୍ରକାଶ କରିବା ସହ ସେମାନେ ମୋଟ…
କରୋନା ଭୟ: ଭିତ୍ତିଭୂମି ସଜାଡୁଛି ଏସ୍ସିବି
କଟକ ଅଫିସ,୧୮ା୩: ଏସ୍ସିବି ମେଡିକାଲରେ କରୋନା ମୁକାବିଲା ପାଇଁ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି। ସନ୍ଦିଗ୍ଧ କିମ୍ବା ଆକ୍ରାନ୍ତ ରୋଗୀ ଆସିଲେ ସେମାନଙ୍କୁ କିଭଳି ସେବା ଯୋଗାଇ ଦିଆଯିବ ସେ ନେଇ ଚିନ୍ତା ବଢିଛି। କରୋନା ନିମନ୍ତେ ସ୍ବତନ୍ତ୍ର ଭାବେ ୧୦୦୦…
ସତର୍କତା, ସଚେତନତା ନେଇ ବିଏମ୍ସିର ଚଢ଼ାଉ
ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟାପକ ସଚେତନତା କରୁଛି। ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍, ହାଟ, ମନ୍ଦିର, କଲ୍ୟାଣମଣ୍ଡପ, ପାର୍କ, ଖାଦ୍ୟ ଦୋକାନ, ରେଷ୍ଟୁରାଣ୍ଟ ଓ ଡ୍ୟାନ୍ସ ବାର, କର୍ପୋରେଟ୍…
ଶାସ୍ତ୍ରୀୟ ଓଡ଼ିଆ ଭାଷାକୁ ନାହିଁ ଟଙ୍କାଟିଏ କେନ୍ଦ୍ରୀୟ ଅନୁଦାନ
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଶାସ୍ତ୍ରୀୟ ମାନ୍ୟତା ପାଇଥିବା ଓଡ଼ିଆ ଏବଂ ମାଲାୟଲମ୍ ପ୍ରଭୃତି ଭାଷାକୁ କେନ୍ଦ୍ର ସରକାର ଅବହେଳା କରୁଛନ୍ତି। ଅପରପକ୍ଷରେ ମାତ୍ର ୧୫,୦୦୦ ଲୋକ କହୁଥିବା ସଂସ୍କୃତ ଭାଷାର ପ୍ରସାର ଲାଗି ଧ୍ୟାନ ଦିଆଯାଉଛି। କଂଗ୍ରେସ ନେତା ଜୟରାମ ରମେଶ ସୋମବାର ରାଜ୍ୟ…
ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଓଡ଼ିଆ ମୃତ, ୩ ଗୁରୁତର
ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମବଙ୍ଗର ସିଲିଗୁଡ଼ି କଲିମ୍ପଙ୍ଗ ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭୁବନେଶ୍ୱର ଅଞ୍ଚଳର ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସ୍ଥାନୀୟ ରେଳବିହାରରେ ରହୁଥିବା ରତିକାନ୍ତ ନନ୍ଦ, ଶକୁନ୍ତଳା…
ହୋମ୍ କ୍ୱାରେଣ୍ଟାଇନ୍ରେ ଆଇଏଏସ୍ ଅଫିସର ଏସ୍.ଭିନିଲକ୍ରିଷ୍ଣା
ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପରେ ଏବେ ଆଇଏଏସ୍ ଅଫିସର ଏସ୍.ଭିନିଲକ୍ରିଷ୍ଣା ହୋମ୍ କ୍ୱାରେଣ୍ଟାଇନ୍ରେ ରହିଛନ୍ତି। ଏ ସମ୍ପର୍କରେ ସେ ଏକ ଭିଡିଓ ଜାରି କରି ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ବିଦେଶରୁ ଫେରିବା ପରେ ସେ ସରକାରଙ୍କ ଓ୍ବେବ୍ସାଇଟ୍ରେ…
ବ୍ରେଥ୍ ଆନାଲାଇଜର୍ ଟେଷ୍ଟ ବନ୍ଦ ପାଇଁ ଡିଜିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୩(ବ୍ୟୁରୋ):ରାଜ୍ୟରେ ନୂତନ ସଡ଼କ ସୁରକ୍ଷା ଆଇନ ଲାଗୁ ହେବା ପରେ ଯାନବାହନ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଥିଲା। କାଗଜପତ୍ର ତଥା ଅନ୍ୟାନ୍ୟ ନିୟମ ଭଙ୍ଗ କଲେ ଚାଳକଙ୍କଠାରୁ ମୋଟା ଅଙ୍କର ଜରିମାନା କରାଯାଉଥିଲା। ବିଶେଷକରି ମଦ୍ୟପ ଡ୍ରାଇଭରଙ୍କ ଉପରେ ରହିଥିଲା ନଜର।…
ରାଜ୍ୟରେ ପରିବହନ ସେବା ବାଧାପ୍ରାପ୍ତ: ଟ୍ରେନ୍ ଟିକେଟ୍ ବାତିଲ କରୁଛନ୍ତି ଯାତ୍ରୀ,ଏଣିକି ଆର୍ଟିଓରେ ଦୈନିକ ମିଳିବ ୫୦ ଲାଇସେନ୍ସ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ଗୋଟିଏ ପଟେ କରୋନା ମୁକାବିଲା ନେଇ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଅପରପକ୍ଷେ ପରିବହନ ସେବା ବାଧାପ୍ରାପ୍ତ ହେଉଥିବା ଦେଖାଯାଉଛି। ବିଭିନ୍ନ ରେଳଷ୍ଟେଶନରେ ଟିକେଟ ବାତିଲ ପ୍ରକ୍ରିୟା ବଢ଼ୁଥିବା ନଜର ଆସିଛି। ଇଷ୍ଟକୋଷ୍ଟ ରେଲଓ୍ବେର…

