ମେଟ୍ରୋ

କଏଦୀଙ୍କୁ ବଣ୍ଟାଯିବ ସାନିଟାଇଜର, ମାସ୍କ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ କଏଦୀମାନଙ୍କୁ ଭିଡିଓ କନ୍‌ଫରେନ୍ସରେ ହାଜର କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଏନେଇ ଏକ ଚିଠି କରାଯାଇ ଗାଇଡଲାଇନ୍‌ ଜାରି କରାଯାଇଥିଲା। ହେଲେ ସୋମବାର…

‘ଭୟଭୀତ ନୁହେଁ ସଚେତନ ହୁଅ’

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବାକୁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବଡ଼ ପଦକ୍ଷେପ ନେଉଛନ୍ତି। ପ୍ରାଥମିକ ସ୍ତରରେ ଗହଳି ସ୍ଥାନକୁ ବନ୍ଦ କରିବା ସହ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେଣୁ କରୋନା ପାଇଁ…

ଗୋଟିଏ ଦିନରେ ମାଉସୀମା’ ମନ୍ଦିରରେ ଲାଗିବ ରଥ

ପୁରୁଣା ଭୁବନେଶ୍ୱର,୧୭।୩(ଡି.ଏନ୍‌.ଏ.): ଅଶୋକାଷ୍ଟମୀରେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା। ଏ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନବଦିନାତ୍ମକ ହୋଇଥିବାବେଳେ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଞ୍ଚଦିନାତ୍ମକ ହୋଇଥାଏ। କାଳକ୍ରମେ ଠାକୁରଙ୍କ ଏହି ରଥଯାତ୍ରା ମାଉସୀ ମା’ମନ୍ଦିରରେ ପହଞ୍ଚତ୍ବା…

ସ୍ବାସ୍ଥ୍ୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା: ବାପାଙ୍କ ଅନ୍ତିମକ୍ରିୟା ସାରି କାର୍ଯ୍ୟରେ ଯୋଗଦେଲେ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ରବିବାର କରୋନା ମୁକାବିଲା ପାଇଁ ଯେଉଁ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ କସରତ ଚାଲିଥିଲା ସେହି ସମୟରେ…

‘କରୋନା’ ଗୀତ ଗାଇ ଟ୍ରୋଲ ହେଲେ ହ୍ୟୁମାନ ସାଗର

ଭୁବନେଶ୍ୱର, ୧୭।୩(ବ୍ୟୁରୋ)/କଟକ ଅଫିସ : ‘ଝିଅ ନୁହେଁ ତୁ କରୋନା ଭାଇରସ୍‌’। ଏହି ଗୀତକୁ ନେଇ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏହି ଗୀତକୁ ଗାଇ ଟ୍ରୋଲ ହୋଇଛନ୍ତି। ଏହି ଗୀତରେ…

କରୋନା ପାଇଁ ମୋ ବସ୍‌ରେ ସ୍ବତନ୍ତ୍ର ବିଶୋଧନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଭାଇରସର ବିସ୍ତାରକୁ ରୋକିବା ପାଇଁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ମୋ ବସ୍‌ ଓ ବସ ଷ୍ଟପରେ ସ୍ବତନ୍ତ୍ର ବିଶୋଧନ କରାଯାଇଛି। ମୋ ବସ୍‌ର ସିଟ ତଳ, ଷ୍ଟେରିଙ୍ଗ୍‌, ହାତ ରଖିବା ସ୍ଥାନ ତଥା…

ଆରମ୍ଭରୁ ଅବ୍ୟବସ୍ଥା

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଶହ କୋଟିର ବ୍ୟୟବରାଦ ରହିଛି। ଚିକିତ୍ସା, ସଚେତନତାଠାରୁ ଆରମ୍ଭ କରି ବ୍ୟାପକ ବ୍ୟବସ୍ଥା କରାଯାଉଥିବା କୁହାଯାଉଛି। ଘନଘନ ନିର୍ଦ୍ଦେଶନାମା ଜାରି କରାଯାଇ କଟକଣା ଲଗାଯାଉଛି। ବିମାନ ବନ୍ଦରରେ କଡ଼ା ଯାଞ୍ଚ, ହସ୍ପିଟାଲରେ ଆସୋଲେଶନ…

ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ମନା

ପୁରୁଣା ଭୁବନେଶ୍ୱର, ୧୭।୩(ଡି.ଏନ୍‌.ଏ.): ମହାମାରୀ କରୋନା ପାଇଁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଯାତ୍ରୀଙ୍କ ପାଇଁ ୭ଟି ଗାଇଡଲାଇନ ବ୍ୟବସ୍ଥା କରାଯାଇଛି। ସେହିପରି ଗର୍ଭଗୃହରେ ଲିଙ୍ଗରାଜଙ୍କୁ…

କ୍ୟାପିଟାଲ ହସ୍ପିଟାଲରେ କୋକୁଆ ଭୟ: ମୁହଁ ଖୋଲିଲେ ଆକ୍ରାନ୍ତଙ୍କ ପରିବାର

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଚାଇନା, ଇଟାଲୀ ଆଦି ଦେଶରେ ମୃତ୍ୟୁର ବୀଭିଷିକା ରଚୁଥିବାବେଳେ ଓଡ଼ିଶାରେ ଛନକା ପଶିଥିଲା। ବିଦେଶରେ ବହୁ ଓଡ଼ିଆ ରହୁଥିବାରୁ ରାଜ୍ୟ ସରକାର ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଏନେଇ ପ୍ରସ୍ତୁତି ଆରମ୍ଭ କରିଥିଲେ। ଏହି…

ଖାଲିପଡ଼ୁଛି ରେଷ୍ଟୁରାଣ୍ଟ୍‌, ପବ୍‌

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଭିଡ଼ ଜମୁଥିବା ରେଷ୍ଟୁରାଣ୍ଟ ଓ ପବ୍‌ ଏବେ ଖାଲିପଡ଼ୁଛି। ଗ୍ରାହକଙ୍କ ଅପେକ୍ଷାରେ କର୍ମଚାରୀଙ୍କ ଦିନ କଟୁଛି। କରୋନା ଭୟ ଯୋଗୁ ବିପୁଳ କ୍ଷତିଗସ୍ତ ହୋଇଛି ପବ୍‌ ଓ ରେଷ୍ଟୁରାଣ୍ଟ୍‌ ଶିଳ୍ପ। ଲୋକ ଘରୁ ବାହାରକୁ ବାହାରୁ ନ ଥିବାରୁ ଆମ୍ୟୁଜମେଣ୍ଟ…

କରୋନା ପାଇଁ କଟକଣା ଜାରିକଲେ ଓଏଚ୍‌ଆରସ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଭାଇରସ (କୋଭିଡ୍‌-୧୯)ର ମିୁକାବିଲା କରିବା ପାଇଁ ରାଜ୍ୟ ମାନବାଧିକାର କମିଶନ(ଓଏଚଆରସି) କଟକଣା ଜାରି କରିଛନ୍ତି। ସ୍ଥିତି ସୁଧୁରିବା ପର୍ଯ୍ୟନ୍ତ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲା କୋର୍ଟରେ ବିଚାର କରାଯିବ। କୋର୍ଟ ପରିସରରେ ବିଚାରପତି, ମାନବାଧିକାର କର୍ମୀ, ଅଭିଯୁକ୍ତ, ଅଭିଯୋଗକାରୀ…

ବିଦେଶୀ ପର୍ଯ୍ୟଟକଙ୍କ ଡାଟାବେସ୍‌ ପ୍ରସ୍ତୁତ ହେବ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି ଅନ୍ୟ ସମସ୍ତ ବିଭାଗ ଭଳି ବ୍ୟାପକ ପ୍ରସ୍ତୁତି କରିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। କରୋନା ଭୂତାଣୁ ସଂକ୍ରମଣରେ ଚାଇନା ପରେ ଏବେ ଇଟାଲୀ ସର୍ବାଧିକ ପ୍ରଭାବିତ ହୋଇଛି। ଏପରିସ୍ଥଳେ ଓଡ଼ିଶାରେ ଏବେ ଏକାଧିକ ଇଟାଲୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?