ବନ୍ଦ ହେଲା ନିକୋ ପାର୍କ
ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଆତଙ୍କ ପାଇଁ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ବନ୍ଦ କରାଯାଇଛି। ମଙ୍ଗଳବାରଠାରୁ ପାର୍କକୁ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି ବୋଲି ବିଡିଏ ସୂତ୍ରରୁ ଜଣାପଡ଼ିଛି। ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ…
ଖୋଲା ରହିବ ଜରୁରୀ ସାମଗ୍ରୀ ଦୋକାନ
ଭୁବନେଶ୍ୱର,୧୭।୩ (ବ୍ୟୁରୋ): ସୋମବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କରୋନା ମୁକାବିଲା ପାଇଁ ପୋଲିସ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ ଡିସିପି ଅନୁପ ସାହୁ, ଟ୍ରାଫିକ୍ ଡିସିପି ସାଗରିକା ନାଥ, ଅଭିଜ୍ଞ ଡାକ୍ତରୀ ଟିମ୍ ଏବଂ…
ରାଜଧାନୀରେ ବନ୍ଦ ରହିଲା ସବୁ ମଲ୍
ଭୁବନେଶ୍ୱର,୧୭।୩(ବ୍ୟୁରୋ): କଟକ, ଭୁବନେଶ୍ୱର ଟ୍ବିନ୍ସିଟିରେ ସମସ୍ତ ଶପିଂ ମଲ୍କୁ ବନ୍ଦ କରିବାକୁ ରବିବାର କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସୋମବାର ରସୁଲଗଡ଼ ଏସ୍ପ୍ଲାନେଡ୍ ମଲ୍ରୁ ଆରମ୍ଭକରି ବିଏମ୍ସି କେଶରୀ ମଲ୍, ଭବାନୀ ମଲ୍, ସେଣ୍ଟ୍ରାଲ ମଲ୍ ସମେତ ସହରର ସମସ୍ତ…
ହୋଟେଲ, ଟ୍ରାଭେଲ ଶିଳ୍ପ ବ୍ୟାପକ କ୍ଷତିଗ୍ରସ୍ତ
ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ପ୍ରଭାବରେ ରାଜ୍ୟର ହୋଟେଲ ଓ ଟ୍ରାଭେଲ ଶିଳ୍ପ ସର୍ବାଧିକ କ୍ଷତିଗସ୍ତ ହୋଇଛି। ପ୍ରଳୟଙ୍କରୀ ବାତ୍ୟା ଫନୀ ପରେ ହୋଟେଲ ଶିଳ୍ପକୁ ଆଉଥରେ ଏକ ବଡ଼ ଝଟ୍କା ଲାଗିଛି। ଇନ୍ବାଉଣ୍ଡ୍ ଟୁରିଷ୍ଟମାନେ ସେମାନଙ୍କ ବୁକିଂ ବାତିଲ କରୁଥିବାରୁ ଏହାର କ୍ଷତି…
ବ୍ୟବସାୟୀଙ୍କ କ୍ଷତି ଟପିବ ୧ ହଜାର କୋଟି: ବଜାର ସ୍ଥିତି ବିଗାଡୁଛି କରୋନା
ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା(କୋଭିଡ-୧୯)ର ପ୍ରକୋପ ସମଗ୍ର ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି। ଏଥିଯୋଗୁ ବିଶ୍ୱ ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଛି। ଏହି ରୋଗ କେବଳ ମଣିଷ ସ୍ବାସ୍ଥ୍ୟକୁ ଯେ ଗ୍ରାସ କରୁଛି ତାହା ନୁହେଁ, ରାଜ୍ୟର ସାମାଜିକ ଏବଂ ଆର୍ଥିକ ବ୍ୟବସ୍ଥାକୁ…
କୁକୁଡ଼ା ଚାଷୀଙ୍କ ପାଇଁ କ୍ଷତିପୂରଣ ଦାବି କଲା ଭାଜପା
ଭୁବନେଶ୍ୱର, ୧୭।୩(ବ୍ୟୁରୋ): କୁକୁଡ଼ା ମାଂସ ଖାଇଲେ କରୋନା ହେବ ଏକଥା ମିଛ ପ୍ରମାଣିତ ହୋଇ ସାରିଛି। ଏହାର କୌଣସି ବୈଜ୍ଞାନିକ ଆଧାର ନାହିଁ । ହେଲେ ଏହି ଗୁଜବ କାରଣରୁ କୁକୁଡା ମାଂସ କେତେକ ଲୋକ ଖାଉ ନାହାନ୍ତି। ଏହା ଦ୍ୱାରା…
ସମସ୍ତ ସହରାଞ୍ଚଳରେ ହେବ ଅସ୍ଥାୟୀ କ୍ୱାରାଣ୍ଟାଇନ୍
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ରବିବାର ବିଳମ୍ବିତ ରାତିରେ ଜଣେ ୩୩ ବର୍ଷୀୟ ଯୁବକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି। ତାଙ୍କ ରକ୍ତ ନମୁନା ରିପୋର୍ଟରେ କରୋନା ପଜିଟିଭ୍ ବାହାରିଛି। ତେଣୁ ଏହି ଭୂତାଣୁ ଯେପରି…
କଲେଜ ଯିବେନି ଅଧ୍ୟାପକ, କର୍ମଚାରୀ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲାକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ଶିକ୍ଷାନୁଷ୍ଠାନକୁ ନ ଆସିବାକୁ ବାରଣ କରିଛି ଉଚ୍ଚଶିକ୍ଷା ବିଭାଗ। ପରୀକ୍ଷା କିମ୍ବା ମୂଲ୍ୟାଙ୍କନ ସମ୍ବନ୍ଧୀୟ କାର୍ଯ୍ୟ ନଥିଲେ କଲେଜ ନ ଆସିବାକୁ କୁହାଯାଇଛି।…
ଧାର୍ମିକ ପୀଠ, ପର୍ଯ୍ୟଟନସ୍ଥଳୀରେ ବଢ଼ିଲା କଟକଣା
ଭୁବନେଶ୍ୱର,୧୭।୩(ବ୍ୟୁରୋ): ରାଜ୍ୟର ପ୍ରଥମ କରୋନା ଭାଇରସ୍ ସଂକ୍ରମଣ ଜଣାପଡିବା ପରେ ସବୁଠି କଟକଣା ଲାଗୁ କରାଯାଇଛି। କେଉଁଠି ୧୪୪ ଧାରା ଲାଗୁ ହୋଇଛି ତ ଆଉ କେଉଁଠି ମଲ୍ରୁ ଆରମ୍ଭକରି ମନ୍ଦିର, ଧାର୍ମିକ ପୀଠ, ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ କଟକଣାକୁ ବଢ଼ାଇ ଦିଆଯାଇଛି।…
ନବୀନଙ୍କ ପଦକ୍ଷେପକୁ ଅନୁସରଣ କରୁ ପାର୍ଲାମେଣ୍ଟ: ସସ୍ମିତ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶ୍ୱବ୍ୟାପୀ ପ୍ରଭାବ ବିସ୍ତାର କରୁଥିବା କରୋନାକୁ ମୁକାବିଲା କରିବା ପାଇଁ ସମସ୍ତେ ଚେଷ୍ଟା କରୁଛନ୍ତି। କିଛିଦିନ ତଳେ ଓଡ଼ିଶାରେ କରୋନାକୁ ରାଜ୍ୟ ବିପତ୍ତି ଘୋଷଣା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଥିଲେ।…
ବିଦେଶାଗତଙ୍କ ଉପରେ ନଜର: ମାର୍ଚ୍ଚ ୪ ପରେ ଆସିଥିବା ବ୍ୟକ୍ତିଙ୍କୁ ୪୮ ଘଣ୍ଟା ମହଲତ,ନାମପଞ୍ଜୀକରଣ କଲେ ମିଳିବ ୧୫ ହଜାର ଟଙ୍କା
ଭୁବନେଶ୍ୱର,୧୬।୩(ବ୍ୟୁରୋ)- ବିଦେଶରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଛି। ସେମାନେ ପହଞ୍ଚିବାର ୨୪ ଘଣ୍ଟା ମଧ୍ୟରେ ଟୋଲ୍ ଫ୍ରି ନମ୍ବର ୧୦୪କୁ କଲ୍ କରି କିମ୍ବା ଅନଲାଇନ ପୋର୍ଟାଲ https://covid19.odisha.gov.in ଜରିଆରେ ନିଜର ନାମ ପଞ୍ଜୀକୃତ କରି ପାରିବେ।…
ବସ୍ରେ ଲାଗିଲା କଟକଣା: ଯାତ୍ରୀଙ୍କୁ ଛିଡ଼ା କରି ନେଲେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୬।୩ (ବ୍ୟୁରୋ)-କରୋନା ଭୂତାଣୁକୁ ନେଇ ସମଗ୍ର ବିଶ୍ୱ ଆତଙ୍କିତ। ଭାରତରେ ଏହି ଭୂତାଣୁ କାୟା ବିସ୍ତାର କରିଚାଲିଛି। ପରିସ୍ଥିତି ଯେପରି ଅଣାୟତ୍ତ ନ ହେବ ସେ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ନେଉଛନ୍ତି। ସାମାଜିକ…

