ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…
ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଭକ୍ତମାନେ ୩ କେଜି ୪୪୧ ଗ୍ରାମ…
ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ
ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି, କାଚ ବୋତଲ ବଦଳରେ ଫ୍ରୁଟି ଭଳି ମୋଟା କାଗଜ ଖୋଳରେ ଏଣିକି ମଦ…
କିସ୍ ହଷ୍ଟେଲ୍ରୁ ମିଳିଲା ଜଣେ ଛାତ୍ରଙ୍କ ମୃତଦେହ: ବଢୁଛି ସନ୍ଦେହ
ଭୁବନେଶ୍ୱର,୨୧।୨(ତ୍ରିନାଥ ମହାନ୍ତି):ଇନ୍ଫୋସିଟି ଥାନା ଅନ୍ତର୍ଗତ କିସ୍(କଳିଙ୍ଗ ଇନ୍ଷ୍ଟଚ୍ୟୁଟ୍ ଅଫ୍ ସୋସିିଆଲ ସାଇନ୍ସ)ରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଛାତ୍ର ହେଲେ ଚନ୍ଦନ ସବର। ତାଙ୍କ ଘର ନୂଆପଡ଼ାରେ ହୋଇଥିବାବେଳେ ସେ କିସ୍ରେ ଯୁକ୍ତ ୨ କଳାରେ ପାଠ ପଢୁଥିଲେ।…
ତୁମମାନଙ୍କ ଯୋଗୁ ମୋ ବାପା ହଇରାଣ ହେଲେ….ଶଙ୍ଖ ଭବନରୁ ଆସିଲା ପୁଣି ଏକ ରୋଚକ ଘଟଣା
ଭୁବନେଶ୍ୱର, ୨୧।୨(ସୁନିତ୍ ମିଶ୍ର):ବିଜେଡି ଭିତରେ ଅସନ୍ତୋଷ ଥମିବାର ନାଁ ଧରୁନାହିଁ। ପ୍ରତିଦିନ ନେତାମାନେ ପରସ୍ପର ବିରୋଧରେ ବିଷ ଓକାଳିବାରେ ଲାଗିଛନ୍ତି। ଏବେ ସେହି ଧାରା ତୀବ୍ର ହେବାରେ ଲାଗିଛି। ଏପରି ଏକ ଘଟଣା ଶୁକ୍ରବାର ଶୁଣିବାକୁ ମିଳିଛି। ଆସନ୍ତା ୨୪ ତାରିଖରେ…
ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…
ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଆଗାମୀ ୨ଦିନ ଏଭଳି ସ୍ଥିତି ଲାଗି ରହିବ। ତେବେ ୨୩…
ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ବଜେଟରେ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି। ରାଜ୍ୟର ୩ଟି ଜିଲା…
ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…
ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି ବଜେଟରେ ସାଧାରଣ ଜନତାଙ୍କ ପାଇଁ ସୁଭଦ୍ରା ଯୋଜନା ଉପରେ ସ୍ୱତନ୍ତ୍ର ଫୋକସ୍ ଦିଆଯାଇଛି…
‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ…
ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍ ଯୋଜନା’କୁ ନେଇ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ସମସ୍ତ…
ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…
ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ପରେ…
BA ପାସ୍ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି । ବଜେଟ୍ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି। ଆର୍ଥିକ ଦୁର୍ବଳ ଝିଅଙ୍କୁ ବିଏ ତଥା ସ୍ନାତକ ପାଇଁ ଏହି…
ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…
ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ…
ବିଧାନସଭାରେ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଲେ ଧନ୍ୟବାଦ
ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୩ ଲକ୍ଷ ୧୦ ହଜାର କୋଟିି ବଜେଟ୍ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଆସିବା ପରେ…
Archives


