ମେଟ୍ରୋ

୨୦ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌-ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ ଆରମ୍ଭ ହେବ। ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ…

ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ବୁଧବାରଠାରୁ ଶୁକ୍ରବାର…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା ୮୫୦୦ ଟଙ୍କା, ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ ଘୋଷଣା କରାଯାଇଛି। ୩୩% କିମ୍ବା ଊର୍ଦ୍ଧ୍ୱ ଫସଲ…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପୁଣିଥରେ ଉତ୍ତର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ ଦେଶର ନେତାମାନେ ସାମିଲ ଅଛନ୍ତି। ଆସନ୍ତା ବର୍ଷ ୭ଟି ରାଜ୍ୟରେ ହେବାକୁ ଥିବା…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ ବନ୍ୟାକୁ ନେଇ ବିରୋଧୀ ସରକାରଙ୍କୁ ଘେରିଥିବା ବେଳେ ପାଲଟା ଜବାବ ଦେଇଛନ୍ତି ରାଜସ୍ବ…

ଆଜି ଏସବୁ ଜିଲାରେ ପ୍ରବଳ ବର୍ଷା: ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ୧୮ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୭ା୮: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ଜଣାପଡ଼ିଛି। ବର୍ତ୍ତମାନ ଏହି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?