ମେଟ୍ରୋ

ଏଣିକି ଅନଲାଇନ୍‌ରେ ବୁକ କରି ହେବ: ଆମ୍ବୁଲାନ୍ସ ଜାଣନ୍ତୁ କେମିତି…

ଭୁବନେଶ୍ୱର,୧୭।୬: ଅନଲାଇନ୍‌ରେ ବୁକ କରି ହେବ ଆମ୍ବୁଲାନ୍ସ । ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ। ଏ…

ଓଡ଼ିଆ ଫିଲ୍ମ ଦେଖିବାକୁ ହଲ୍‌ରେ ଭିଡ଼: ‘ବୋଉ ବୁଟୁ ଭୂତ’, ‘ଅନନ୍ତା’ ମଧ୍ୟରେ ଟକ୍କର

ଭୁବନେଶ୍ୱର,୧୭ା୬(ସୁଚିସ୍ମିତା ସାହୁ):ରଜରେ ଫିଲ୍ମ ହଲରେ ଖଚାଖଚ ଭିଡ ଦେଖିବାକୁ ମିଳିଥିଲା। ବିଶେଷକରି ଓଡିଆ ଫିଲ୍ମ ଦେଖିବା ପାଇଁ ଲୋକଙ୍କ ଭିତରେ ଆଗ୍ରହ ବଢ଼ିଥିଲା। ନୂଆ କାହାଣୀ ଓ ନୂଆ ଢାଞ୍ଚାକୁ ନେଇ ତିଆରି ହୋଇଥିବା ଫିଲ୍ମଗୁଡିକ ବେଶ ଲୋକପ୍ରିୟ ହେବାରେ ଲାଗିଛି।…

ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି: ୨୪ ଘଣ୍ଟାରେ ଆହୁରି…

ଭୁବନେଶ୍ୱର,୧୭।୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର…

ପ୍ରେମିକ ସହ ଫେରାର ହେଉଥିଲେ ନାବାଳିକା, ଧରିଲେ ମା’-ବାପା: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୧୭ା୬ (ସତ୍ୟଜିତ୍‌ ରାଉତ):ମଞ୍ଚେଶ୍ୱର ଥାନା ଅଞ୍ଚଳରେ ସୋମବାର ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ପ୍ରେମିକା ସହ ଫେରାର ବେଳେ ଜଣେ ନାବାଳିକାଙ୍କୁ କାବୁ କରିଛନ୍ତି ତାଙ୍କ ବାପା ଓ ମା’। ମିଳିଥିବା ସୂଚନା ଅନୁଯାୟୀ, ମଞ୍ଚେଶ୍ୱର ଅଞ୍ଚଳର ସମ୍ପୃକ୍ତ ନାବାଳିକା ଜଣକ…

ଘୂର୍ଣ୍ଣିବଳୟ ସକ୍ରିୟ: ୩ ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୭ା୬(ଅନୁରାଧା ମହାରଣା):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର…

ରଜରେ କଳାକନା ବୁଲାଇଲେ ଲୁଟେରା, ଝରକା ଭାଙ୍ଗି ଲୁଟି ନେଲେ ସୁନା ଗହଣା…

ଭୁବନେଶ୍ୱର,୧୬।୬: ରଜ ଉତ୍ସବ ଚାଲିଥିବା ବେଳେ ଭୁବନେଶ୍ୱରର ନୀଳାଦ୍ରୀ ବିହାରରେ ଏକ ଚୋରୀ ଘଟଣା ଘଟିଛି। ଅଜଣା ଦୁର୍ବୃତ୍ତମାନେ ଏକ ଘରର ଝରକା ଭାଙ୍ଗି ଭିତରେ ପଶି ପ୍ରାୟ ୫ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଲୁଟି ନେଇଥିବା ସୂଚନା…

ଅଦିନିଆ ରଥଯାତ୍ରା ନେଇ ଆଇନ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ବନ୍ଦ ନ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୬।୬: ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରା ଆୟୋଜନ ନେଇ ରାଜ୍ୟ ଆଇନ ମନ୍ତ୍ରୀ କଡ଼ା ଚେତାବନୀ ଜାରି କରିଛନ୍ତି। ଗଜପତି ମହାରାଜା ଇସ୍କନ୍‌କୁ ଚିଠି ଲେଖି ଏହା ଆୟୋଜନ ନ କରିବାକୁ ବାରଣ କରିସାରିଥିବା ସେ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି,…

ପାନୀୟ ଜଳରେ ମିଶିଲା ଡ୍ରେନ୍ ପାଣି: ରାଜଧାନୀକୁ ବ୍ୟାପିଲା ଡାଇରିଆ, ଚଢ଼ାଉ ଜୋରଦାର କଲା BMC

ଭୁବନେଶ୍ୱର,୧୬।୬: ଓଡ଼ିଶାର ବିଭିନ୍ନ ଜିଲାରେ ଡାଇରିଆ ମାମଲା ବୃଦ୍ଧି ପାଇବା ପରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ରାଜଧାନୀରେ ହୋଟେଲରେ ଓ ଫଳ ଷ୍ଟଲଗୁଡ଼ିକରେ ନିରୀକ୍ଷଣ ଆରମ୍ଭ କରିଛି। ସମ୍ ହସ୍ପିଟାଲ ଅଞ୍ଚଳ ନିକଟସ୍ଥ ହୋଟେଲ ଗୁଡ଼ିକୁ ବିଶେଷ ଭାବେ ପରୀକ୍ଷା…

ମାଡୁଛି ହଇଜା: ଢାବା, ଫାଷ୍ଟଫୁଡ୍ ଓ ଖାଦ୍ୟ ଦୋକାନ ବନ୍ଦ ନିର୍ଦ୍ଦେଶ, ଏସବୁ ଖାଦ୍ୟ ଉପରେ ଲାଗିଲା ପ୍ରତିବନ୍ଧକ

ଯାଜପୁର,୧୬ା୬: ଯାଜପୁର ବ୍ୟାସନଗର ଏବଂ ବିଞ୍ଝାରପୁର ଅଞ୍ଚଳରେ ସମସ୍ତ ଢାବା, ଫାଷ୍ଟଫୁଡ୍ ଷ୍ଟଲ୍ ଏବଂ ଖାଦ୍ୟ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନଗୁଡ଼ିକୁ ଆଗାମୀ ୨ ସପ୍ତାହ ପାଇଁ ବନ୍ଦ ରଖିବାକୁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ନିର୍ଦ୍ଦେଶ…

ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ…

ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୫ା୬: ଯାଜପୁର ଓ କେନ୍ଦୁଝର ଜିଲାରେ ଝାଡ଼ାବାନ୍ତି ବ୍ୟାପିବା ପରେ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର। ଜିଲାର ସବୁ ସ୍ବାସ୍ଥ୍ୟକେନ୍ଦ୍ରକୁ ହାଇଆଲର୍ଟ ମୋଡ୍‌ରେ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ବରିଷ୍ଠ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ…

ଆସନ୍ତାକାଲି ଏସବୁ ଜିଲାକୁ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୫ା୬: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଆସନ୍ତାକାଲି ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri