ମାହାଙ୍ଗା ରାସ୍ତା ନିର୍ମାଣରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦାଖଲ...
ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ ବିଫଳ ହୋଇଛନ୍ତି। ଦଳମତ ନିର୍ବିଶେଷରେ ବିଧାୟକମାନେ ଶୂନ୍ୟକାଳରେ ବୁଧବାର ବିଧାନସଭାରେ ଏହି...
ମହିଳାଙ୍କୁ ସୁରକ୍ଷା ଯୋଗାଇବାରେ ସରକାର ବିଫଳ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ରାଜ୍ୟ ସରକାର ମହିଳାମାନଙ୍କୁ ସୁରକ୍ଷା ଯୋଗାଇ ଦେବାରେ ବିଫଳ ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଅଭିଯୋଗ କରିଛନ୍ତି। ବୁଧବାର ବିଧାନସଭାର ଶୂନ୍ୟକାଳରେ ପ୍ରଦୀପ୍ତ ଏହିସବୁ ପ୍ରସଙ୍ଗ ଉପସ୍ଥାପନ କରିଥିଲେ। ପ୍ରଦୀପ୍ତ କହିଥିଲେ ଯେ, ସ୍ମିତାରାଣୀ...
ଓଡ଼ିଶାରେ ହ୍ରାସ ପାଉଛି ଦୁର୍ନୀତି
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଏକଦା ଦେଶର ଭୋକର ଭୂଗୋଳ ଥିବା ଓଡ଼ିଶା ଅନ୍ୟତମ ପ୍ରମୁଖ ଧାନ ଉତ୍ପାଦନକାରୀ ରାଜ୍ୟ ଭାବେ ଉଭା ହୋଇଛି। ସାରା ଭାରତବର୍ଷରେ ପୁଞ୍ଜିନିବେଶ ପାଇଁ ନିବେଶକମାନେ ଏତେଟା ଇଚ୍ଛା ପ୍ରକାଶ କରୁନାହାନ୍ତି। ଅପରପକ୍ଷରେ ସମାନ ସମୟରେ ସଂଖ୍ୟାଧିକ ନୂଆ...
ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲେ ବିରୋଧୀ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ବ୍ୟାପକ ଅନିୟମିତତା ଅଭିଯୋଗ ନେଇ ବୁଧବାର ବିଧାନସଭାରେ ସରଗରମ ଆଲୋଚନା ହୋଇଥିଲା। ଏହି ପ୍ରସଙ୍ଗରେ ସରକାରଙ୍କୁ ଅକଳରେ ପକାଇବା ପାଇଁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ସନାତନ ବିଜୁଳି, ମୁକେଶ ମହାଲିଙ୍ଗ...
କେବଳ ପ୍ରଚାରରେ ସଫଳତା
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ କେନ୍ଦ୍ରର ଏନ୍ଡିଏ ସରକାର ୨୦୧୬ ମେ ୧ ତାରିଖରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (ପିଏମ୍ୟୁଓ୍ବାଇ)ର ଶୁଭାରମ୍ଭ କରିଥିଲେ। ଏହା ପରଠାରୁ ଦେଶର ସବୁଆଡ଼େ ଏହି ଯୋଜନାର ବ୍ୟାପକ ପ୍ରଚାର ଚାଲିଛି। ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା କେନ୍ଦ୍ରର...
ଟୋକନ ବ୍ୟବସ୍ଥାକୁ ନେଇ ଉଦ୍ବେଗ
ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଟୋକନ ବ୍ୟବସ୍ଥାକୁ ନେଇ ଚାଷୀମାନେ ଅସନ୍ତୋଷ ପ୍ରକାଶ କରୁଥିବା ବେଳେ ବୁଧବାର ବିଧାନସଭାରେ ଶାସକ ଦଳର ସଦସ୍ୟମାନେ ମଧ୍ୟ ଏହି ବ୍ୟବସ୍ଥା ଯୋଗୁ ଧାନ କିଣାରେ ବିଳମ୍ବ ହେଉଥିବା ନେଇ ଉଦ୍ବେଗ ପ୍ରକାଶ କରିଥିଲେ। ବିଧାନସଭା ପ୍ରଶ୍ନୋତ୍ତର...
ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବ ଆଇଏସ୍ଓ ସାର୍ଟିଫିକେଟ୍
ଭୁବନେଶ୍ୱର, ୨୭ା୧୧(ବ୍ୟୁରୋ): ବିଶାଖାପାଟଣା ପରେ ଏବେ ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିବାକୁ ଯାଉଛି ଇଣ୍ଟରନ୍ୟାଶନାଲ ଅର୍ଗାନାଇଜେଶନ ଫର୍ ଷ୍ଟାଣ୍ଡାର୍ଡାଇଜେଶନ(ଆଇଏସ୍ଓ) ସାର୍ଟିଫିକେଟ୍। ସେହିଭଳି କଟକ ଷ୍ଟେଶନ ମଧ୍ୟ ଏହି ଦୌଡ଼ରେ ରହିଛି। ଏଥିପାଇଁ ମଙ୍ଗଳବାର ଭୁବନେଶ୍ୱର ଓ କଟକ ରେଳ ଷ୍ଟେଶନରେ...
ବିଜେଡିକୁ ଫେରିବାକୁ ମନ ବଳାଇଲେଣି ଦାମ: କହିଲେ ‘ଦଳରେ ରହିବାକୁ ଚାହେଁ, ହେଲେ ପଦପଦବୀ ନେବି ନାହିଁ ନା ନିର୍ବାଚନ ଲଢ଼ିବି’
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଜେଡି ଫେରିବାକୁ ମନ ବଳାଇଲେଣି ବରିଷ୍ଠ ନେତା ଡା. ଦାମୋଦର ରାଉତ। ବୁଧବାର ସେ ଖୋଲାଖୋଲି ନିଜ ମନକଥା କହିଛନ୍ତି। ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ ଦାମ କହିଛନ୍ତି, ବିଜେଡି ମୋତେ ବହିଷ୍କାର କଲା ପରେ ଭାଜପା ପ୍ରଲୋଭିତ...
କେୟାର ହସ୍ପିଟାଲ ମାଲିକ ପାକିସ୍ତାନୀ ବୋଲି ଅଭିଯୋଗ ଆଣିଲେ ବିରୋଧୀ: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭା ଶୂନ୍ୟକାଳରେ କେୟାର ହସ୍ପିଟାଲକୁ ନେଇ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରଶ୍ନ କରିବା ସହ ମାଲିକାନାକୁ ନେଇ ଅଭିଯୋଗ ଆଣିଥିଲେ। ଏହାକୁ ନେଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ମନ୍ତ୍ରୀ କହିଛନ୍ତି, ‘ବିରୋଧୀଙ୍କ...
ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି। ସତ୍ୟପ୍ରକାଶଙ୍କ...
ତଦନ୍ତକୁ ଦିଗହରା କରିବାକୁ ବି.କେ.ଙ୍କୁ ହଟାଗଲା: ଭାଜପା
ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ରାଜ୍ୟରେ ବଳାତ୍କାର ବଢ଼ିବାରେ ଲାଗିଛି। ଚଳିତବର୍ଷ ପ୍ରଥମ ୬ ମାସ ମଧ୍ୟରେ ମୋଟ ୧୧୪୯ ଜଣ ବଳାତ୍କାରର ଶିକାର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୦୪ ଜଣ ନାବାଳିକା ଅଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ...
Archives


