ମେଟ୍ରୋ

ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ପାଇଁ ଅର୍ଥ ଦାବି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ବାଲେଶ୍ୱର, କୋରାପୁଟ ଏବଂ ଶିଳ୍ପନଗରୀ ରାଉରକେଲାରେ ନୂତନ ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ଖୋଲାଯିବ। ଏଥିପାଇଁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଗୃହ ବିଭାଗ ବଜେଟରୁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯାଉ ବୋଲି ବିଭାଗୀୟ…

ଆଦିବାସୀ ଅଞ୍ଚଳରୁ ଇଣ୍ଟରନ୍ୟାଶନାଲ ଫ୍ୟାଶନ ଶୋ: ‘ହୋ’ ସମ୍ପ୍ରଦାୟର ବିଉଟି କୁଇନ୍‌ ରେହା ରେଶମ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଭିନ୍ନ ବିଉଟି ପାଜେଣ୍ଟରେ ଓଡ଼ିଶାର ପ୍ରତିଯୋଗୀମାନେ ବାଜି ମାରିଛନ୍ତି। ମିସ୍‌ରୁ ମିସେସ୍‌ ପର୍ଯ୍ୟନ୍ତ, ସବୁକ୍ଷେତ୍ରରେ ଓଡ଼ିଆ ପ୍ରତିଭାଙ୍କ ଲମ୍ବା ତାଲିକା ରହିଛି। ଏବେ ଜଣେ ଓଡ଼ିଶା ଜନ୍ମିତ ଆଦିବାସୀ ଝିଅ ରେହା ରେଶମ ବରୀ ଫ୍ୟାଶନ…

୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ବର୍ଷା ହେବାର ସମ୍ଭାବନା…

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏଶନ (ଆଇଏମ୍‌ପିପିଏ), ଓ୍ବେଷ୍ଟର୍ନ ଇଣ୍ଡିଆ ଫିଲ୍ମ ପ୍ରଡ୍ୟୁସର୍ସ ଆସୋସିଏଶନ (ଡବ୍ଲ୍ୟଆଇପିଏଫ୍‌ଏ), ଇଣ୍ଡିଆନ୍‌ ଫିଲ୍ମ…

କରୋନା ପାଇଁ ହାଇକୋର୍ଟଙ୍କୁ ରାଜ୍ୟ ବାର୍‌ କାଉନସିଲ୍‌ର ପ୍ରସ୍ତାବ: ‘ସବୁ କୋର୍ଟ ବନ୍ଦ କରାଯାଉ’

କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଶିକ୍ଷାନୁଷ୍ଠାନ, କ୍ଲବ, ଜିମ୍‌, ସିନେମା ହଲ୍‌ ଏବଂ ଜନଗହଳିପୂର୍ଣ୍ଣ…

କୁକୁଡ଼ା ମାଂସ, ଅଣ୍ଡା ଖାଇବା ନିରାପଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କୁକୁଡ଼ା ମାଂସ ଓ ଅଣ୍ଡା ଦ୍ୱାରା ମନୁଷ୍ୟକୁ କରୋନା ଭାଇରସ୍‌ (କୋଭିଡ୍‌-୧୯) ବ୍ୟାପୁଥିବା ନେଇ ଅନେକ ଗୁଜବ ଓ ମିଛ ଖବର ପ୍ରଚାରିତ ହେଉଛି। ଏହାକୁ ବିଶ୍ୱାସ ନ କରିବାକୁ ରବିବାର ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ…

ଆଜିଠାରୁ ଟ୍ବିନ୍‌ସିଟିରେ ମଲ୍‌ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସମ୍ଭାବ୍ୟ କରୋନା ସଂକ୍ରମଣ ରୋକିବା ଦିଗରେ କମିଶନରେଟ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ରବିବାର କଟକ ଓ ଭୁବନେଶ୍ୱର ଟ୍ବିନ୍‌ସିଟି ରେ ଥିବା ମଲ୍‌ଗୁଡିକୁ ବନ୍ଦ ଘୋଷଣା କରାଯାଇଛି। ସିନେମା ହଲ୍‌, କ୍ଲବ୍‌ ଆଦି ବନ୍ଦ ହେବା ପରେ…

ମାସ୍କ, ହ୍ୟାଣ୍ଡ୍‌ ସାନିଟାଇଜର ଅତ୍ୟାବଶ୍ୟକ ସାମଗ୍ରୀ ଘୋଷିତ, ଯାଞ୍ଚ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମଣ ରୋକିବା ପାଇଁ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରର ଜରୁରୀ ଆବଶ୍ୟକତା ରହିଛି। ଏପରିସ୍ଥଳେ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଘୋଷଣା କରାଯାଇଛି। ଭାରତ ସରକାରଙ୍କ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ…

‘ଗୁଜବ ପ୍ରଚାରକାରୀଙ୍କ ବିରୋଧରେ ପଦକ୍ଷେପ ନିଅ’, କରୋନା ପାଇଁ ଆଡ୍‌ଭାଇଜରି ଜାରି କଲେ ଡିଜିପି

କଟକ ଅଫିସ,୧୬।୩: କରୋନା ଭୂତାଣୁ ନେଇ ଏବେ ସୋସିଆଲ୍‌ ମିଡିଆରେ ଅନେକ ଗୁଜବ ପ୍ରଚାର କରାଯାଉଛି। ପ୍ରଚାରକାରୀଙ୍କୁ ଗିରଫ କରୁଛି ପୋଲିସ। ଏଣୁ ସର୍ବଦା ସୋସିଆଲ୍‌ ମିଡିଆ ଉପରେ ତୀକ୍ଷ୍ଣ ନଜର ରଖିବା ଓ ଗୁଜବ ପ୍ରଚାରକାରୀଙ୍କ ବିରୋଧରେ ଆଇନ ଅନୁଯାୟୀ…

୪ ଆଇଏଏସ୍‌ଙ୍କୁ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣରୁ ସାଧାରଣ ଜନତାଙ୍କୁ ରକ୍ଷା କରିବା ପାଇଁ ପ୍ରଶାସନ ଯଥାସମ୍ଭବ ପଦକ୍ଷେପ ନେଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରତିଦିନ ଖବରଦାତା ସମ୍ମିଳନୀ କରାଯାଇ କରୋନାର ସ୍ଥିତି ସମ୍ପର୍କରେ ସୂଚନା ଦିଆଯାଉଛି। ଏହି କ୍ରମରେ…

ରାଜ୍ୟ ସରକାରଙ୍କ ୬ ମାସିଆ ରଣକୌଶଳ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଛି। କୋଭିଡ୍‌ ୧୯ ଭାଇରସ୍‌ ସଂକ୍ରମଣ ଏଡ଼ାଇବା ପାଇଁ ସରକାରୀ ସ୍ତରରେ ବ୍ୟାପକ ପଦକ୍ଷେପ ଜାରି ରହିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ସ୍ବତନ୍ତ୍ର…

ଓଡ଼ିଶାରେ କରୋନା

ଭୁବନେଶ୍ୱର,୧୬।୩ (ବ୍ୟୁରୋ): ଓଡ଼ିଶାରେ ଚିହ୍ନଟ ହୋଇଛି ପ୍ରଥମ କରୋନା ଭାଇରସ୍‌ ପଜିଟିଭ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ବଡଗଡ଼ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଠାବ କରାଯାଇଛି। ଶନିବାର ଇଟାଲୀରୁ ଫେରିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?