ମେଟ୍ରୋ

କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିବ ‘କଳାଭୂମି’

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ବିଶ୍ୱରେ ଦେଖାଦେଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତତନ୍ତ ବିଭାଗ ଅନ୍ତର୍ଗତ ‘କଳାଭୂମି’-ହସ୍ତଶିଳ୍ପ ସଂଗ୍ରହାଳୟକୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ…

କରୋନା ମୁକାବିଲା ଚିନ୍ତା: ବିଏମ୍‌ସି ପକ୍ଷରୁ ସ୍କ୍ବାଡ ଗଠନ; ପାନଛେପ ପକାଇଲେ କର୍ମଚାରୀଙ୍କୁ ୫ଶହ ଜରିମାନା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣ ସଂକ୍ରମଣର ଭୟାବହତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ବିଏମ୍‌ସି କମିଶନର କହିଛନ୍ତି, ୩ଟି ଜୋନା ପାଇଁ ପୃଥକ୍‌ ପୃଥକ୍‌ ସ୍କ୍ବାଡ ଗଠନ…

କରୋନା ସତର୍କତା: ବିଜେଡିର କାର୍ଯ୍ୟନିର୍ବାହୀ ବୈଠକ ସ୍ଥଗିତ

ଭୁବନେଶ୍ୱର,୧୪।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ସିନେମା ହଲ, ଜିମ୍‌, ସୁଇମିଂ ପୁଲ, ପାର୍କ ଆଦି ସ୍ଥାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି କ୍ରମରେ ମାର୍ଚ୍ଚ ୧୬ ତାରିଖରେ ହେବାକୁ…

କରୋନା ପ୍ରଭାବ: ମାର୍ଚ୍ଚ ୧୫ରୁ ୩୧ ଯାଏ ନନ୍ଦନକାନନ ବନ୍ଦ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାରିଆଡ଼େ କରୋନା ଆତଙ୍କ। ଭାରତରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିବା ପରେ ରାଜ୍ୟ ସରକାର ସତର୍କ ହୋଇପଡ଼ିଛନ୍ତି। ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ବିଭିନ୍ନ ସ୍କୁଲ, କଲେଜ, ସପିଂମଲ, ଜିମ୍‌ ଆଦିକୁ…

ବିଜେଡିକୁ କରୋନା ଘାରିଛି; ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା…

ଗୁଜବ ପ୍ରଚାର କଲେ ଅପରାଧ ବିବେଚନା ହେବ

ଭୁବନେଶ୍ୱର, ୧୪।୩ (ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗାଇଡଲାଇନ୍‌ ଜାରି ହୋଇଛି। ରାଜ୍ୟ ସରକାର କରୋନା ଭାଇରସ ଡିଜିଜ୍‌- ୨୦୧୯ ଅର୍ଥାତ୍‌ କୋଭିଡ଼-୧୯କୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରି…

ହାତଧୋଇ ସଚେତନତାର ବାର୍ତ୍ତା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ)ର ଅଧିକାରୀ, ମନ୍ତ୍ରୀପରିଷଦର ସଦସ୍ୟ ଏବଂ ବିଧାୟକ ଗଣ ସମସ୍ତେ ଶୁକ୍ରବାର ଅପରାହ୍ନରେ ଓଡ଼ିଶା ବିଧାନସଭା ପରିସରରେ ଏକାଠି ହୋଇଥିଲେ। ହେଲେ ନା ହୋଇଥିଲା ବିତର୍କ ନା ରାଜନୈତିକ…

୧୭ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଶୁକ୍ରବାର ଫୁଲବାଣୀରେ ସର୍ବାଧିକ ୧୧.୬ ମି.ମି. ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ଜଣାପଡ଼ିଛି। ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼,…

୩୨୮ ଗଁ। ହେବ ‘ସୁନାମୀ ପ୍ରସ୍ତୁତ’

ଭୁବନେଶ୍ୱର,୧୪।୩(ବ୍ୟୁରୋ): ବାତ୍ୟା ଓ ବନ୍ୟା ପରିଚାଳନା କ୍ଷେତ୍ରରେ ବିଶ୍ୱସ୍ତରୀୟ ମାନକ ହାସଲ କରିବା ପରେ ବର୍ତ୍ତମାନ ଓଡିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓଏସ୍‌ଡିଏମ୍‌ଏ) ସୁନାମୀ ପରିଚାଳନା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ରାଜ୍ୟରେ ଚିହ୍ନିତ ୩୨୮ ସୁନାମୀ ପ୍ରବଣ ଗ୍ରାମକୁ ‘ସୁନାମୀ ପ୍ରସ୍ତୁତ’…

୨୯ ତାରିଖ ମଧ୍ୟରେ ବାତିଲ ହେବ ଏକାଧିକ ଟ୍ରେନ୍‌

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ବିଭିନ୍ନ ସ୍ଥାନରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି ଛଅ ପାସେଞ୍ଜର ଟ୍ରେନ ଓ ଦୁଇ ଏକ୍ସପ୍ରେସ ଟ୍ରେନ୍‌ ମାର୍ଚ୍ଚ ୨୯ ତାରିଖ ମଧ୍ୟରେ ସପ୍ତାହକୁ ଦିନେ ଲେଖା ୩ଦିନ ପାଇଁ ବାତିଲ…

ଶ୍ରୀଜଗନ୍ନାଥଙ୍କ ଟଙ୍କା ଫେରାଇ ଆଣିବାକୁ ରାଜ୍ୟପାଳଙ୍କୁ ସ୍ମାରକପତ୍ର

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ସମସ୍ତ ନୀତି ନିୟମକୁ ଉଲ୍ଲଙ୍ଘନ କରି ଗୁରୁତର ଆର୍ଥତ୍କ ସଙ୍କଟରେ ଥିବା ଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରହିଥିବା ସମଗ୍ର ବିଶ୍ୱରେ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ଅତ୍ୟନ୍ତ ସମ୍ବେଦନ ଓ ସ୍ପର୍ଶକାତର…

୮ ଶିଳ୍ପୀଙ୍କୁ ପୁରସ୍କୃତ କଲେ ରାଜ୍ୟପାଳ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବୁଦ୍ଧ ଆର୍ଟ ଗ୍ୟାଲେରିରେ ହେବାକୁ ଥିବା ଓଡ଼ିଶା ଲଳିତ କଳା ଏକାଡେମୀର ୩୮ତମ ରାଜ୍ୟସ୍ତରୀୟ ପୁରସ୍କାର ପ୍ରଦାନ ଉତ୍ସବକୁ ବାତିଲ କରାଯାଇ ରାଜଭବନରେ କରାଯାଇଛି। କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ରାଜଭବନରେ ନିରାଡମ୍ବର ଭାବେ ଏହି କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?