ମେଟ୍ରୋ

ରାଜଧାନୀରେ ଡେରା ପକାଇଛନ୍ତି ଦେହଜୀବୀ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଦେହ ଦଲାଲମାନେ ରାଜଧାନୀକୁ ବାଂଲାଦେଶୀ ଯୁବତୀଙ୍କୁ ଆଣି ଦେହ ବ୍ୟବସାୟରେ ଲଗାଉଛନ୍ତି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଅଞ୍ଜଳି ଦିଦି ଓରଫ ରୁକ୍‌ସାର୍‌ ବେଗମ୍‌୍‌ଙ୍କୁ ପୋଲିସ ଗିରଫ କରିବା ପରେ ସବୁ ଗୁମର ଖୋଲିଥିଲା। ଏସ୍‌ଟିଏଫ୍‌ ୯ଜଣ ଦଲାଲଙ୍କୁ ଗିରଫ…

ପ୍ୟାରିସ୍‌ ବେକେରି ମାଲିକ ଜୟନାରାୟଣ ଗିରଫ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ବିବାଦରେ ଘେରି ରହିଥିବା ପ୍ୟାରିସ୍‌ ବେକେରି ପ୍ରତିଷ୍ଠାତା ଜୟନାରାୟଣ ପୂଜାପଣ୍ଡାଙ୍କୁ ନୟାପଲ୍ଲୀ ଥାନା ପୋଲିସ ଶୁକ୍ରବାର ଗିରଫ କରିଛି। ତାଙ୍କ ବିରୋଧରେ ଥିଲା ୧ କୋଟି ଟଙ୍କାର ଚେକ୍‌ ବାଉନ୍ସ ମାମଲା। କଟକ ଏଡିିଜେଏମଙ୍କ କୋର୍ଟ ପକ୍ଷରୁ ତାଙ୍କ…

ଅପରାଧ ସମ୍ପର୍କରେ ସୂଚନା ଦେଲେ ମିଳିବ ପୁରସ୍କାର

ଭୁବନେଶ୍ୱର,୧୪।୩(ବ୍ୟୁରୋ): ରାଜ୍ୟରେ ଥିବା ହାର୍ଡକୋର ଅପରାଧୀ ମାନଙ୍କୁ ସାବାଡ କରିବାକୁ ଏସ୍‌ଟିଏଫ୍‌ ଆରମ୍ଭ କରିଛି ଭିନ୍ନ ପ୍ରୟାସ। ଏଥର ଏସ୍‌ଟିଏଫ୍‌କୁ ଅପରାଧୀ ଏବଂ ଅପରାଧ ସମ୍ପର୍କରେ ସୂଚନା ଦେଲେ ମିଳିବ ପୁରସ୍କାର। ଏପରିକି ସୂଚନା ଦେଇଥିବା ବ୍ୟକ୍ତିଙ୍କୁ ସୂଚନା ଆଧାରରେ ଏସ୍‌ଟିଏଫ୍‌କୁ…

ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୩ ଗିରଫ

ଭୁବନେଶ୍ୱର,୧୪।୩ (ବ୍ୟୁରୋ): ଖଣ୍ଡଗିରି ଥାନା ପୋଲିସ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରି,ଏହି ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ୩ ଅଭିଯୁକ୍ତ ହେଲେ ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳର ମିର୍ଜା ରଞ୍ଜନ ଓରଫ ଲାଲୁ, ଧିର ପାତ୍ର ଓରଫ ଧିର…

ବିବାହ ଶୋଭାଯାତ୍ରା ଅନୁମତି ରଦ୍ଦ: ଦେହ ଖରାପ ହେଲେ ଛୁଟିରେ ଯିବେ ପୋଲିସ କର୍ମଚାରୀ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ବିବାହ ଉତ୍ସବ, ଶୋଭାଯାତ୍ରାକୁ ରଦ୍ଦ କରାଯାଇଛି। ଯେଉଁମାନେ ଅନୁମତି ନେଇଥିଲେ ସେସବୁକୁ ମଧ୍ୟ ରଦ୍ଦ କରାଯାଇଥିବା ଜଣାପଡ଼ିଛି। ଲୋକମାନଙ୍କୁ କୌଣସି ସ୍ଥାନରେ ଏକାଠି ହେବାକୁ ମଧ୍ୟ ମନା କରାଯାଇଥିବା ଶୁକ୍ରବାର…

କରୋନା ମୁକାବିଲା ଲାଗି ସ୍ବାସ୍ଥ୍ୟ ବିଭାଗର ଗାଇଡ୍‌ଲାଇନ୍‌: ଆକ୍ରାନ୍ତ ଦେଶକୁ ଯାଇଥିଲେ ନିଜେ ସୂଚନା ଦେବାକୁ ନିର୍ଦ୍ଦେଶ, ନ ମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶୁକ୍ରବାର ରେଗୁଲେଶନ ଜାରି କରାଯାଇଛି। ଏହାନୁଯାୟୀ ସମସ୍ତ ସରକାରୀ, ଘରୋଇ ହସ୍ପିଟାଲରେ ସନ୍ଦିଗ୍ଧଙ୍କ ପାଇଁ ବ୍ୟବସ୍ଥା ରହିବ। ଆସୁଥିବା ସମସ୍ତ ସନ୍ଦିଗ୍ଧଙ୍କ ସବୁପ୍ରକାର ତଥ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ ରଖିବେ। ଆକ୍ରାନ୍ତ ଦେଶକୁ…

ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ମୁକୁଳିବା ପାଇଁ କରୋନା ବାହାନା: ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାକୁ ରାଜ୍ୟ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି। ଏବେ ବିଧାନସଭା ବଜେଟ ଅଧିବେଶନ ଚାଲିଥିବା ବେଳେ ଏହାକୁ ମାର୍ଚ୍ଚ ୨୯ ଯାଏ ମୁଲତବୀ ଘୋଷଣା…

ୟେସ୍‌ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଡିପୋଜିଟ୍‌ ପ୍ରସଙ୍ଗ: ଗଠନ ହେଲା ଗୃହ କମିଟି

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଘରୋଇ ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଜମା ହୋଇଥିବା ଜଣାପଡ଼ିବା ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି। ଏହାକୁ ନେଇ ରାଜ୍ୟ ସରକାରଙ୍କୁ ବିରୋଧୀମାନେ କଡ଼ା ଭର୍ତ୍ସନା କରୁଥିବା ଦେଖାଯାଇଥିଲା। ତେବେ ଶୁକ୍ରବାର ଏହାକୁ…

କରୋନା ଭୟ: ମାର୍ଚ୍ଚ ୨୯ ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ୍‌ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା କରାଯାଇଛି।…

ନୟାଗଡ଼ର କରୋନା ସନ୍ଦିଗ୍ଧଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ନୟାଗଡ଼ର କରୋନା ସନ୍ଦିଗ୍ଧ ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ଗତ ୪ ଦିନ ହେବ ଥଣ୍ଡା ଏବଂ ଜ୍ୱର ହୋଇଛି। ଶୁକ୍ରବାର ସ୍ବାବ୍‌ ନମୁନା ପରୀକ୍ଷା ଲାଗି ଆର୍‌ଏମ୍‌ସିକୁ ପଠାଯାଇଛି।…

କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୩୧ ମାର୍ଚ୍ଚ ଯାଏ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ, ପରୀକ୍ଷା ଚାଲୁ ରହିବ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ସଂକ୍ରମଣ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଥିବା ବେଳେ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କର୍ନାଟକର କଲ୍‌ବୁର୍ଗୀରେ କରୋନାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି।…

କରୋନା ‘ରାଜ୍ୟ ବିପର୍ଯ୍ୟୟ’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ବଢ଼ି ଚାଲିଥିବା ବେଳେ ଭାରତରେ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋଗକୁ ନେଇ ସମସ୍ତଙ୍କୁ ସତର୍କ ରହିବା ଲାଗି ପରାମର୍ଶ ଦିଆଯାଉଛି। ଏହି କ୍ରମରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରେ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?