ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିଲେ ସାନଭାଇ
କଟକ ଅଫିସ,୨୬ା୧୧: ବଡ଼ଭାଇଙ୍କ ଗୁପ୍ତାଙ୍ଗ କାଟିବା ଅଭିଯୋଗରେ ଲାଲବାଗ ପୋଲିସ ଅଭିଯୁକ୍ତ ସାନଭାଇ ସୁକାନ୍ତ ସାମଲଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଅଭିଯୋଗ ଅନୁଯାୟୀ, ଗତ ୨୧ ତାରିଖରେ ଉମାକାନ୍ତ ସାମଲଙ୍କ ସହ ସାନଭାଇ ସୁକାନ୍ତଙ୍କର କୌଣସି କାରଣକୁ...
ଡକାୟତ ଗ୍ୟାଙ୍ଗ୍ ଠାବ, ୩ ଗିରଫ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ)/ ପାତ୍ରପଡ଼ା (ଡି.ଏନ୍.ଏ.): କମିଶନରେଟ ପୋଲିସ ଆଖିରୁ ନିଦ ହଜାଇ ଦେଇଥିବା ଏକ ଡକାୟତ ଗ୍ୟାଙ୍ଗ୍କୁ ସ୍ପେଶାଲ ସ୍କ୍ବାଡ୍ ଠାବ କରିଛି। ଗ୍ୟାଙ୍ଗ୍ର ଦୁଇ ମୁଖ୍ୟଙ୍କ ସହ ଚୋରି ସାମଗ୍ରୀ କିଣିଥିବା ଜଣେ ରିସିଭରଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ...
ନକଲି କମର୍ସିଆଲ ଟ୍ୟାକ୍ସ ଅଫିସର ଗିରଫ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ନିଜକୁ ଜଣେ କମର୍ସିଆଲ ଟ୍ୟାକ୍ସ ଅଫିସର ଭାବେ ପରିଚୟ ଦେଉଥିଲେ। ମୋବାଇଲ୍ ନମ୍ବର ଟ୍ରୁ-କଲରରେ ନିଜର ଭିନ୍ନ ଭିନ୍ନ ନାମ ସହ କେତେବେଳେ ସରକାରୀ ଅଫିସର ତ ପୁଣି ଗୁଗୁଲ୍ର ସର୍କଲ ରିଜିଓନାଲ ମ୍ୟାନେଜର ବୋଲି ରଖୁଥିଲେ। ବଡ଼ ବଡ଼...
ସଦସ୍ୟତା ଅଭିଯାନର ସମୀକ୍ଷା କଲେ ନବୀନ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୂର୍ବାହ୍ନରେ ଦଳର ସଦସ୍ୟତା ସମ୍ପର୍କିତ ସମୀକ୍ଷା କରିଛନ୍ତି। ବୈଠକ ସମ୍ପର୍କରେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ କହିଛନ୍ତି ଯେ, ପ୍ରତିଦିନ ତୃଣମୂଳସ୍ତରୀୟ ଲୋକଙ୍କ ସହ ଆହୁରି ଜଡିତ ହେବା...
ଓଡ଼ିଶାର ଅର୍ଥନୀତି ସ୍ଥିତି ଭଲ ଅଛି: ୮ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍ ଅନୁମୋଦିତ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭାରେ ସୋମବାର ୮ ହଜାର ୧୨୬ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍କୁ ଅନୁମୋଦନ ମିଳିଛି। ଏହାକୁ ଆଗତ କରି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ଏହି ବିଲ୍କୁ ମଞ୍ଜୁର କରାଗଲେ ବିଭିନ୍ନ ଜନକଲ୍ୟାଣ ଓ...
ଆସିଗଲେ ଶୃଙ୍ଖଳିତ ସଦସ୍ୟ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ବିଧାନସଭା ଗୃହ କାର୍ଯ୍ୟ ସୋମବାର ୩ଟାରେ ଆରମ୍ଭ ହେବା କ୍ଷଣି କଂଗ୍ରେସ ସଦସ୍ୟମାନେ ଜଗତ୍ସିଂହପୁର ବଳାତ୍କାର ଘଟଣାରେ ରୁଲିଂ ଦାବି କରି ଗୃହ ମଝିକୁ ଚାଲି ଆସିଥିଲେ। ବାଚସ୍ପତି କଂଗ୍ରେସର ୪ଜଣ ସଦସ୍ୟଙ୍କୁ ନିଜ ଆସନକୁ ଫେରିଯିବା ଲାଗି...
ଆଜି ବିଧାନସଭାରେ ପାଳନ ହେବ ୭୦ତମ ସମ୍ବିଧାନ ଦିବସ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଭାରତର ୭୦ତମ ସମ୍ବିଧାନ ଦିବସ ମଙ୍ଗଳବାର ସାରା ଦେଶରେ ଅନୁଷ୍ଠିତ ହେବ। ସେହି ଅନୁଯାୟୀ ଏହି ଦିବସ ଓଡିଶା ବିଧାନସଭାରେ ମଧ୍ୟ ଅନୁଷ୍ଠିତ ହେବ। ଏହା ପାଳନ କରାଯିବା ଲାଗି ନୀତିଗତ ନିଷ୍ପତ୍ତି ନିଆଯାଇଛି। ଓଡିଶା ବିଧାନସଭାର କନ୍ଫରେନ୍ସିଂ...
ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଜମି ହଡ଼ପ ଅଭିଯୋଗ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ...
୮ ଜିଲାରୁ ୧,୭୫,୫୫୮ କୁଇଣ୍ଟାଲ ଧାନ ସଂଗୃହୀତ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସାରା ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ବରଗଡ, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡା, ବଲାଙ୍ଗୀର, ମାଲକାନଗିରି ଏବଂ କୋରାପୁଟ ଆଦି ଜିଲାରୁ ଧାନ କ୍ରୟ ଆରମ୍ଭ ହୋଇଛି। ଚଳିତ ମାସ ୨୫ ତାରିଖ ତଥା ସୋମବାର...
ରାୟଗଡ଼ା ନିର୍ବାଚନ ମାମଲା: ୬ ସପ୍ତାହ ସମୟ ନେଲେ ବିଧାୟକ
କଟକ ଅଫିସ, ୨୬ା୧୧: ରାୟଗଡ଼ା ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ରୁଜୁ ମାମଲାରେ ବିଧାୟକ ମକରନ୍ଦ ମୁଦୁଲି ନିଜ ଓକିଲଙ୍କ ଜରିଆରେ ସୋମବାର ହାଜର ହୋଇଛନ୍ତି। ତେବେ ଜବାବ ରଖିବା ପାଇଁ ବିଧାୟକଙ୍କ ଓକିଲ ଗୋପାଳ ଅଗ୍ରୱାଲ ୬ ସପ୍ତାହ...
ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୧୯୮୮ ବ୍ୟାଚ୍ର ଓଡ଼ିଶା କ୍ୟାଡର ଆଇପିଏସ୍ ଅଫିସର ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ୍ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମନୋଜ ବର୍ତ୍ତମାନ ଓଏସ୍ଏପିର...
ଠିକାଦାର ମହାସଂଘର ଆମରଣ ଅନଶନ ଆରମ୍ଭ
ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ସୋମବାରଠାରୁ ଆମରଣ ଅନଶନ ଆରମ୍ଭ ହୋଇଛି। ରାଜ୍ୟର ୫ ହଜାରରୁ ଊର୍ଦ୍ଧ୍ୱ ଠିକାଦାର ବିଧାନସଭା ଘେରାଉ କରିବା ସହ ୧୦ ଦଫା ଦାବି ନେଇ ଧାରଣାରେ ବସିଛନ୍ତି। ବିଭାଗୀୟ...
Archives


