ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କାକୁ ନେଇ ବିଧାନସଭାରେ ହଟ୍ଟଗୋଳ: ୧୧ଟା ୩୦ ଯାଏ ଗୃହ ମୁଲତବୀ
ଭୁବନେଶ୍ୱର, ୧୩।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ରଖିବାକୁ ନେଇ ଶୁକ୍ରବାର ବିଧାନସଭାରେ ପୁଣି ହଟ୍ଟଗୋଳ ହୋଇଛି। ଭାଜପା ସଦସ୍ୟମାନେ ଏହି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଜୋର୍ଦାର ଆକ୍ରମଣ କରିଛନ୍ତି। ମହାପ୍ରଭୁଙ୍କ ଟଙ୍କା ସୁରକ୍ଷିତଭାବେ ନ ଫେରିଲେ ଆମେ ଗୃହ…
ମାସେ ଭିତରେ ଘରୋଇ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଫେରୁ, ନଚେତ ବାଚସ୍ପତି ସମ୍ଭାଳି ପାରିବେନି: ସୁର
ଭୁବନେଶ୍ୱର,୧୩।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ(ସୁର) କୁମାର ରାଉତରାୟ ଶୁକ୍ରବାର ବର୍ଷିଛନ୍ତି। ବିଧାନସଭା ବାହାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ସୁର କହିଛନ୍ତି, ଗୃହ କମିଟି ଗଠନ ହେଉ, ମାସେ…
ରଞ୍ଜନ ଦାସ ହତ୍ୟାକୁ ଦୁର୍ଘଟଣା ରୂପ ଦେଇଛି ପୋଲିସ
ଭୁବନେଶ୍ୱର,୧୩।୩(ବ୍ୟୁରୋ): କେନ୍ଦ୍ରାପଡା ଜିଲାର ସୂଚନାଧିକାର କର୍ମୀ ରଞ୍ଜନ ଦାସ ହତ୍ୟା ଘଟଣାକୁ ୪୦ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି। ଏହି ଘଟଣାରେ ଠିକାଦାର, ଶାସକ ଦଳର ନେତା ସଂପୃକ୍ତ ରହିଥିବାରୁ ମାମଲାକୁ ଚାପି ଦେବାକୁ ପୋଲିସ ଉପରେ ଚାପ…
ଡାଲି ଜାତୀୟ, ତୈଳବୀଜ ଜମିରୁ ଜଳ ନିଷ୍କାସନ ପାଇଁ ପରାମର୍ଶ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ଼ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଯୋଗୁ ଓଡ଼ିଶାର ଅଧିକାଂଶ ଜିଲାରେ ୧୨ରୁ ୧୫ ତାରିଖ ମଧ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି।…
ଗଞ୍ଜେଇ ଧରିବାକୁ ଯାଇ ପୋଲିସ ହଟହଟା
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ପୋଲିସ ଗୁରୁବାର ନୀଳାଦ୍ରିବିହାର ଏଟିଏମ୍ ଛକରେ ଗଞ୍ଜେଇ ଓ ବ୍ରାଉନସୁଗାର ବେପାରୀଙ୍କୁ ଧରିବାକୁ ଯାଇ ହଟହଟା ହୋଇଥିବା ଜଣାପଡ଼ିଛି। ଏପରି କି ପୋଲିସ ଚଢ଼ାଉ କରିବା ଜାଣି ନିଶା ମାଫିଆ ଦୋକାନରେ ସ୍ତ୍ରୀକୁ ରଖି ଦେଇଥିଲେ। ଫଳରେ…
ତ୍ରିସ୍ତରୀୟ ସମବାୟ ଋଣ ପରିଶୋଧ ଅବଧି ବଢ଼ି ୧୨ ମାସ ହେଲା
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ସ୍ବଳ୍ପମିଆଦୀ ତ୍ରିସ୍ତରୀୟ ସମବାୟ ଋଣ ଉଠାଣ ଓ ପରିଶୋଧର ସମୟସୀମା ବୃଦ୍ଧି କରାଯାଇଛି। ନୂତନ ବ୍ୟବସ୍ଥା ଅନୁଯାୟୀ ଏହି ଋଣ ଉଠାଣ ଓ ପରିଶୋଧର ସମୟସୀମା ୧୨ ମାସ ଧାର୍ଯ୍ୟ କରାଯାଇଛି। ଚଳିତ ଆର୍ଥିକ ବର୍ଷ ମାର୍ଚ୍ଚ ୨୦୨୦ରୁ…
ରାଜ୍ୟରେ ଆଉ ୪ ବିମାନବନ୍ଦର ହେବ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ଝାରସୁଗୁଡା ସମେତ ଜୟପୁର, ଉତ୍କେଲା ଏବଂ ରାଉରକେଲାରେ ବିମାନବନ୍ଦର ନିର୍ମାଣ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିସହିତ ୧୯ଟି ଏୟାର ଷ୍ଟ୍ରିପର ଉନ୍ନତୀକରଣ କରାଯିବ। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗୁରୁବାର ବିଧାନସଭା ପ୍ରଶ୍ନୋତ୍ତର…
‘ପାଲା’ ପାଇଁ ପାଗଭିଡ଼ା
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଦିନେ ଓଡ଼ିଶାର ଘରେ ଘରେ ପରିଚିତ ଥିବା ପାରମ୍ପରିକ ଲୋକକଳା ‘ପାଲା’ ପ୍ରତି ଲୋକଙ୍କ ଆଗ୍ରହ କମିବାରେ ଲାଗିଛି। ଧୀରେ ଧୀରେ ଜନମାନସରୁ ଦୂରେଇ ଯାଉଥିବାବେଳେ ପାଲାକୁ ପ୍ରୋତ୍ସାହନ ଦେବାକୁ ପାଗ ଭିଡ଼ିଛନ୍ତି ରାଜ୍ୟ ସରକାର। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା…
ସୁନାମି ମୁକାବିଲା: ପ୍ରଶିକ୍ଷିତ ହେବ ୩୨୮ ଗାଁ
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚଳିତ ବର୍ଷ ଅକ୍ଟୋବର ପୂର୍ବରୁ ଓଡ଼ିଶା ଉପକୂଳର ୩୨୮ ଗାଁକୁ ସୁନାମି ମୁକାବିଲା ପାଇଁ ପ୍ରସ୍ତୁତ କରାଯିବ। ତନ୍ମଧ୍ୟରୁ ୨ ଗାଁ ସମ୍ପୂର୍ଣ୍ଣ ସୁନାମି ପ୍ରତିରୋଧ କରିବାକୁ ସକ୍ଷମ ହୋଇଗଲାଣି। ଯେକୌଣସି ସମୟରେ ୟୁନେସ୍କୋ ପକ୍ଷରୁ ଏହି ୨ ଗାଁକୁ…
କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଛାତ୍ର ସମେତ ୩ ଗିରଫ
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ନିଶା କାରବାର ବଢ଼ି ଚାଲିଥିବାବେଳେ ସେଥିରେ ଛାତ୍ରଙ୍କ ସମ୍ପୃକ୍ତି ନଜରକୁ ଆସୁଛି। ବୁଧବାର ରାତିରେ ପିପିଲି ଅଞ୍ଚଳରୁ ୨ଜଣ ଛାତ୍ର ସମେତ ୩ ଜଣଙ୍କୁ ଗିରଫ କରିଛି ଏସ୍ଟିଏଫ୍। ସେମାନଙ୍କଠାରୁ ୧କିଲୋ ୭୪୯ ଗ୍ରାମ…
ମହିଳାଙ୍କୁ ଗୋଡ଼େଇ ପିଟିବା ଘଟଣାରେ ୨ ଗିରଫ
ପୁରୁଣା ଭୁବନେଶ୍ୱର,୧୩।୩ (ଡି.ଏନ.ଏ.): ଜମି ସୀମା ବିବାଦକୁ ନେଇ ସୋମବାର ଲିଙ୍ଗରାଜ ଥାନା ଅଧୀନ ବିନ୍ଦୁସାଗର ରାସ୍ତାରେ ସବିତା ସେଠୀଙ୍କୁ କେତେଜଣ ବ୍ୟକ୍ତି ବିଚ୍ ରାସ୍ତାରେ ଗୋଡ଼େଇ ଗୋଡ଼େଇ ମାଡ଼ ମାରିଥିଲେ। ଏହି ଘଟଣାରେ ପୋଲିସ ଗୁରୁବାର ଦୁଇଜଣଙ୍କୁ ଗିରଫ କରି…
ଚେକିଂ ନାଁରେ ଟ୍ରାଫିକ ପୋଲିସର ଦାଦାଗିରି: ହେଲମେଟ ପିନ୍ଧି ନ ଥିବାରୁ ଆଇନଜୀବୀଙ୍କୁ ମାଡ଼
ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ଟ୍ରାଫିକ ପୋଲିସର ଦାଦାଗିରି ବଢ଼ିବାରେ ଲାଗିଛି। କିଛିଦିନ ତଳେ ସିଆରପି ଛକ ନିକଟରେ ଜଣେ ମହିଳାଙ୍କ ସ୍କୁଟିରୁ ଜବରଦସ୍ତି ଗାଡ଼ି ଚାବି କାଢି ନେଇ ହଇରାଣ କରିବା ଘଟଣା ନ ସରୁଣୁ ଗୁରୁବାର ପୁଣି ଚନ୍ଦ୍ରଶେଖରପୁର…

