ପ୍ରାକୃତିକ ବିପତ୍ତି: ୪ ବର୍ଷରେ ଗଲାଣି ୬୨୨୮ ଜୀବନ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ବିଭିନ୍ନ ସମୟରେ ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୪ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୬୨୨୮ ଜଣଙ୍କ...
ହୀରାକୁଦରେ ହେବ ନୂତନ ସ୍ପିଲଓ୍ବେ
ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ହୀରାକୁଦ ବନ୍ଧର ଦୀର୍ଘ ମିଆଦୀ ନିରାପତ୍ତା ପାଇଁ ରାଜ୍ୟ ସରକାର ସ୍ପିଲଓ୍ବେ ନିର୍ମାଣ କରୁଛନ୍ତି। ସମାନଭାବେ ଆଉ ଏକ ସ୍ପିଲଓ୍ବେ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ କରି ହୀରାକୁଦ ବନ୍ଧର ନିରାପତ୍ତା ଉପରେ ଗୁରୁତ୍ୱ ଦେବାକୁ ବିଶ୍ୱ ବ୍ୟାଙ୍କ ରାଜ୍ୟ...
କମିବ ପିଆଜ ଦର
ଭୁବନେଶ୍ୱର,୨୪ା୧୧(ବ୍ୟୁରୋ)- ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲଛି । ବଜାରରେ ଏହାର ଖୁଚୁରା ଦର ୯୦ରୁ ୧୦୦ ଟଙ୍କା ଛୁଇଁଲାଣି। ଘରଖର୍ଚ୍ଚ...
ହଜିବାକୁ ବସିଲାଣି କଟକର ତାରକସି: ଦୁର୍ଦ୍ଦିନରେ ତାରକସି କାରିଗର
ହଜାରହଜାର ବର୍ଷର ସହର କଟକ। ଐତିହ୍ୟ ଓ ପରମ୍ପରା ଭିତରେ ବଞ୍ଚିଛି ଏଠାକାର ଲୋକଙ୍କ ମାନ ଆଉ ସ୍ବାଭିମାନ। ଏହା କେବଳ ଗୋଟିଏ ସହରର ନାଁ ନୁହେଁ, ବରଂ ଭାରତ ଭୂଖଣ୍ଡରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବହନ କରୁଥିବା ଏକ...
ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ ରହୁନି ତାଳମେଳ
ଭୁବନେଶ୍ୱର,୨୪।୧୧: ଚଳିତ ମାସ ୧୩ ତାରିଖରୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଶୀତ ଅଧିବେଶନ। ଦୀର୍ଘ ଏକ ମାସ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଆରମ୍ଭରୁ ହୋଇଛି ବେଶ୍ ସରଗରମ। ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ...
ଇଲେକ୍ଟୋରାଲ ବଣ୍ଡ୍ ଏକ ବଡ଼ ଦୁର୍ନୀତି: ଦୀପା
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଇଲେକ୍ଟୋରାଲ ବଣ୍ଡକୁ ବିରୋଧ କରି ଦୁଇଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହରେ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଥିଲେ। ଇଲେକ୍ଟୋରାଲ ବଣ୍ଡ୍ ଏକ ବଡ଼ ଦୁର୍ନୀତି ବୋଲି କଂଗ୍ରେସ ଅଭିଯୋଗ କରୁଥିଲା ବେଳେ ଓଡିଶାରେ ମଧ୍ୟ ଦଳ...
ରାଜ୍ୟରୁ ନିଶା ବନ୍ଦ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୩୦ ଗିରଫ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟରେ ନିଶା ବନ୍ଦ ଦାବିରେ ମିଳିତ ଓଡ଼ିଶା ନିଶା ନିବାରଣ ଅଭିଯାନ ତା’ର ଆନ୍ଦୋଳନକୁ ଜୋର୍ଦାର କରିଛି। ସଙ୍ଗଠନ ପକ୍ଷରୁ ଲୋୟର ପିଏମ୍ଜିଠାରେ ଧାରଣା ଚାଲିଥିବାବେଳେ ଶନିବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ସଭାପତି ପଦ୍ମଚରଣ...
ଆରମ୍ଭ ହେଲା ଇ-ବସ୍ ‘ଡେମୋ ରନ୍’
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଭୁବନେଶ୍ୱରରେ ଶନିବାରଠାରୁ ଇ-ବସ୍ର ଡେମୋ ରନ୍ ଆରମ୍ଭ ହୋଇଛି। କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ) ଏହି ବସ୍ ସେବା ଯୋଗାଇବାକୁ ଥିବାବେଳେ ଏହା ପୂର୍ବରୁ ହାଇଦ୍ରାବାଦର ଜଣେ ବିଡ଼ର ଦ୍ୱାରା ପ୍ରଥମେ ଆସିଥିବା ଇ-ବସ୍...
ପିଏଲ୍ଏଫ୍ଆଇ ସଦସ୍ୟଙ୍କୁ ୪ଜଣ ଜବାବ ଦେଇଥିଲୁ: ନୟାପଲ୍ଲୀ ଥାନା ଅଧିକାରୀ ଅରୁଣ କୁମାର ସ୍ବାଇଁ
ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ପୋଲିସର ଗୁରୁଦାୟିତ୍ୱ। ବିଶେଷ କରି ମାଓବାଦୀ ଓ ଏହାର ଟୁକୁରା ସଂଗଠନ ପିଏଲ୍ଏଫ୍ଆଇ(ପିପୁଲ୍ସ ଲିବରେଶନ ଫ୍ରଣ୍ଟ ଅଫ୍ ଇଣ୍ଡିଆ), ସିମି ଭଳି ହିଂସା ସୃଷ୍ଟିକାରୀ ସଂଗଠନ ଏବଂ କୁଖ୍ୟାତ ଅପରାଧୀମାନଙ୍କୁ ଦମନ...
ସମସ୍ତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟର ହୋଇଛି କମ୍ପ୍ୟୁଟରୀକରଣ: ମନ୍ତ୍ରୀ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟର ସମସ୍ତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟଗୁଡିକର କମ୍ପ୍ୟୁଟରୀକରଣ କରାଯାଇଛି। ୨୦୧୩-୧୪ ଆର୍ଥିକ ବର୍ଷରେ ସୂଚନା ଓ ପ୍ରଯୁକ୍ତି ବିଭାଗରେ ଇ-ଡିଷ୍ଟ୍ରିକ୍ଟ ଆପ୍ଲିକେଶନ ବ୍ୟବସ୍ଥା କରାଯାଇଛି। ଏହାଦ୍ୱାରା ବିବିଧ ଓ ଜାତି ପ୍ରମାଣପତ୍ର ଯାଞ୍ଚ ପାଇଁ ଲାପ୍ଟପ୍ ,...
୫-ଟି’କୁ ନୀତି ଆୟୋଗର ପ୍ରଶଂସା
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନକୁ ଅଧିକ ସରଳ ଏବଂ ଲୋକାଭିମୁଖୀ କରିବା ପାଇଁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଗତ ଅକ୍ଟୋବର ୨ରୁ ‘ମୋ ସରକାର’ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରାଯାଇଛି। ସ୍ବାସ୍ଥ୍ୟସେବା ଏବଂ ଆଇନଶୃଙ୍ଖଳାକୁ ଏଥିରେ ପ୍ରାଥମିକ ଭାବେ...
ଡିସେମ୍ବର ପହିଲାରୁ ସାରା ଦେଶରେ ଏକକ ଟୋଲ ଦେୟ ବ୍ୟବସ୍ଥା: ସାମିଲ ହେବ ଓଡ଼ିଶାର ୧୨ ଜାତୀୟ ରାଜପଥ
ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ଡିସେମ୍ବର ପହିଲାରୁ ସାରା ଦେଶରେ ଲାଗୁ ହେବ ଏକକ ଟୋଲ ଦେୟ ବ୍ୟବସ୍ଥା। ଓଡ଼ିଶାର ବିଭିନ୍ନ ଜାତୀୟ ରାଜପଥରେ ମଧ୍ୟ ଜାତୀୟ ଇଲେକ୍ଟ୍ରୋନିକ ଟୋଲ କଲେକ୍ସନ(ଏନ୍ଇଟିସି) ବ୍ୟବସ୍ଥାକୁ ଲାଗୁ କରାଯିବ। ରେଡିଓ ଫ୍ରିକ୍ୱେନ୍ସି ଆଇଡେଣ୍ଟିଫିକେଶନ (ଆର୍ଏଫ୍ଆଇଡି) ଜରିଆରେ...
Archives


