ରଙ୍ଗ ଲଗାଇ ଅସଦାଚରଣ, ଜେଲ ଗଲେ ଭିଣୋଇ
ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ହୋଲିରେ ଯୁବତୀଙ୍କୁ ରଙ୍ଗ ଲଗାଇବା ବାହାନାରେ ଅସଦାଚରଣ କରିଛନ୍ତି ଭିଣୋଇ। ଏନେଇ ଅଭିଯୋଗ ହେବା ପରେ ଖାରବେଳନଗର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଘର ନୟାଗଡ଼ ଜିଲା ଶରଣକୂଳ ଅଞ୍ଚଳରେ ହୋଇଥିବାବେଳେ ସେ ଖାରବେଳନଗର…
ହସ୍ତଶିଳ୍ପ ବିକାଶ ପାଇଁ ହେବ ୧୦ ବର୍ଷିଆ ଯୋଜନା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟର ହସ୍ତଶିଳ୍ପ ଓ ହସ୍ତଶିଳ୍ପୀଙ୍କ ବିକାଶ ପାଇଁ ପଦକ୍ଷେପ ନେବେ ରାଜ୍ୟ ସରକାର। ଏଥିପାଇଁ ପ୍ରସ୍ତୁତ ହେବ ୧୦ ବର୍ଷିଆ ପ୍ଲାନ୍ ଡକ୍ୟୁମେଣ୍ଟ। ହସ୍ତଶିଳ୍ପୀଙ୍କୁ ଚିହ୍ନଟ ସହିତ ସେମାନଙ୍କ ଶିଳ୍ପର ବ୍ରାଣ୍ଡିଂ ଓ ମାର୍କେଟିଂ କରାଯିବ। ଅତ୍ୟାଧୁନିକ ଡିଜାଇନ୍ ଓ…
ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବନି ଭାଜପା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଓଡ଼ିଶାର ୪ ରାଜ୍ୟ ସଭା ଆସନ ପାଇଁ ବିଜେଡିର ସମସ୍ତ ପ୍ରାର୍ଥୀ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ୪ର୍ଥ ଆସନକୁ ନେଇ ଯେଉଁ ଚର୍ଚ୍ଚା ଲାଗି ରହିଥିଲା ସେଥିରେ ମଧ୍ୟ ପୂର୍ଣ୍ଣଚ୍ଛେଦ ପଡିଛି। ଭାଜପା ରାଜ୍ୟ ସଭା ନିର୍ବାଚନ…
କରୋନା: ୧୭ ନମୁନା ନେଗେଟିଭ୍
ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ବର୍ତ୍ତମାନ ବିଶ୍ୱର ଅଧିକାଂଶ ଦେଶ କରୋନା ଭୂତାଣୁ (କୋଭିଡ୍-୧୯) ସଂକ୍ରମଣରେ ପ୍ରଭାବିତ। ଏପରିସ୍ଥଳେ ସତର୍କତା ଅବଲମ୍ବନ ହିଁ ଏହି ସଂକ୍ରମଣର ମୁଖ୍ୟ ପ୍ରତିଷେଧକ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ…
ବିଜେଡି ରାଜ୍ୟ ସଭା ପ୍ରାର୍ଥୀଙ୍କ ସତ୍ୟପାଠ: ସୁଜିତ୍ ସମସ୍ତଙ୍କଠାରୁ ଧନୀ
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ଚଳିତ ରାଜ୍ୟ ସଭା ପାଇଁ ବୁଧବାର ବିଜେଡିର ୪ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଜଣ ପ୍ରାର୍ଥତ୍ପତ୍ର ଦାଖଲ ବେଳେ ଦେଇଥିବା ସତ୍ୟପାଠରେ ନିଜର ସମ୍ପତ୍ତି, ଶିକ୍ଷାଗତ ଯୋଗ୍ୟତା ଆଦି ଉଲ୍ଲେଖ କରିଛନ୍ତି। ସତ୍ୟପାଠରୁ ମିଳିଥିବା…
ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ
ପୁରୁଣା ଭୁବନେଶ୍ୱର, ୧୨ା୩ (ଡି.ଏନ.ଏ.): ଶ୍ରୀଲିଙ୍ଗରାଜ ମନ୍ଦିରରେ ଥରକୁ ଥର ପରମ୍ପରା ଭଙ୍ଗ ହେବା ନେଇ ଜନ ଅସନ୍ତୋଷ ଦେଖାଦେଇଛି। ସୋମବାର ଦୋଳପୂର୍ଣ୍ଣିମାରେ ପୁଣି ଏକ ପରମ୍ପରାରେ ବ୍ୟତିକ୍ରମ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରାତଃରୁ ଶ୍ରୀଜୀଉମାନଙ୍କର ଯଥାରୀତି…
ବସ୍ ମାଲିକଙ୍କୁ ଆକ୍ରମଣ ଘଟଣା:୨ ଗିରଫ
ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦୁର୍ବୁତ୍ତମାନେ ରବିବାର ବସ୍ ମାଲିକ ଆଇଗିଣିଆର ବିମ୍ବାଧର ସୁନ୍ଦରାୟଙ୍କୁ ଗୁଳି ମାଡ଼ କରିବା ସହ ଗୋଡେଇ ଗୋଡେଇ ହାଣିଥିଲେ। ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…
ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର ଜିଲା ଝଙ୍କଡ ଅଞ୍ଚଳରେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ…
ଦାୟିତ୍ୱ ନେଲେ ମେହେର୍ଦ୍ଦା
ଭୁବନେଶ୍ୱର,୧୨ା୩(ବ୍ୟୁରୋ): ୧୯୯୭ ବ୍ୟାଚ୍ ଆଇଏଏସ୍ ଅଫିସର ପ୍ରମୋଦ ମେହେର୍ଦ୍ଦା ବୁଧବାର ରାଜ୍ୟପାଳଙ୍କ ସଚିବଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମେହେର୍ଦ୍ଦା ରାଜଭବନ ଯାଇ ପ୍ରଥମେ ରାଜ୍ୟପାଳ ଗଣେଶୀ ଲାଲ୍ଙ୍କୁ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ପରେ ବିଧିବଦ୍ଧଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସ୍ବାସ୍ଥ୍ୟ ଓ…
ଚିକିତ୍ସାଧୀନ ଅବସ୍ଥାରେ ନୀଳ ଇଗୁଆନା ଏଣ୍ଡୁଅ ମୃତ
ବାରଙ୍ଗ,୧୨ା୩(ଡି.ଏନ୍.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ଥିବା ଆମେରିକାନ ନୀଳ ଇଗୁଆନା ଏଣ୍ଡୁଅର ମଙ୍ଗଳବାର ମୃତ୍ୟୁ ଘଟିଛି। ତେବେ ବୁଧବାର ତା’ର ବ୍ୟବଚ୍ଛେଦ ପରେ ତା’ ପେଟରୁ ୫୫ଟି ଅଣ୍ଡା ବାହାରିଥିବା ଜଣାପଡ଼ିଛିା। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ଏହି…
୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ
ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ ଘଟଣା ଘଟିଛି ସୁନ୍ଦରପଦା ରୋଡରେ ଥିବା ଅନିଲ ପାଇକରାୟଙ୍କ ପେଟ୍ରୋଲ ପମ୍ପରେ। ୩ଜଣ ଯୁବକ…
ସରିଲା ମହିଳା ୱେଲ୍ଡିଂ ଲିଗ୍
ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସି.ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଚାଲିଥିବା ଜାତୀୟ ମହିଳା ୱେଲ୍ଡିଂ ଲିଗ୍ ଉଦ୍ଯାପିତ ହୋଇଯାଇଛି। ଫ୍ରୋନିୟସ୍ ଭାରତୀୟ ଘରୋଇ ସଂସ୍ଥାର ଅଧ୍ୟକ୍ଷ ବିଶ୍ୱନାଥ କାମାଥ୍ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

